Home

ମନ୍ମଥଙ୍କୁ ନେଇ ଅଙ୍କ ଗଡ଼ବଡ଼

ଖୋର୍ଦ୍ଧା,୩୧।୩(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶା ରାଜନୀତିରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ରହିଛି। ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ପୁଣି ଥରେ ଏହି ଆସନରୁ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ…

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୩୧ା୩(ଅନିଲ ଦାସ)ମତଦାତା ତାଲିକାରେ ଭିନ୍ନକ୍ଷମ ମତଦାତାଙ୍କୁ ସାମିଲ କରିବାରେ ଓଡ଼ିଶାର ହାର ଜାତୀୟ ହାରଠୁ ଉପରେ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫.୪୭ ଲକ୍ଷ ଭିନ୍ନକ୍ଷମ ଭୋଟର ମତଦାନ ପାଇଁ ମାର୍କିଂ ହୋଇଛନ୍ତି। ସେମାନଙ୍କୁ ଘରୁ ମତଦାନ କେନ୍ଦ୍ରକୁ ଆଣିବା ଓ…

ଭାଜପାରେ ଡମ୍ବରୁଧର ସିସା

ଭୁବନେଶ୍ୱର,୩୧ା୩(ଅନିଲ ଦାସ)ଚିତ୍ରକୋଣ୍ଡାର ପୂର୍ବତନ ବିଧାୟକ ଡମ୍ବରୁଧର ସିସା ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି ା ସେହିପରି ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀର ବିଜେଡି ନେତା ସନ୍ତୋଷ ଜେନା, ଭୁବନେଶ୍ୱର ବ୍ଲକ ପୂର୍ବତନ ବିଜେଡି ସଭାପତି ଚିତ୍ତରଞ୍ଜନ ପଟ୍ଟନାୟକ, ପୂର୍ବତନ ସରପଞ୍ଚ ଦିବାକର…

ଭୁବନେଶ୍ୱର ଜୋନ ଯୁବ ବିଜେଡି କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ୱର,୩୧ା୩(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଜୋନ ବିଜୁ ଯୁବ ଜନତା ଦଳର ସଭାପତି ବିଜୟ କେତନ ସାହୁଙ୍କ ଦ୍ୱାରା ଗଠିତ ଜୋନ କମିଟିକୁ ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ ଅନୁମୋଦନ କରିଛନ୍ତି। ଜୋନ…

କଳାଧନ କୁଆଡ଼େ ଗଲା

ନୂଆଦିଲ୍ଲୀ,୩୧।୩: ଦେଶରୁ କଳାଧନ ଲୋପ କରିବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ୨୦୧୬ରେ ବିମୁଦ୍ରୀକରଣ ଘୋଷଣା କରିଥିଲେ। କେନ୍ଦ୍ରର ଏହି ନିଷ୍ପତ୍ତି ଯୋଗୁ ଦେଶରେ ପ୍ରଚଳିତ ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍‌ ଅଚଳ ହୋଇଗଲା…

ଯୁବକଙ୍କୁ ମାରଣାସ୍ତ୍ରରେ ଭୁସି ହତ୍ୟା, ଅର୍ଦ୍ଧନିର୍ମିତ ଘରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩୦ା୩(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅର୍ନ୍ତଗତ ଧୋବାଡିଠାରେ ଅର୍ଦ୍ଧ ନିର୍ମିତ ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ସନ୍ଧ୍ୟାରେ ଜବତ ହୋଇଛି। ଯୁବକଙ୍କୁ ମାରଣାସ୍ତ୍ରରେ ଭୁସି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ…

ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି, ନିର୍ବାଚନୀ ହିଂସା ଉପରେ ରହିବ କଡ଼ା ନଜର

କଟକ,୩୦ା୩(କାର୍ତ୍ତିକ ସାହୁ): ଆଗାମୀ ମେ’ ଓ ଜୁନ୍‌ ମାସରେ ଚାରୋଟି ପର୍ଯ୍ୟାୟରେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି ଚାଲିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ…

