ପ୍ରାର୍ଥୀ ଚୟନ ନେଇ ଭାଜପାରେ ଛକାପଞ୍ଝା
ଢେଙ୍କାନାଳ,୨୯ା୩(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବର୍ତ୍ତମାନର ବିଧାୟକ ସୁଧୀର କୁମାର ସାମଲଙ୍କୁ ବିଜେଡି ପୁନଃ ପ୍ରାର୍ଥୀ କରିବା ପରେ ଏଠାକାର ରାଜନୈତିକ ପାଣିପାଗ ଅଧିକ ସରଗରମ ହୋଇଯାଇଛି। ସୁଧୀରଙ୍କ ବିପକ୍ଷରେ ଭାଜପା ଓ…
ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ
ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍ରେ ଥିବାବେଳେ ତାଙ୍କର ହୃଦ୍ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ ଜେଲରେ ଦଣ୍ଡ ଭୋଗୁଥିବାବେଳେ ସାନପୁଅ ଓମାର ଅବ୍ବାସ ଦୁଇ ଦିନ ପୂର୍ବେ ମେଡିକାଲ କଲେଜକୁ…
ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ
କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନାପୁଟ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମଚନ୍ଦ୍ର ଉଲୁକା। ଅଭିଯୁକ୍ତ ଜ୍ୱାଇଁ…
ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍ ନୁହେଁ
ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍ ଅନସାରୀ ହୃଦଘାତରେ ଜେଲ୍ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। ଜଣେ ବଡ ଅପରାଧୀଙ୍କ ମୃତ୍ୟୁକୁ ନେଇ କାନ୍ଦିବା ଠିକ ନୁହେଁ ବୋଲି ସେ…
ଫୁଲଚାଷ ପ୍ରତି ବଢୁଛି ଆଗ୍ରହ
ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। କିଛିବର୍ଷ ପୂର୍ବରୁ ଯୁଯୁମୁରା ବ୍ଲକର ସନାତନପାଲିରେ ଫୁଲଚାଷ କରି…
ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ
ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କଲେ।…
ଲାଟିନ୍ ଆମେରିକା ଲିଗ୍ରେ ବିଜୟ ପ୍ରଥମ ଭାରତୀୟ
ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍ସି ସହିତ ସେ ସାମିଲ ହେବେ ବୋଲି ଜଣାପଡିଛି। ବିଜୟ ବର୍ତ୍ତମାନ ଆଇଏସ୍ଏଲ୍ରେ ଚେନ୍ନାଇନ୍ ଏଫ୍ସି ପକ୍ଷରୁ…
ଏହି କ୍ରିକେଟର୍ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି
ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ୨୭୪ ଷ୍ଟ୍ରାଇକ ହାରରେ ୨୩ ବଲ…
୩ ଦିନ ହେବ ପେନ୍କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ
ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍ର ଏକ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ ୪୫ ବଲରେ ୮୫ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଚମତ୍କାର ଇନିଂସ ପାଇଁ…
ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ
ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ ଶ୍ରୀନଗର…
କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ
କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ ଅନ୍ୟାନ ଦାନ ସାମଗ୍ରୀ ଦୁର୍ବୃତ୍ତ ଲୁଟିନେଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡି ଖୋଲା ଯାଇ…
ଆଇପିଏଲ୍ ଅରେଞ୍ଜ୍-ପର୍ପଲ କ୍ୟାପ୍ ରେସ୍ରେ ଅଛନ୍ତି ଏହି ଖେଳାଳି
ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି ଚମତ୍କାର ଇନିଂସ ପାଇଁ ରିୟାନ ପରାଗଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପ୍ରଦାନ କରାଯାଇଥିଲା।…
Archives


