Home

କଙ୍ଗନା ରାଣାୱତଙ୍କୁ ଶକ୍ତ ଚାପୁଡା ମାରିଲେ ସିଏସ୍‌ଏଫ ଗାର୍ଡ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୬।୬: ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମ୍‌ପି କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଏସ୍‌ଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି। ଅଭିନେତ୍ରୀ ଅଭିଯୋଗ ଆଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଚାପୁଡ଼ା ମାରିଥିବା ଗାର୍ଡଙ୍କ ନାମ କୁଲବିନ୍ଦର…

ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ବିଜେଡି ଉପରେ ବର୍ଷୀଛନ୍ତି। ସେ…

ବିଜେଡିର ପୋଲ୍‌ ଖୋଲିଦେଲେ ବରିଷ୍ଠ ନେତା

ଭୁବନେଶ୍ୱର,୬।୬: ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଗୁରୁବାର ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ…

ଆଖି ପିଛୁଳାକେ ଯୁବକରୁ ସୁନ୍ଦରୀ ତରୁଣୀ ପାଲଟିଗଲେ, ଭିଡିଓ ଦେଖିଲେ ହେଇଯିବେ ଚକିତ  

ସୋସିଆଲ ମିଡିଆରେ କେବେ କେବେ ଚମକାଇବା ଭଳି ଦୃଶ୍ୟ ନଜରକୁ ଆସିଥାଏ, ଯାହାକୁ ଦେଖି ବିଶ୍ୱାସ କରିବା କଷ୍ଟକର ହୋଇଯାଏ। ଏବେ ସେଭଳି ଏକ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ସେଥିରେ ଜଣେ ଯୁବକ କିଭଳି ମେକଅପ୍‌ ବଳରେ ଆଖି…

ଏହି ରାଶିର ବ୍ୟକ୍ତିବିଶେଷ ଜୁନ୍‌ ୧୪ ପରେ ରୁହନ୍ତୁ ସତର୍କ, ନଚେତ୍‌…

ଗ୍ରହମାନଙ୍କର ରାଜକୁମାର ବୁଧ। ଖୁବ୍‌ଶୀଘ୍ର ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି। ବୁଧ ବୃଷ ରାଶିରୁ ମିଥୁନକୁ ୧୪ଜୁନ୍‌ର ପରିବର୍ତ୍ତନ କରିବେ। ବୁଧ ଗ୍ରହର ରାଶି ଚିହ୍ନରେ ପରିବର୍ତ୍ତନ ହେତୁ, ଏହି ରାଶି ଚିହ୍ନଗୁଡିକ ବହୁତ ସତର୍କ ରହିବାକୁ ପଡ଼ିବ, ଜାଣନ୍ତୁ ସେହି…

ସିଏମ୍‌ଓରୁ ଇସ୍ତଫା ଦେଲେ ୨ ଅବସରପ୍ରାପ୍ତ ଆଇଏଏସ୍‌

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏହାପୂର୍ବରୁ ସିଏମ୍‌ଓରୁ ଇସ୍ତଫା ଦେଇଛନ୍ତି ୨ ଅବସରପ୍ରାପ୍ତ ଆଇଏଏସ୍‌। ସିଏମ୍‌ଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ୍‌ ଉପଦେଷ୍ଟା ପଦରୁ ଆର୍‌ ବାଲକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…

କାଳବୈଶାଖୀ ପ୍ରଭାବରେ ଉଡ଼ିଲା ଛପର, ଉପୁଡ଼ିଲା ଗଛ

ଦାରିଙ୍ଗବାଡ଼ି,୬ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଉକ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏକାଧିକ ଲୋକଙ୍କ ଆଜବେଷ୍ଟ ଛପର ଉଡ଼ିବା ସହ ଘର ଭାଙ୍ଗିଥିବା ସୂଚନା ମିଳିଥିବା ମିଳିଛି। ସିମନବାଡ଼ିର ବଜାର…

ଇଲେକ୍ଟ୍ରିଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ବାଲିଗୁଡ଼ା,୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ଡାବୁଲକିଆ ଗ୍ରାମରୁ ଗୁରୁବାର ମଧ୍ୟାହ୍ନରେ ଏକ ବାଇକ୍‌ରେ ତିନି ଜଣ ଯୁବକ ବାଟାଗୁଡ଼ା ଗ୍ରାମକୁ ଘରୋଇ ସାମଗ୍ରୀ କିଣିବାକୁ ଆସିବା ବେଳେ ଗୋପାଳପୁର-ରାୟପୁର ୫୯ ନଂ. ଜାତୀୟ…

ଜୁନ ୮ ନୁହେଁ ଏହି ଦିନ ଶପଥ ନେବେ ମୋଦି

ନୂଆଦିଲ୍ଲୀ,୬।୬: ଦେଶରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ମୋଦି ୩.୦। ଆସନ୍ତା ୯ ତାରିଖ ସା ୬ଟାରେ ୩ୟ ଥର ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବେ। ମୋଦିଙ୍କ ଶପଥ ନେବା ନେଇ ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ…

ଅଖିଳେଶଙ୍କ ନୂଆ ରଣନୀତି, ବିଧାୟକ ପଦ ଛାଡ଼ି ଦିଲ୍ଲୀ ରାଜନୀତିରେ ହେବେ ସକ୍ରିୟ…

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନରେ ସମାଜବାଦୀ ପାର୍ଟି ଭଲ ପ୍ରଦର୍ଶନ କରିଛି। ଏହାର ଶ୍ରେୟ ଅଖିଳେଶ ଯାଦବଙ୍କୁ ଯାଉଥିବା ବେଳେ ଏବେ ସେ ନୂଆ ରଣନୀତିରେ କାମ କରୁଛନ୍ତି। ସେ ବିଧାୟକ ପଦ ଛାଡ଼ିବା ପରେ ଦିଲ୍ଲୀ ରାଜନୀତିରେ ସକ୍ରିୟ ହେବେ।…

ସାଧାରଣ ନିର୍ବାଚନ ଫଳାଫଳ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୬ା୬: ସଦ୍ୟ ନିର୍ବାଚିତ ଓଡ଼ିଶା ବିଧାନସଭାର ସଦସ୍ୟ ତାଲିକା ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପ୍ରକାଶିତ ହୋଇଛି। ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗୁରୁବାର ଭାରତ…

ଭାଜପାର ଟେନ୍‌ସନ୍‌ ବଢାଇଲା ଜେଡିୟୁ

ନୂଆଦିଲ୍ଲୀ,୬।୬: ୨୦୧୪ ପରଠାରୁ ପ୍ରଥମ ଥର ପାଇଁ ଲୋକ ସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ। ଏଭଳି ପରିସ୍ଥିତିରେ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ରେ ଅନ୍ତର୍ଭୁକ୍ତ ଦଳଗୁଡ଼ିକ ଉପରେ ଭାଜପାର ନିର୍ଭରଶୀଳତା ବୃଦ୍ଧି ପାଇଛି। ଏନଡିଏର ସହଯୋଗୀମାନେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?