ସ୍କୁଟିରେ ଯାଉଥିଲେ ଅଙ୍ଗନବାଡି କର୍ମୀ, ବାଟରେ ପିଟିଲା ହାଇଓ୍ବା: ଆଉ ତା’ପରେ…
ପାପଡାହାଣ୍ଡି,୧୮।୭(ସ୍ବପ୍ନଜିତ ପଟ୍ଟନାୟକ): ଟିପ୍ପର ଧକ୍କାରେ ଜଣେ ଅଙ୍ଗନବାଡି କର୍ମୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ପ୍ରଧାନୀଗୁଡା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି। ଦୁର୍ଘଟଣା ଘଟାଇ ଫେରାର…
Puri Rath Yatra: ରଥଯାତ୍ରା ସମୟରେ ହୋଟେଲ ଭଡା ୪ ଗୁଣା ବୃଦ୍ଧି; ଫୁଟପାଥ, ବେଳାଭୂମିରେ ରାତି ବିତାଇଲେ ଶ୍ରଦ୍ଧାଳୁ
ପୁରୀ,୧୮।୭: ପୁଣିଥରେ ବିଶ୍ୱ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଏକ ବିଶାଳ ସମାଗମ ହୋଇଛି। ଦେଶ ବିଦେଶରୁ ଆସୁଥିବା ଭକ୍ତମାନେ ପ୍ରଭୁଙ୍କ ଦର୍ଶନ କରି ଆଧ୍ୟାତ୍ମିକ ଆନନ୍ଦ ଅନୁଭବ କରୁଥିବା ବେଳେ, ଉପଯୁକ୍ତ ରହଣି…
ଶ୍ରୀହରିକୋଟାରୁ ବିକ୍ରମ-୧ର ସଫଳ ଉତକ୍ଷେପଣ, ବୈଜ୍ଞାନିକମାନଙ୍କୁ ଫୋନ କରି ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ହାଇଦ୍ରାବାଦ,୧୮।୭: ଭାରତର ମହାକାଶ ଇତିହାସରେ ଏକ ନୂତନ ସୁବର୍ଣ୍ଣ ଅଧ୍ୟାୟ ଯୋଡି ହୋଇଛି। ଦେଶର ପ୍ରଥମ ଘରୋଇ ଭାବରେ ବିକଶିତ କକ୍ଷପଥ ରକେଟ, ବିକ୍ରମ-୧, ଶ୍ରୀହରିକୋଟାରୁ ସଫଳତାର ସହ ଉତକ୍ଷେପଣ କରିଥିଲା ଏବଂ ଏହାର ସମସ୍ତ ପେଲୋଡ 450 କିଲୋମିଟର ଉଚ୍ଚତାରେ…
ସ୍ବାମୀ ବେଡ୍ରେ ଶୋଇଥିବାବେଳେ ବିଷାକ୍ତ ସାପ ଛାଡ଼ିଦେଲେ ସ୍ତ୍ରୀ: ଆଉ ତା’ପରେ ଘଟିଲା…
ଲକ୍ଷ୍ନୌ,୧୮।୭: ଉତ୍ତର ପ୍ରଦେଶର ମେରଠରେ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଘଟଣାର ପର୍ଦ୍ଦାଫାସ କରିଛି,ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମେରଠର ଏସଏସପି ଅଭିନାଶ ପାଣ୍ଡେ କହିଛନ୍ତି, ଜୁଲାଇ ୧୭ରେ ସେମାନେ ଅତୁଲ ପାୱାରଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ ସମ୍ପର୍କରେ ସୂଚନା ପାଇଥିଲେ। ମୃତକଙ୍କ…
କାନାଡା ଜଙ୍ଗଲ ନିଆଁକୁ ନେଇ ରାଗୁଛନ୍ତି ଟ୍ରମ୍ପ, କହିଲେ ଟାରିଫ ମାଧ୍ୟମରେ ଆଦାୟ କରିବେ ବିଷାକ୍ତ ବାୟୁ ପ୍ରଦୂଷଣ କ୍ଷତିର ମୂଲ୍ୟ
ଓ୍ବାଶିଂଟନ,୧୮।୭: କାନାଡାରେ ଜଙ୍ଗଲ ନିଆଁରୁ ନିର୍ଗତ ଧୂଆଁ ସମ୍ପର୍କରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ସରକାରଙ୍କ ଉପରେ କଠୋର ଆକ୍ରମଣ କରିଛନ୍ତି। ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ କାନାଡା ଏହାର ଜଙ୍ଗଲକୁ ସଠିକ ଭାବରେ ପରିଚାଳନା କରିବାରେ ବିଫଳ ହେଉଛି,…
ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ପ୍ରଥମ ଘରୋଇ ରକେଟ ଉତକ୍ଷେପଣ; ବିକ୍ରମ-୧ର ଐତିହାସିକ ଉଡ଼ାଣ
ହାଇଦ୍ରାବାଦ,୧୮।୭: ମହାକାଶ ଅନୁସନ୍ଧାନ କ୍ଷେତ୍ରରେ ଭାରତ ଇତିହାସ ସୃଷ୍ଟି କରିଛି। ହାଇଦ୍ରାବାଦସ୍ଥିତ ଘରୋଇ ମହାକାଶ କମ୍ପାନୀ ସ୍କାଏରୁଟ ଏରୋସ୍ପେସ ଦ୍ୱାରା ବିକଶିତ ବିକ୍ରମ-୧ ରକେଟ ଏହାର ପ୍ରଥମ କକ୍ଷପଥ ମିଶନ ପାଇଁ ଉତକ୍ଷେପଣ କରିଛି। ଏହି ମିଶନ କେବଳ ସ୍କାଏରୁଟ ପାଇଁ…
