Home

Hormuz Ship Blast: ହର୍ମୁଜ ପ୍ରଣାଳୀ ପାର ହେଉଥିବା ଦୁଇଟି ଜାହାଜରେ ବିସ୍ଫୋରଣ, ଗୋଟିଏରେ ତେଲ ସହ ଏଲପିଜି ଥିବା ବେଳେ ଅନ୍ୟଟିରେ ଥିଲା ସାର!

ତେହରାନ,୨୦।୭: ବିଶ୍ୱ ତୈଳ ଯୋଗାଣ ପାଇଁ ଜୀବନରେଖା ବିବେଚିତ ହର୍ମୁଜ ପ୍ରଣାଳୀରେ ବିସ୍ଫୋରଣର ରିପୋର୍ଟ ପୁଣି ଥରେ ଆଲୋଡ଼ନ ସୃଷ୍ଟି କରିଛି। ବିଳମ୍ବିତ ରାତିରେ ନୌସେନା ଖଣି ସହିତ ଧକ୍କା ଯୋଗୁ ବିସ୍ଫୋରଣ ପରେ ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ…

ନିଖୋଜ ଥିଲେ ବୃଦ୍ଧ ପୋଖରୀରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୦।୭,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଏସ.ଗୋପାଳପୁର ଗ୍ରାମର ଭାସ୍କର ବରାଡ଼(୮୨) ଶନିବାର ସାରୁ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ରବିବାର ସକାଳେ ତାଙ୍କ ମୃତଦେହ…

କେବେ ଆଉ କେମିତି ଭାଙ୍ଗିବେ ଅନଶନ ସ୍ପଷ୍ଟ କଲେ ସୋନମ ୱାଙ୍ଗଚୁକ , ରଖିଲେ ଏହି ୩ ସର୍ତ୍ତ

ନୂଆଦିଲ୍ଲୀ,୨୦।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କ ଅନଶନ ଶେଷ କରିବାର ଯୋଜନା ଘୋଷଣା କରିଛନ୍ତି। ସୋମବାର (ଜୁଲାଇ ୨୦) ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ତିନୋଟି ସର୍ତ୍ତ ଉଲ୍ଲେଖ କରାଯାଇଥିବା ଏକ ଚିଠି ଶେୟାର କରାଯାଇଥିଲା। ୱାଙ୍ଗଚୁକ କହିଛନ୍ତି ଯେ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ ଜୀବନ ବିତାଉଥିବା ପିଲାଙ୍କୁ ଉଦ୍ଧାର କରି ପଢ଼ାଉଛନ୍ତି। ଏହି କାର୍ଯ୍ୟ ପାଇଁ ସେ…

ସିନ୍ଥେଟିକ ବୁଦ୍ଧିମତ୍ତା

ସଭ୍ୟତାକୁ ଗତିଶୀଳ କରିଥିବା ସବୁଠାରୁ ବଡ଼ ଉଦ୍ଭାବନ ହେଉଛି ଚକ। ଇତିହାସବିତ୍‌ଙ୍କ ମତରେ ଆଜି ଆମେ ଯେଉଁ ଦ୍ରୁତଗତି ସମାଜରେ ବାସ କରୁଛୁ, ତାହାର ମୂଳରେ ରହିଛି ଖ୍ରୀ.ପୂ. ୩୫୦୦ ରୁ ୪୦୦୦ ବର୍ଷ ପୂର୍ବେ ମେସୋପଟାମିଆ ଅଞ୍ଚଳର ଚକର ଆବିଷ୍କାର।…

ବାଲ୍ୟକାଳ ବାହୁଡ଼ି ନ ଆସୁ

ସୁପ୍ରସିଦ୍ଧ ଗଜଲ ଗାୟକ ଜଗଜ୍ଜିତ ସିଂହଙ୍କର ସେଇ କାଳଜୟୀ ଗଜଲଟିର ଅନୁବାଦ ଯଦି ଆମ ଭାଷାରେ କରାଯାଏ, ତେବେ ତାହାର ଶବ୍ଦରୂପ ବୋଧହୁଏ ଏମିତି କିଛି ହେବ- ”ମୋ ସକଳ ଧନ ସମ୍ପତ୍ତି, ପ୍ରତିଷ୍ଠା ପ୍ରତିପତ୍ତି, ଯାହା କିଛି ମୋ ପାଖରେ…