ଏପ୍ରିଲ ୮ରୁ ସକାଳୁଆ କୋର୍ଟ

କଟକ,୩୦ା୩(କାର୍ତ୍ତିକ ସାହୁ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନ୍ୟାୟପାଳିକା ପକ୍ଷରୁ ସକାଳୁଆ ଅଦାଲତ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସମଗ୍ର ରାଜ୍ୟରେ ଜିଲା ଓ ନିମ୍ନ ଅଦାଲତଗୁଡ଼ିକ ଏପ୍ରିଲ ୮ରୁ ସକାଳୁଆ କାର୍ଯ୍ୟ କରିବ। ସେହିଦିନଠାରୁ ପୂର୍ବାହ୍ନ ୭ଟାରୁ…

ଓଢ଼ଣୀ ଲଗାଇ ଗଛରେ ଝୁଲିପଡ଼ିଲେ ଯୁବତୀ

କୋକସରା,୩୦ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କୁଟରୁ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ନିକଟସ୍ଥ ସାହାଜଖୋଲ ଜଙ୍ଗଲର ଗିରଳିମାଲ ନିକଟରେ ଥିବା ଚାଷଜମିରେ ଥିବା କୁସୁମ ଗଛରେ ଝୁଲନ୍ତା ଅବସ୍ଥାରେ ଠାବ ହୋଇଛି।…

କଟକରୁ ଲୋକ ସଭା ନିର୍ବାଚନ ଲଢ଼ିବେ ଭର୍ତ୍ତୃହରି

କଟକ,୩୦ା୩: ଶନିବାର ଭାଜପା ୩ ଏମ୍‌ପି ପ୍ରାର୍ଥୀ ତାଲିକା ଘୋଷଣା କରିଛି।  ପୂର୍ବତନ ଏମ୍‌ପି ଭର୍ତ୍ତୃହରି ମହତାବ କଟକରୁ ଲୋକ ସଭା ନିର୍ବାଚନ ଲଢ଼ିବେ ବୋଲି ଭାଜପା ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ଯାଜପୁର ପାଇଁ ରବୀନ୍ଦ୍ର ନାରାୟଣ ବେହେରା, କନ୍ଧମାଳରୁ…

ଶପଥ ନେଲେ ୫୫ ନୂଆ ସିଭିଲ ଜଜ୍‌

କଟକ,୩୦ା୩(କାର୍ତ୍ତିକ ସାହୁ): ୨୦୨୨ ବ୍ୟାଚ୍‌ରେ ନିଯୁକ୍ତି ପାଇଥିବା ୫୫ ଜଣ ନୂଆ ସିଭିଲ୍‌ ଜଜ୍‌(ଜୁନିୟର ଡିଭିଜନ)ଙ୍କ ଶପଥ ଗ୍ରହଣ ଉତ୍ସବ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରସ୍ଥ ଗତିକୃଷ୍ଣ ମିଶ୍ର ଅଡିଟୋରିୟମଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜୁଡିସିଆଲ ଏକାଡେମୀର…

ଭାଜପା-ବିଜେଡି କଡ଼ା ଟକ୍କର: ଚିନ୍ତାରେ ଭୋଟର, କର୍ମୀ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଛଅ ବିଧାନସଭା ଓ ଗୋଟିଏ ଲୋକ ସଭା ନିର୍ବାଚନ ପାଇଁ ସବୁ ଦଳ ପ୍ରସ୍ତୁତ ହୋଇଥିଲେ ହେଁ ଦଳରେ ନେତା ଓ କର୍ମୀମାନଙ୍କ ମଧ୍ୟରେ ସେଭଳି ଉତ୍ସାହ ପରିଲକ୍ଷିତ ହେଉନାହିଁ। ମେଣ୍ଟ ହେବ ନାହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri