ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା
ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍ ୭.୨ ପ୍ରତିଶତ…
ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ
କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି ଏକ ଘଟଣା କାଳିଆପାଣି ପଞ୍ଚାୟତରେ ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ କାଳିଆପାଣି ପଞ୍ଚାୟତର ଚିରୁଗୁଣିଆଁ…
ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ
ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ ଅଛି। ଏପରି ସ୍ଥଳେ କଂଗ୍ରେସରୁ ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତିହିଡ଼ି…
ପିଏଚ୍.ଡି. ପାଇଁ ଏନ୍ଇଟି ସ୍କୋର
ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍ଇଟି ସ୍କୋର୍ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍.ଡି. ନାମଲେଖା…
୯୬% ଭାରତୀୟ କମ୍ପାନୀ ସାଇବର ଆକ୍ରମଣ ମୁକାବିଲା ପାଇଁ ଅକ୍ଷମ
ନୂଆଦିଲ୍ଲୀ, ୨୯।୩:ଭାରତରେ ସାଇବର ଆକ୍ରମଣଜନିତ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏଭଳି ଆକ୍ରମଣର ମୁକାବିଲା ପାଇଁ ମାତ୍ର ୪ ପ୍ରତିଶତ ଭାରତୀୟ କମ୍ପାନୀ ସକ୍ଷମ। ଅର୍ଥାତ୍ ଅବଶିଷ୍ଟ ୯୬ ପ୍ରତିଶତ କମ୍ପାନୀ ସାଇବର ଆଟାକ୍କୁ ପ୍ରତିହତ କରିବାକୁ ସମର୍ଥ ନୁହନ୍ତି। ସିସ୍କୋର…
୫ ମାସ ପରେ ବି ସରିଲାନି ଡିପିଆର୍
ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ନିର୍ଦ୍ଧାରିତ ସମୟରେ ଶେଷ ହୋଇ ପାରିନାହିଁ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ…
ବିପଦରେ ନ୍ୟାୟପାଳିକା
ନୂଆଦିଲ୍ଲୀ,୨୯ା୩(ପି.ଟି.):ଏକ ନ୍ୟସ୍ତସ୍ବାର୍ଥ ଗୋଷ୍ଠୀ ତୁଚ୍ଛ ବିତର୍କ ଏବଂ ମନ୍ଦ ରାଜନୈତିକ କାର୍ଯ୍ୟସୂଚୀ ଆଧାରରେ ନ୍ୟାୟପାଳିକା ଉପରେ ଚାପ ପକାଇବା ସହ ଅଦାଲତକୁ ବଦନାମ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ବରିଷ୍ଠ ଆଇନଜୀବୀ ହରିଶ ସାଲ୍ଭେ ଏବଂ ଭାରତର ବାର୍ କାଉନ୍ସିଲ…
ଭାଜପା ଛାଡ଼ିଲେ ପ୍ରକାଶ ବେହେରା
ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା ସଭାପତି…
‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’
ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରେ…
ସନାତନ ଭାଜପାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା
କେନ୍ଦୁଝର,୨୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ପ୍ରଥମେ କଂଗ୍ରେସ, ପରେ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡ଼ା ହୋଇ ଚମ୍ପୁଆ ବିଧାୟକ ହେଲେ। ଚଳିତ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଜେଡିରେ ମିଶିବା ନେଇ ଆଲୋଚନା ହେଉଥିବା ବେଳେ ଏବେ ଭାଜପାରେ ଯୋଗଦେବା ନେଇ…
ରାତିସାରା ଚାଲିଛି ମୋରମ ଲୁଟ୍
ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି। ଏହି କ୍ରମରେ ରାଜ୍ୟ ସରକାର ଲଘୁ ଖଣି ନିର୍ଦ୍ଦେଶାଳୟ ବିଭାଗ ସ୍ଥାପନ କରିବା ସହ…
ଅନୁଷ୍କାଙ୍କ ସ୍ମାଇଲ୍
ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ ନେବାରେ ବ୍ୟସ୍ତ ଅଛନ୍ତି। ସେ ଗୁରୁବାର ନିଜର ଏକ ସୁନ୍ଦର ଫଟୋ ସୋସିଆଲ ମିଡିଆରେ…
Archives


