୩ କୋଟି ମହିଳାଙ୍କୁ କରିବି ଲକ୍ଷପତି ଦିଦି…୬୦ ବର୍ଷ ବନାମ ୧୦ ବର୍ଷ: କଂଗ୍ରେସ ଉପରେ ବର୍ଷିଲେ ମୋଦି
ମୁମ୍ବାଇ,୩୦।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ରର ମାଧାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ ପ୍ରଧାନମନ୍ତ୍ରୀ କଂଗ୍ରେସର ୬୦ବର୍ଷ ଏବଂ ଭାଜପା ସରକାରର ୧୦ ବର୍ଷ ବିଷୟରେ ଉଲ୍ଲେଖ କରିଛନ୍ତି।…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା
ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ
ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଆସି ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…
ବେବି ଆସିବେ…ଭାଇରାଲ ହେଲା ସାକ୍ଷିଙ୍କ ଇନଷ୍ଟା ଷ୍ଟୋରୀ
ନୂଆଦିଲ୍ଲୀ,୩୦।୪: ଆଇପିଏଲ ୨୦୨୪ର ୨୬ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା । ସେହି ମ୍ୟାଚ ସମୟରେ ଏମଏସ ଧୋନିଙ୍କ ସ୍ତ୍ରୀ ସାକ୍ଷି ଧୋନି ସୋସିଆଲ ମିଡିଆରେ ଏକ କାହାଣୀ ପୋଷ୍ଟ କରିଥିଲେ, ଯାହା…
ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ମଙ୍ଗଳବାର ସୁପ୍ରିମକୋର୍ଟରେ ହାଜର ହୋଇଥିଲେ। ମାମଲାର ଶୁଣାଣି ସମୟରେ ଯୋଗଗୁରୁ ରାମଦେବଙ୍କ…
ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ
ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ମିଳିଥିବା ସୂଚନା ଅନୁଯାୟୀ ଅନ୍ତର୍ଜାତୀୟ ଅପରାଧିକ…
ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି
କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଜି ସକାଳେ ହଠାତ ତାଙ୍କ ଦେହ…
ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ
ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ ପତଞ୍ଜଳିର ୧୪ ଟି ଉତ୍ପାଦର ଲାଇସେନ୍ସକୁ ସ୍ଥଗିତ ରଖିଛି। ବିଶେଷ କଥା ହେଉଛି ଏହି…
ଟ୍ବିନ୍ ସିଟିକୁ ରେର୍ଡ ଆର୍ଲଟ୍ ଜାରି
ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।…
ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ
ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ ଅନ୍ତର୍ଭୁକ୍ତ କରିବାକୁ ସୁପାରିଶ କରିଛନ୍ତି। ସେ କହିଛନ୍ତି ଯେ ମୋର ବ୍ୟକ୍ତିଗତ ଇଚ୍ଛା ହେଉଛି…
ଆଜି ହୋଇପାରେ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଏହି ଖେଳାଳିଙ୍କୁ ମିଳିପାରେ ସ୍ଥାନ
ନୂଆଦିଲ୍ଲୀ,୩୦।୪: ଟି-୨୦ ବିଶ୍ୱକପ ପାଇଁ ଆଉ ବେଶୀ ଦିନ ବାକି ନାହିଁ। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଚୟନ କମିଟି ଖୁବ ଶୀଘ୍ର ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରିବ। ମେ ୧ରେ ଦଳ ଘୋଷଣା…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିପାରେ ବଡ଼ ଝଟ୍କା: ଏହି କ୍ରିକେଟର୍ ହୋଇପାରନ୍ତି ଉପଅଧିନାୟକ
ନୂଆଦିଲ୍ଲୀ,୩୦।୪: କିଛି ମାସ ପୂର୍ବରୁ ରିଷଭ ପନ୍ତ ଆଇପିଏଲ ୨୦୨୪ର ଅଂଶ ହେବେ କି ନାହିଁ ସେ ବିଷୟରେ ଆଲୋଚନା ହୋଇଥିଲା। କିନ୍ତୁ ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହେବାର କିଛି ଦିନ ପୂର୍ବରୁ ପନ୍ତ ଉପ-ଅଧିନାୟକ…
Archives


