Home

କେନ୍ଦୁଝର ଜିଲା ଭାଜପା ମହିଳା ମୋର୍ଚ୍ଚାର ନୂଆ ଟିମ୍‌

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଭାଜପା ମହିଳା ମୋର୍ଚ୍ଚାର ନୂଆ ଜିଲା ଟିମ୍‌ ଗଠନ ହୋଇଥିବା ନେଇ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ମମତା ସିଂ ଘୋଷଣା କରିଛନ୍ତି। ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ୱର୍ଯ୍ୟା ବିଶ୍ୱାଳ…

୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼

ନିରାକାରପୁର,୧୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ଗ୍ରାମର ଜଣେ ବ୍ୟକ୍ତି ନିଶା କାରବାର କରୁଥିବା ଖବର ପାଇ ଏନ୍‌ଏଚ୍‌ ପାଟ୍ରୋଲିଂ ଗାଡ଼ି ସହିତ ସ୍ଥାନୀୟ ଥାନାର ଦୁଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ଉକ୍ତ…

କେରଳରେ ସଡ଼କ ଦୁର୍ଘଟଣାରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ରାଇକିଆ,୧୪ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ପେଟାପାଙ୍ଗା ପଞ୍ଚାୟତ ଡାମ୍ବାକିଆ ଗ୍ରାମର ଯାଦବ ନାୟକ (୨୭)ଙ୍କର କେରଳରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୮ ବର୍ଷ ହେଲା କେରଳର ଏର୍ନାକୁଲୋମ ଜିଲା ପେରୂମବାବର୍‌ ଅଞ୍ଚଳରେ ପ୍ଲାଏ କମ୍ପାନୀରେ କାମ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବନ୍ଧାହେଲେ ପୋଲିସ ଭ୍ୟାନ୍‌ ଡ୍ରାଇଭର

ପୁରୁଷୋତ୍ତମପୁର,୧୪ା୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ୧୧୨ ପୋଲିସ ଭ୍ୟାନ୍‌ ଡ୍ରାଇଭର କୁନାଲ ବେହେରା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହାକୁ ନେଇ ପୋଲିସ କେସ୍‌ ନଂ ୮୧/୨୪ ବିଭିନ୍ନ ଦଫାରେ ମହିଳା ଓ ଶିଶୁ…

ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍‌-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍‌। କଟକ ଗୋପାଳପୁର ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୬.୧୫ ମିନିଟ୍‌ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆବୁଧାବିରେ ପ୍ରଥମ ୟୁଏଇ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିଛନ୍ତି। ବୋଚାସନବାସୀ ଅକ୍ଷର ପୁରୁଷୋତ୍ତମ ସ୍ବାମୀନାରାୟଣ ସଂସ୍ଥା(ବିଏପିଏସ୍‌) ସୋସାଇଟି ଦ୍ୱାରା ନିର୍ମିତ ଏହି ମନ୍ଦିରକୁ ଉଦ୍‌ଘାଟନ କରିବା ପରେ ସେ ପୂଜାରୀମାନଙ୍କ ସହ ପୂଜାର୍ଚ୍ଚନା ମଧ୍ୟ…

୩୯ ବର୍ଷ ବୟସରେ ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୪।୨: ଆଫଗାନିସ୍ତାନ କ୍ରିକେଟର ମହମ୍ମଦ ନବୀ ବୁଧବାର ଜାରି କରାଯାଇଥିବା ଆଇସିସିର ନୂତନ ଦିନିକିଆ ଅଲରାଉଣ୍ଡର ର଼୍ୟାଙ୍କିଂରେ ଶୀର୍ଷସ୍ଥାନ ହାସଲ କରିଛନ୍ତି। ଫଳରେ ବାଲାଂଦେଶର ଶାକିବ ଅଲ ହସନଙ୍କ ଦବ୍‌ଦବା ଶେଷ ହୋଇଛି। ଟେଷ୍ଟ ର଼୍ୟାଙ୍କିଂରେ କିନ୍ତୁ ସେଭଳି ପରିବର୍ତ୍ତନ କିଛି…

ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୪ା୨: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ…

WPL 2024: ଗୁଜରାଟର ଅଧିନାୟକ ହେଲେ ବେଥ୍‌ ମୁନି

ନୂଆଦିଲ୍ଲୀ,୧୪।୨: ଫେବୃୟାରୀ ୨୩ରୁ ହେବାକୁ ଥିବା ଓମେନ୍‌ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌)ର ଦ୍ୱିତୀୟ ସିଜନରେ ଗୁଜରାଟ ଜାଏଣ୍ଟସ୍‌ର ଅଧିନାୟକ ହେବେ ଅଷ୍ଟ୍ରେଲୀୟ କ୍ରିକେଟର ବେଥ୍‌ ମୁନି। ବୁଧବାର ଫ୍ରାଞ୍ଚାଇଜ୍‌ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ମୁନିଙ୍କୁ ପ୍ରଥମ ସିଜନରେ ମଧ୍ୟ ଦଳ ଅଧିନାୟକ…

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।…

ଟିମ୍‌ ଇଣ୍ଡିଆରୁ ବାଦ୍‌ ଦେବାକୁ ଆହତ ହୋଇଥିବାର ଗୁଜବ ଉଠାଇଥିଲେ, ମିଷ୍ଟ୍ରି ସ୍ପିନର କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୧୪।୨: କଥାରେ ଅଛି ଯିଏ ଯେତେ ଶୀଘ୍ର ଉପରକୁ ଉଠେ, ସେତେ ଶୀଘ୍ର ଭୂମିରେ ଲୋଟିଥାଏ। ଠିକ୍‌ ଏଭଳି ଏକ ଉଦାହରଣ ହେଲେ କେକେଆର୍‌ର ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ। ସେ ଟିମ୍‌ ଇଣ୍ଡିଆ ପକ୍ଷରୁ କେବଳ ୩ ଟି୨୦ ମ୍ୟାଚ୍‌…

ଶ୍ରୀମନ୍ଦିର ଉପରେ ଉଡ଼ିବନି ଡ୍ରୋନ୍‌, ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା

ପୁରୀ,୧୪ା୨: ଏଣିକି ଶ୍ରୀମନ୍ଦିର ଉପରେ ଆଉ ଉଡ଼ି ପାରିବନି ଡ୍ରୋନ୍‌। ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ଦୃଷ୍ଟିରୁ ପୁରୀ ପୋଲିସ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା ସହିତ ଭିତରେ ମୋବାଇଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri