Home

ହିନ୍ଦୁଙ୍କ ସଂଖ୍ୟା ୭.୮୨% କମିଛି, ମୁସଲମାନ ୪୩.୧୫% ବଢ଼ିଛନ୍ତି

ନୂଆଦିଲ୍ଲୀ,୧୦/୫:ଭାରତରେ ୧୯୫୦ରୁ ୨୦୧୫ ମଧ୍ୟରେ ହିନ୍ଦୁମାନଙ୍କ ସଂଖ୍ୟା ୭.୮୨ ପ୍ରତିଶତ ହ୍ରାସ ପାଇଥିବାବେଳେ ମୁସଲମାନ ଜନସଂଖ୍ୟା ୪୩.୧୫ ପ୍ରତିଶତ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀଙ୍କ ଆର୍ଥତ୍କ ଉପଦେଷ୍ଟା ପରିଷଦ (ଇଏସି-ପିଏମ୍‌) ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ‘ଶେୟାର ଅଫ୍‌ ରିଲିଜିଅସ୍‌ ମାଇନୋରିଟିଜ୍‌:…

୫ ଭାରତୀୟଙ୍କୁ ମୁକ୍ତ କଲା ଇରାନ

ତେହରାନ,୧୦ା୫: କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି। ଇରାନ ଇସ୍ରାଏଲର ଏକ ପର୍ତ୍ତୁଗୀଜ କାର୍ଗୋ ଜାହାଜରେ ଥିବା ୫ ଭାରତୀୟଙ୍କୁ ମୁକ୍ତ କରିଛି।…

ନିଜ ଡ୍ୟାନ୍ସ ଭିଡିଓ ଦେଖି ରାଗରେ ନିଆଁବାଣ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ,୧୦।୫: ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଜାଳିଆ ଡ୍ୟାନ୍ସ ଭିଡିଓ ଭାଇରାଲ ପରେ ଏବେ ପଶ୍ଚିମ ମମତା ବାନାର୍ଜୀଙ୍କ ଏକ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିକଟରେ ସୋସିଆଲ ମିଡିଆରେ ମୋଦିଙ୍କ ମୁହଁ ସହିତ ଏକ…

ଖୋଲିଲା ପ୍ରସିଦ୍ଧ କେଦାରନାଥ ଧାମ: ଆକାଶରୁ ଫୁଲବର୍ଷା

ନୂଆଦିଲ୍ଲୀ,୧୦।୫: କେଦାରନାଥ, ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରି ଧାମର କବାଟ ଖୋଲିବା ସହିତ ଚାରଧାମ ଯାତ୍ରା ଆରମ୍ଭ ହେବ। ଆଜି ରୀତିନୀତି ଅନୁଯାୟୀ, ଭକ୍ତମାନଙ୍କ ପାଇଁ ସକାଳ ସାତଟାରେ ଦର୍ଶନ ପାଇବା ପାଇଁ କେଦାରନାଥ ଧାମର ଦ୍ୱାର ଖୋଲିଛି। ଏହି ସମୟରେ ହେଲିକପ୍ଟରରୁ…

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ ଏବଂ ଲୋହରା ସାହିକୁ ଆଜି ସୁଦ୍ଧା ଉପଯୁକ୍ତ ରାସ୍ତା ନିର୍ମାଣ ହୋଇପାରି ନାହିଁ ।…

ଲେଖାଶ୍ରୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ପ୍ରତାପ

ବାଲେଶ୍ୱର,୧୦।୫(ମାନସ ବିଶ୍ୱାଳ): ଓଡ଼ିଶାରେ ଦୀର୍ଘ ୨୫ବର୍ଷ ଧରି ବିଜେଡି ଭ୍ରଷ୍ଟାଚାର ଓ ଦୁର୍ନୀତି କରିଆସୁଥିବା ଅଭିଯୋଗ କରି ବିଜେଡି ସରକାର ଉପରେ ବର୍ଷିଛନ୍ତି ଭାଜପା ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର। ବାଲେଶ୍ୱର ସହର ପାଣିଟାଙ୍କିସ୍ଥିତ ଆତିଥ୍ୟ ଭବନର ସମ୍ମିଳନୀ କକ୍ଷରେ ଭାଜପା…

ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ ଚାଲାଣ କରୁଛନ୍ତି। ଏନେଇ ପ୍ରଶାସନ ଚୁପ୍‌ ବସିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।…

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା…

ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୧୦ା୫(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରତ୍ନଭଣ୍ଡାରରେ ଥିବା ରତ୍ନଗୁଡ଼ିକ କିଭଳି…

ରୁବେଲା ଆତଙ୍କ: ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୫ (ବନ୍ଦନା ସେଠୀ): ଓଡ଼ିଶାର ୨ ଶିଶୁ ରୁବେଲା ଭାଇରସ୍‌ରେ ଆକ୍ରାନ୍ତ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏପରିସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଏହାକୁ ନେଇ ସତର୍କ କରିଛି। ବିଶେଷକରି ଗର୍ଭବତୀମାନେ ଅଧିକ ସତର୍କ ରହିବାକୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…

ବକୁଳରେ ଉନ୍ମୋଚନ ହେବ ନନ୍ଦିନୀଙ୍କ ଜୀବନୀ

ଭୁବନେଶ୍ୱର,୧୦ା୫(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍‌ ଲେଡି ଅଫ୍‌ ଓଡ଼ିଶା’ ମେ’ ୧୧ ତାରିଖରେ ସତ୍ୟନଗରସ୍ଥିତ ବକୁଳ ଲାଇବ୍ରେରିରେ ଉନ୍ମୋଚନ ହେବ। ବିଶିଷ୍ଟ…

୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋରଦାର

ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର କରିଛନ୍ତି। ଭୁବନେଶ୍ୱର ଲୋକ ସଭା ଏବଂ ୭ଟି ବିଧାନସଭା ଆସନରେ ତ୍ରିମୁଖୀ ଲଢ଼େଇ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri