Home

ହ୍ରାସ ପାଉଛି ଲଘୁ ବନଜାତ ସାମଗ୍ରୀ

ଝାରସୁଗୁଡ଼ା,୩୦।୫(ସଞ୍ଜୟ ମାଲି)ଝାରସୁଗୁଡା ଜିଲାର ମାନ୍ୟତା ପାଇବା ସମୟରେ ପାଣି, ମାଟି ଓ ମୁଖ୍ୟତ କୋଇଲାରେ ପରିପୂର୍ଣ୍ଣ ଥିଲା। ଅବାଧ ଜଙ୍ଗଲ କଟା ଯୋଗୁ ଆଗ ଭଳି ଆଉ ମୂଲ୍ୟବାନ ଗଛ ଏଠାରେ ଦେଖିବାକୁ ମିଳୁନାହିଁ। ଜଙ୍ଗଲରୁ କ୍ରମାଗତ ଭାବେ ଲଘୁ ବନଜାତ…

ହାତୀ ଭୟ ଥିବା ବରଗଛ ତଳେ ରହୁଛନ୍ତି ଗହଳ

ଲୋଇସିଂହା,୩୦।୫ (ସୁଶାନ୍ତ ବାରିକ)ଗହଳ ବରିହା, ବୟସ ୮୧ ା ଘର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳୀପାଲି ଗ୍ରାମରେ ା ଗହଳଙ୍କର କୌଣସି ସନ୍ତାନ ସନ୍ତତି ନ ଥିବାରୁ ସ୍ବାମୀ ହାଡୁ ବରିହାଙ୍କ ମୃତ୍ୟୁ ପରେ ନିଃସଙ୍ଗ ଜୀବନ ବିତାଉଛନ୍ତି ା…

ହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା

ନୟାଗଡ଼,୩୦।୫(ଲୋକନାଥ ମିଶ୍ର)ମହାନଦୀର ସାତକୋଶିଆ ଗଣ୍ଡରେ ଘଡିଆଳ କୁମ୍ଭୀରଙ୍କ ବଂଶବୃଦ୍ଧି ଘଟୁନି। ୪୬ବର୍ଷ ଭିତରେ ପ୍ରାୟ ୮୮୦ ଘଡିଆଳ କୁମ୍ଭୀର ମହାନଦୀର ସାତକୋଶିଆ ଗଣ୍ଡ ଅଞ୍ଚଳରେ ଛଡାଯାଇଛି। ତେବେ ୨୦୨୩ କୁମ୍ଭୀର ଗଣନା ରିପୋର୍ଟ କହୁଛି ୮ଟି ଘଡିଆଳ କୁମ୍ଭୀର ଅଛନ୍ତି। ଘଡିଆଳ…

ବିବାହ କରି ମହିଳା ପ୍ରଶଂସକଙ୍କ ହୃଦୟକୁ ଭାଙ୍ଗିବାକୁ ଚାହୁଁନାହିଁ: ପ୍ରଭାସ

ହାଇଦ୍ରାବାଦ: ଚଳଚ୍ଚିତ୍ର ‘କଳ୍କି ୨୮୯୮ ଏଡି’ ପାଇଁ ଦକ୍ଷିଣ ଭାରତୀୟ ଅଭିନେତା ପ୍ରଭାସ ଏବେ ବ୍ୟସ୍ତ ରହିଛନ୍ତି। ଏହି ଫିଲ୍ମକୁ ପ୍ରଭାସଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ତେବେ ପ୍ରଭାସ ପ୍ରାୟତଃ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ…

