୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!
ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ ନଥିଲେ, କିନ୍ତୁ ତାଙ୍କ କ୍ୟାରିୟରକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା। ତାଙ୍କ ଭବିଷ୍ୟତ ସମ୍ପର୍କରେ…
ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି
ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ): ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ ଆସୁଥିବା ବେଳେ ଅନେକ ସମୟରେ ନୀତିରେ ବିଳମ୍ବ ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ…
ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ
ନୂଆଦିଲ୍ଲୀ,୨ା୧: ଷ୍ଟକ୍ହୋମ ଇଣ୍ଟରନ୍ୟାଶନାଲ ପିସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ ୨୦୨୪ ମଧ୍ୟରେ ୟୁକ୍ରେନ ବିଶ୍ୱର ସର୍ବବୃହତ ଅସ୍ତ୍ରଶସ୍ତ୍ର ଆମଦାନୀକାରୀ ଦେଶ ହୋଇଥିବାବେଳେ ଭାରତ ଦ୍ୱିତୀୟ…
‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି
ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି। ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହ ହାତ ମିଳାଇବା ପରେ, ପାକିସ୍ତାନର ଜାତୀୟ…
ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି ପାଳନ କରିବା ପାଇଁ ରାଜସ୍ଥାନର ସ୍ବାଇ ମାଧୋପୁରରେ ପହଞ୍ଚିଥିଲେ। ସେ ଏବଂ ତାଙ୍କ ପରିବାର…
ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ
ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଉଦଘାଟନ କରିଥିଲେ। ଅନୁଷ୍ଠାନର ସଭାପତି ଦିଲୀପ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି…
ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ
ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ ହେଲା ଜିଲାପାଳ ମଧୁମିତା ଛୁଟିରେ ଥିବା ବେଳେ ବର୍ତ୍ତମାନ ସରକାରଙ୍କ ପକ୍ଷରୁ ନୂତନ ଜିଲାପାଳଙ୍କ…
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୁତ୍ତମାନେ ତାଡି ନେଇଯାଇଥିବା ଜଣାପଡିଛି । ଏହି ଘଟଣା ଶୁକ୍ରବାର ସକାଳୁ ଜଣାପଡିଲା ପର…
ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…
ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି ଲୋକଙ୍କୁ ପସନ୍ଦ ଆସିଥାଏ । ଥଣ୍ଡା କମ କରିବା ଏବଂ ଶରୀରକୁ ଆରାମ ଦେବା ପାଇଁ,…
ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର କଂଗ୍ରେସର ଏକ ଟିମ୍ ରାଜେଶଙ୍କ ପରିବାରକ ୁ ଭେଟିବା ସହିତ ୧୦ ତାରିଖ ସୁଦ୍ଧା…
ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା
ଇସଲାମାବାଦ୍,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର ଏବଂ ଭାରତୀୟ ଜନତାଙ୍କୁ ୨୦୨୬ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଚିଠିରେ ସେ ଭାରତର ଐତିହାସିକ…
ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….
ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା ପାଇଁ ଦ୍ୱିତୀୟ ସବୁଠାରୁ ବୟସ୍କ ବ୍ୟକ୍ତି। ତାଙ୍କ ପୂର୍ବବର୍ତ୍ତୀ ଡେମୋକ୍ରାଟିକ୍ ରାଷ୍ଟ୍ରପତି ଜୋ ବାଇଡେନ…
Archives


