ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଶ୍ରୀକୃଷ୍ଣ…
ପ୍ରାର୍ଥୀଙ୍କ ଟାର୍ଗେଟ୍ରେ ତେଲୁଗୁ ଭୋଟର
ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ ଜୋର ଲଗାଇ ଦେଇଛନ୍ତି। ରାୟଗଡ଼ା ଓ ଗୁଣପୁର ଆସନରେ ପ୍ରାୟ ୨୫ ହଜାର ଲେଖାଏଁ…
ପୁଣି ବିବାଦରେ ରାହୁଲ ଗାନ୍ଧୀ, କୁଳପତି-ଶିକ୍ଷାବିତମାନେ ଲେଖିଲେ ଖୋଲା ଚିଠି
ନୂଆଦିଲ୍ଲୀ,୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ନିକଟରେ ରାହୁଲ ବିଶ୍ୱବିଦ୍ୟାଳୟର ମୁଖ୍ୟ ଚୟନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥିଲେ। ଏହାକୁ ବିରୋଧ କରି ୧୮୧ ଏକାଡେମିକ କୁଳପତି ତଥା ବହୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କ…
ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା
କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତମାନେ ୧୩ ଲକ୍ଷରୁ ଅଧିକ ଟଙ୍କା ଲୁଟ୍ ହୋଇଥିବା ଜଣାପଡ଼ିଛି। କମ୍ପାନୀର…
କୋର୍ଟଙ୍କ କାମ ଟେପ ରେକର୍ଡର ପରି ନୁହେଁ, ସାକ୍ଷୀ ଶତ୍ରୁତା କଲେ କ’ଣ କରିବେ କହିଲେ ସିଜେଆଇ ଚନ୍ଦ୍ରଚୁଡ
ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟ କହିଛନ୍ତି ଯେ ଶୁଣାଣି ସମୟରେ ସାକ୍ଷୀଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ କୋର୍ଟ କେବଳ ଟେପ ରେକର୍ଡର ଭଳି କାର୍ଯ୍ୟ କରିବା ଉଚିତ ନୁହେଁ, ବରଂ ଏଥିରେ ଅଂଶଗ୍ରହଣକାରୀ ଭୂମିକା ଗ୍ରହଣ କରିବା ଉଚିତ୍। କୋର୍ଟ କହିଛନ୍ତି ଯେ…
ଯିଏ ମୋଦିଙ୍କ ସହ ଠିଆ ହୋଇ ନାହିଁ, ସେ ଦେଶଦ୍ରୋହୀ, ଚନ୍ନିଙ୍କ ବୟାନକୁ ନେଇ କହିଲେ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ
ନୂଆଦିଲ୍ଲୀ,୬।୫: ଭାଜପା ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ କହିଛନ୍ତି ଏହା ଧର୍ମଯୁଦ୍ଧ, ଯିଏ ରାମଙ୍କର ହୋଇ ପାରିଲେ ନାହିଁ ସେ ଦେଶର ହୋଇପାରିବେ ନାହିଁ। ସମ୍ଭଲର କଳକି ଧାମର ଭାଜପା ନେତା ତଥା ପିଠାଧିଶ୍ୱର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ କହିଛନ୍ତି ଯେ…
ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍ ନା ୨୪ କ୍ୟାରେଟ୍, ଜାଣି ରଖନ୍ତୁ…
ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ ମଧ୍ୟ ଜିତୁଥିବା ପରି ମନେହୁଏ। ବର୍ତ୍ତମାନ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ୍ର ମୂଲ୍ୟ…
କେ. କବିତାଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି, କୋର୍ଟ ଖାରଜ କଲେ ଇଡି-ସିବିଆଇ ମାମଲାର ଜାମିନ ଆବେଦନ
ନୂଆଦିଲ୍ଲୀ,୬।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ. କବିତା ଗିରଫ ହୋଇଛନ୍ତି। ସୋମବାର (୬ ମେ ୨୦୨୪) ରେ ରାଉଜ ଆଭେନ୍ୟୁ କୋର୍ଟରୁ କବିତାଙ୍କୁ ଏକ ବଡ଼ ଝଟ୍କା ଲାଗିଥିଲା। ରାଉଜ ଆଭେନ୍ୟୁ କୋର୍ଟରେ…
ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ
ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ କପିଲ…
ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା
ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେଠି ବିଷୟରେ ମୋର କିଛି କହିବାର ନାହିଁ। ମୁଁ କେବଳ ସୁଲତାନପୁର ବିଷୟରେ କହିବି।…
ଦିଲ୍ଲୀ ପରେ ଏବେ ଅହମଦାବାଦରେ ଭୟର ବାତାବରଣ, ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ
ନୂଆଦିଲ୍ଲୀ,୬।୫: ଦିଲ୍ଲୀର ସ୍କୁଲଗୁଡିକ ଉପରେ ବୋମା ମାଡ଼ କରିବାକୁ ଧମକାଇବା ପରେ ଗୁଜୁରାଟର ଅହମଦାବାଦରେ ଆତଙ୍କ ଖେଳିଯାଇଛି। ଅହମଦାବାଦର କେତେକ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇମେଲ ଆସିଛି, ଯେଉଁଥିରେ ସ୍କୁଲ ଗୁଡିକୁ ବୋମା ବିସ୍ଫୋରଣ କରିବାର ଧମକ ଦିଆଯାଇଛି। କୁହାଯାଉଛି ଯେ ଏହି…
ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି
ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ ଟାର୍ଗେଟ୍…
Archives