ମୋଦିଙ୍କ ବିବାଦୀୟ ମନ୍ତବ୍ୟ: ଫିଲ୍ମ ପୂର୍ବରୁ ଗାନ୍ଧୀଙ୍କୁ କେହି ଜାଣି ନ ଥିଲେ…

ନୂଆଦିଲ୍ଲୀ,୩0ା୫: ଲୋକ ସଭା ନିର୍ବାଚନ ଶେଷ ହେବାକୁ ବସିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ୍‌କାରରେ ପୂର୍ବର କଂଗ୍ରେସ ସରକାରଗୁଡ଼ିକୁ ସମାଲୋଚନା କରିବାକୁ ଯାଇ କହିଛନ୍ତି, ଗାନ୍ଧିଜୀ ଜଣେ ମହାନ୍‌ ଆତ୍ମା ଥିଲେ। ଗତ ୭୫ ବର୍ଷ ମଧ୍ୟରେ ତାଙ୍କୁ ସେଭଳି ବୈଶ୍ୱିକ…

ବିଜେଡି ପାଇଁ କାମ କରିବା କୁଟ୍ଟେ, ଆଶିଷ ସିଂଙ୍କ ପୁରୁଣା ଅଭ୍ୟାସ: ଭାଜପା

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ପୋଲିସ ବିଭାଗରେ ଉଚ୍ଚପଦସ୍ଥ ଅଧିକାରୀଭାବେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ଓଡ଼ିଶାବାସୀଙ୍କୁ ଅବଗତ କରାଇଛି। ଏହା ହେଉଛି ଏହି ୨ ପୋଲିସ ଅଧିକାରୀଙ୍କ ପୁରୁଣା ଅଭ୍ୟାସ। ଶାସକ…

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି, ଏଠି…

ହଜିବାକୁ ବସିଛି କଳାହାଣ୍ଡିର ହାବସପୁରୀ ପାଟଶାଢ଼ି

ଭବାନୀପାଟଣା,୩୦ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ହାବସପୁରୀ ପାଟଶାଢ଼ିର କମକୁଟ ପରିପାଟୀ ମହିଳାମାନଙ୍କୁ ଆକର୍ଷିତ କରିଥାଏ। ହେଲେ ସରକାରୀ ସହାୟତା ଓ ପ୍ରୋତ୍ସାହନ ଅଭାବରୁ ବିଭିନ୍ନ ସମୟରେ ବିଶ୍ବ ଦରବାରରେ ନିଜର ଏକ ନିଆରା ଛାପ ସୃଷ୍ଟି କରିଥିବା ହାବସପୁରୀ ପାଟଶାଢ଼ି ହଜିବାକୁ ବସିଛି।…

ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର

ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭ ପ୍ରତିଶତ…

ସୁଜାତା କାର୍ତ୍ତିକେୟନ୍‌ଙ୍କୁ ରାଜ୍ୟରୁ ଅପସାରଣ କରିବାକୁ ଭାଜପାର ଦାବି

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ନିକଟରେ ଭାଜପାର ଏକ ପ୍ରତିନିଧି ଦଳ ଫେରାଦ ହୋଇଛି। ମୁକ୍ତ ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରିବା ଓ ରାଜ୍ୟରେ ନିର୍ବାଚନୀ ହିଂସାକୁ ଉସୁକାଇବା ନେଇ…

ଭାଜପା ରୋଡ୍‌ ଶୋ’ରେ ବ୍ୟବହୃତ ବାଣରୁ ଅଗ୍ନିକାଣ୍ଡ

ବିଞ୍ଝାରପୁର,୩୦ା୫(ରାମକୃଷ୍ଣ ଦାସ):ଭାଜପା ରୋଡ୍‌ ଶୋ’ରେ ବ୍ୟବହୃତ ବାଣରୁ ବିଞ୍ଝାରପୁର ଥାନା ଛକରେ ବୁଧବାର ମଧ୍ୟାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥାନାଛକର ଏକ କାଠ ତିଆରି ସାମଗ୍ରୀ ଦୋକାନ ସମୂର୍ଣ୍ଣ ଜଳିପୋଡି ଭସ୍ମ ହୋଇଯାଇଛି। ସୂଚନା ମୁତାବକ, ମାଇଁନ୍ଦା ଛକରୁ ସିଂହପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?