ଅନଶନ ସହଜ ନୁହେଁ

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଅସଙ୍ଗତି ଦେଖାଦେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତ୍ରରମନ୍ତରରେ ୨୧ ଦିନ ଆମରଣ ଅନଶନ କରିଆସୁଥିବା ସାମାଜିକ ତଥା ଜଳବାୟୁ କର୍ମୀ ସୋନମ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଦିଲ୍ଲୀ ପୋଲିସ ଉଠାଇ…

ଆଜି ଅନଶନ ଭାଙ୍ଗିପାରନ୍ତି ଓ୍ବାଙ୍ଗ୍‌ଚୁକ୍‌

ନୂଆଦିଲ୍ଲୀ,୨୦ା୭ (ପି.ଟି.): ରାଜନେତାମାନେ ଯଦି ସଫଦରଜଙ୍ଗ ହସ୍ପିଟାଲରେ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଭେଟି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ କାଳରେ ଶିକ୍ଷା ଉତ୍ତରଦାୟିତ୍ୱ ପ୍ରସଙ୍ଗ ଉଠାଇବାର ପ୍ରତିଶ୍ରୁତି ଦିଅନ୍ତି, ତେବେ ସେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚଳାଇଥିବା ଅନଶନ ସୋମବାର ଭାଙ୍ଗିବେ ବୋଲି…

ତରଳ ଲୁଣ, ମଣିଷ ଝାଳ: ଆସୁଛି ଅଭିନବ ‘ବ୍ୟାଟେରି’ ପ୍ରଯୁକ୍ତି

ନ୍ୟୁୟର୍କ, ୨୦ା୭: ବିଶ୍ୱରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ପ୍ରାକୃତିକ ଉତ୍ସରୁ ମିଳୁଥିବା ବିଦ୍ୟୁତ୍‌କୁ ଦୀର୍ଘ ସମୟ ଧରି ସଂରକ୍ଷିତ କରି ରଖିବା। ଏହି ସମସ୍ୟାର ସମାଧାନ ପାଇଁ ବର୍ତ୍ତମାନ ବିଶ୍ୱର ବିଭିନ୍ନ ସ୍ଥାନରେ ତରଳ ଲୁଣ,…

ସ୍ପେନ୍‌ର ୧୬,୦୦୦ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ସ୍ପେନ, ୨୦।୭: ସ୍ପେନ୍‌ ଇତିହାସର ସବୁଠାରୁ ବଡ଼ ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୧୬,୦୦୦ ହେକ୍ଟର ଜଙ୍ଗଲ ଅଞ୍ଚଳ ଜଳିପୋଡ଼ି ପାଉଁଶ ହୋଇଯାଇଥିବାବେଳେ ନିଆଁ ଏବେ ମଧ୍ୟ ପ୍ରବଳ ବେଗରେ ମାଡ଼ିଚାଲିଛି। ସ୍ପେନ୍‌ର ପବ୍ଲିକ ବ୍ରଡକାଷ୍ଟର ଆରଟିଭିଇ ଅନୁଯାୟୀ ଅଗ୍ନିଶମ ବାହିନୀ ପ୍ରୟାସ ଜାରି…

ଆଜି ସିଜେପିର ‘ସଂସଦ ଚଲୋ’

ନୂଆଦିଲ୍ଲୀ,୨୦ା୭ (ପି.ଟି.): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଯନ୍ତରମନ୍ତରଠାରେ ସିଜେପି ପକ୍ଷରୁ ଧାରଣା ଜାରି ରହିଛି। ଏହି ଅବସରରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ ସୋମବାର ଯନ୍ତରମନ୍ତରରୁ ପାର୍ଲାମେଣ୍ଟ ପଦଯାତ୍ରା ବା ‘ସଂସଦ…

ଫୁଟବଲର ନୂଆ ‘କିଙ୍ଗ’ ପାଲଟିଲା ସ୍ପେନ, ଆର୍ଜେଣ୍ଟିନା ସହିତ ୬୦ ବର୍ଷର ପୁରୁଣା ସ୍କୋର ବରାବର କଲା; ଭାଙ୍ଗିଲା ଲିଓନେଲ ମେସିଙ୍କ ସ୍ବପ୍ନ

ନ୍ୟୁୟର୍କ,୨୦ା୭: ୟୁରୋ କପ୍‌ ଟାଇଟଲ ବିଜେତା ସ୍ପେନ୍‌ ୨୦୨୬ ଫିଫା ବିଶ୍ୱକପ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ମେଗା ଫାଇନାଲରେ ଏହି ଦଳ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନାକୁ ୧-୦ ଗୋଲରେ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ଗୋଲଶୂନ୍ୟ ରହିବାରୁ ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?