ବିକ୍ରମ-୧କୁ ନେଇ ଖୁସିରେ ଗଦ୍ଗଦ୍ ହେଲେ ମୋଦି: କହିଲେ, ଐତିହାସିକ ଆରମ୍ଭ
ହାଇଦ୍ରାବାଦ,୧୮।୭: ଆଜି ଭାରତର ମହାକାଶ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡି ହେବାକୁ ଯାଉଛି। ହାଇଦ୍ରାବାଦସ୍ଥିତ ସ୍କାଏରୁଟ ଏରୋସ୍ପେସ ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ ଉତକ୍ଷେପଣ କରିବ। ଏହି ଉତକ୍ଷେପଣ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଅନୁଷ୍ଠିତ ହେବ। ଏହାକୁ @ମିଶନ…
ବର୍ଷାଦିନେ ମୋବାଇଲରୁ ଶୀଘ୍ର ସରିଯାଏ ଚାର୍ଜ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ବର୍ତ୍ତମାନ ବର୍ଷା ଋତୁ ଚାଲିଛି। ଏହି ଋତୁ ଗରମରୁ ମୁକ୍ତି ପ୍ରଦାନ କରୁଥିବା ବେଳେ, ଅନେକ ଇଲେକ୍ଟ୍ରୋନିକ୍ସ ଶୀଘ୍ର ଖରାପ ହୋଇଯାଏ। ପ୍ରାୟତଃ ଦେଖାଯାଏ ଯେ, ବର୍ଷାଋତୁରେ ସ୍ମାର୍ଟଫୋନ୍ ବ୍ୟାଟେରି ଶୀଘ୍ର ଶୁଖିଯାଏ। ଲୋକମାନେ ଭାବନ୍ତି ଯେ, ସେମାନଙ୍କର ବ୍ୟାଟେରି ଖରାପ…
ଅବସର ନେବେ କି ରୋହିତ ଶର୍ମା: BCCI ଦେଲା ବଡ଼ ବୟାନ
ନୂଆଦିଲ୍ଲୀ,୧୮।୭: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ଲର୍ଡସ ଦିନିକିଆ ପରେ ଅନ୍ତର୍ଜୀତୀୟ କ୍ରିକେଟରୁ ଅବସର ନେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ବିସିସିଆଇ ସଚିବ ଦେବଜିତ ସାଇକିଆ କହିଛନ୍ତି, ରୋହିତ ଶର୍ମା ଲର୍ଡସରେ ଶେଷ ଅନ୍ତର୍ଜାତୀୟ ମ୍ୟାଚ…
ବଦଳିଲା ମାଉସୀ ମା’ ଘର ଠିକଣା: ଦର୍ଶନ ପାଇଁ ଜମୁଛି ଭିଡ଼
ଦାରିଙ୍ଗବାଡି,୧୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଚଳିତ ବର୍ଷ ନିଆରା ଓ ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ଚଳିତଥର ଶ୍ରୀ ଜଗନ୍ନାଥଙ୍କ ମାଉସୀ ମା’ଙ୍କ ଠିକଣା ପରିବର୍ତ୍ତନ ହୋଇଯାଇଛି। ପ୍ରତେକ ବର୍ଷ ରଥଯାତ୍ରାରେ ସିମନବାଡି ପତିତପାବନ ଶ୍ରୀ…
ଫାଇନାଲ ଦେଖିବାକୁ ଯିିବେନି ଆର୍ଜେଣ୍ଟିନା ରାଷ୍ଟ୍ରପତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବୁଏନ୍ସ ଏରିଜ, ୧୭ା୭ (ଏପି):ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱକପ୍ ଫାଇନାଲ ଦେଖିବାକୁ ଯିବେ ନାହିଁ। ସେ ତାଙ୍କ ବାସଭବନରେ ବସି ମ୍ୟାଚ ଉପଭୋଗ କରିବେ।…
ଦବିଗଲା ବସ୍, ସବୁଆଡ଼େ ଜଳାର୍ଣ୍ଣବ
ବରଗଡ଼,୧୮।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଫେଲ୍ ମାରିଛି। ସହରର ବିଭିନ୍ନ ସ୍ଥାନରେ ନୂତନ ଡ୍ରେନ୍ ନିର୍ମାଣ କରାଯାଉଛି। ମାତ୍ର ତାହା ମଧ୍ୟ ଅଧବାଟେ ଅଟକି ରହିଛି। ଏଭଳି ସ୍ଥିତିରେ ସାମାନ୍ୟ ବର୍ଷାରେ ସହରସ୍ଥିତ ଗଳିକନ୍ଦି ରାସ୍ତା ଜଳାର୍ଣ୍ଣବ ହୋଇ ପଡୁଛି।…

