୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ
ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ ଟ୍ରଫି, ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଏବଂ ମହିଳା ଦିନିକିଆ ବିଶ୍ୱକପ। ଅନେକ କ୍ରିକେଟର ରେକର୍ଡ…
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି। ଏଥିରେ କଳାହାଣ୍ଡିର ଯୁବ ପାରା ବ୍ୟାଡ୍ମିଣ୍ଟନ ଖେଳାଳି ଆକାଶ ମୁଣ୍ଡ ସ୍ବର୍ଣ୍ଣ ପଦକ ଜିତି…
ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…
ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ ଏବଂ କଶ୍ମୀରର ପୁଞ୍ଚରେ ଏକ ପାକିସ୍ତାନୀ ଡ୍ରୋନ ଦେଖାଯାଇଛି। ଡ୍ରୋନ ଦେଖାଯିବା ପରେ ସେନା…
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି କାର୍ ଅଟକିଯାଇଛି। ଜଣେ ଯୁବକ ମଧ୍ୟ ଭସାପୋଲରୁ ଖସିପଡିଛନ୍ତି।…
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି ଜିରୋ ନାଇଟ ପାଇଁ ବଡ଼ ଧୁମଧାମ ରେ ପାଳିତ ହୋଇଯାଇଛି ବିଶେଷ କରି ଚର୍ଚ୍ଚ,…
ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!
ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ ସେମାନଙ୍କର ପରମାଣୁ ସ୍ଥାନ ବିଷୟରେ ସୂଚନା ମିଳିବ। ଏହି ପରମ୍ପରା ଗତ 34 ବର୍ଷ…
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ରାଇକିଆ ମର୍ଣିଂ ଷ୍ଟାର କ୍ଳବର ସଦସ୍ୟମାନେ । ଗୁରୁବାର ସକାଳୁ ବଜାର ଚାରିଛକଠାରେ…
ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ
ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସଙ୍ଗୀତ ସୋମ ଶାହରୁଖଙ୍କ ବିରୋଧରେ ଏକ କଠୋର ମନ୍ତବ୍ୟ…
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା ସିଧାସଳଖ ସେମାନଙ୍କ ପକେଟ ଉପରେ ପ୍ରଭାବ ପକାଇବ। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରେ LPG ଗ୍ୟାସ…
ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ ହ୍ରାସ କରିଥିବା ବେଳେ, ଗ୍ୟାସ ସିଲିଣ୍ଡରର ମୂଲ୍ୟ ମଧ୍ୟ ବୃଦ୍ଧି କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା…
ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…
ଇସଲାମାବାଦ୍,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଏକ କଠୋର ଚେତାବନୀ ଦେଇ କହିଛନ୍ତି, ପାକିସ୍ତାନର କ୍ଷେତ୍ରୀୟ ଅଖଣ୍ଡତାର ଯେକୌଣସି…
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘେଁସ ଗ୍ରାମରେ ଶହୀଦଙ୍କ ସ୍ମାରକୀ ପ୍ରତିଷ୍ଠା…
Archives


