ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…
ଇସଲାମାବାଦ୍,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଏକ କଠୋର ଚେତାବନୀ ଦେଇ କହିଛନ୍ତି, ପାକିସ୍ତାନର କ୍ଷେତ୍ରୀୟ ଅଖଣ୍ଡତାର ଯେକୌଣସି…
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘେଁସ ଗ୍ରାମରେ ଶହୀଦଙ୍କ ସ୍ମାରକୀ ପ୍ରତିଷ୍ଠା…
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା ଇରିଗେସନ ଛକରେ ଥିବା ଗୁପ୍ତା କିରାନା ଦୋକାନରୁ ମଙ୍ଗଳବାର ଜିବିଏସ୍ କମ୍ପାନୀର ୨ ପ୍ୟାକେଟ…
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ ଭକ୍ତ ମହାପ୍ରସାଦକୁ ଠିଆ ହୋଇ ଓ ଗାଡ଼ିରେ ବସି ଖାଉଥିବା ପରିଲକ୍ଷିତ ହୋଇଛି। ଗତ…
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି । ଏହାର କେନ୍ଦ୍ରସ୍ଥଳ ଦ୍ୱୀପରୁ ୯୧ କିଲୋମିଟର ପୂର୍ବରେ ଅବସ୍ଥିତ ଥିଲା। ଏହାର ଗଭୀରତା ୧୯.୩…
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା ଥାନା ଅନ୍ତର୍ଗତ ଯୋଲକୋ ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ବୁଧବାର…
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ ରୁଷ ଯୁଦ୍ଧ ଜିତିବା ପାଇଁ ଆତ୍ମବିଶ୍ୱାସୀ। ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନେତାମାନଙ୍କ ମଧ୍ୟରୁ ଜଣେ…
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର ଅନେକ ପଞ୍ଚାୟତ ଦୁର୍ଗମ ଅଞ୍ଚଳରେ ରହିଥିବା ବେଳେ କିଛି ଗ୍ରାମ ଗୁଡିକ ଜଙ୍ଗଲ ପାହାଡ଼…
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ…
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି, ଭଞ୍ଜନଗର…
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା ୨୪ ରୁ ୩୦ ଡିସେମ୍ବର ଚାଲିଥିବା ବେଳେ ଓଡିଶା ଦଳ ମୋଟ ୩୨ଟି ପଦକ…
Archives


