ପଥର ଖଣି ଧସି ୧୦ ମୃତ
ଆଇଜଲ,୨୮।୫: ମଙ୍ଗଳବାର ମିଜୋରାମର ଏକ ପଥର ଖଣିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ରାଜ୍ୟର ଆଇଜଲ ଜିଲାରେ ଏକ ପଥର ଖଣି ଭୁଶୁଡ଼ିବା ପରେ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ନିଖୋଜ ହୋଇଯାଇଛନ୍ତି। ଆଗକୁ ମୃତ୍ୟୁ ସଂଖ୍ୟା…
ସୁପ୍ରିମକୋର୍ଟରୁ କେଜରିଓ୍ବାଲଙ୍କୁ ଝଟକା
ନୂଆଦିଲ୍ଲୀ,୨୮।୫: ସୁପ୍ରିମକୋର୍ଟଙ୍କ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଝଯକା ଲାଗିଛି। ଜଷ୍ଟିସ ଏ ଏସ ଓକଙ୍କ ନେତୃତ୍ୱରେ ଏକ ବେଞ୍ଚ କେଜରିୱାଲଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ୭ ଦିନ ବୃଦ୍ଧି କରିବାକୁ ଆବେଦନ କରିଥିବା ଆବେଦନକୁ ତୁରନ୍ତ…
ପ୍ରକାଶ ପାଇଲା ଅଗ୍ନିବୀର ନିଯୁକ୍ତି ପରୀକ୍ଷା ଫଳାଫଳ, ଏମିତି କରନ୍ତୁ ଚେକ୍
ନୂଆଦିଲ୍ଲୀ,୨୮।୫: ଭାରତୀୟ ସେନା ଅଗ୍ନିବୀର କମନ ଏଣ୍ଟ୍ରାସ୍ ଟେଷ୍ଟ ୨୦୨୪ର ଫଳାଫଳ ପ୍ରକାଶ କରିଛ। ରାଜସ୍ଥାନର ବିଭିନ୍ନ ସେନା ନିଯୁକ୍ତି କାର୍ଯ୍ୟାଳୟ ପାଇଁ ଏହି ଫଳାଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଉପସ୍ଥିତ ଥିବା ପ୍ରାର୍ଥୀମାନେ ଭାରତୀୟ ସେନାର ଅଫିସିଆଲ ୱେବସାଇଟ…
ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍: ମୋଦି
ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ…
ଏହି ୫ ଖେଳାଳି ଭାରତକୁ ଜିତାଇପାରନ୍ତି ଟି-୨୦ ବିଶ୍ୱକପ୍
ନୂଆଦିଲ୍ଲୀ,୨୮।୫: ଟି-୨୦ ବିଶ୍ୱକପ ୨୦୨୪ ବହୁତ ନିକଟତର। ବର୍ତ୍ତମାନ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ମାଧ୍ୟମରେ ପୁଣିଥରେ ଟିମ ଇଣ୍ଡିଆ ଦୀର୍ଘ ଦିନ ଧରି ଚାଲିଥିବା ଆଇସିସି ଟ୍ରଫି ମରୁଡ଼ିକୁ ଶେଷ କରିବାକୁ…
ଦଳିତ ବିପକ୍ଷରେ ବିରୋଧୀ, ଓବିସିଙ୍କ ହକ୍ ଛଡାଇ ନେଲେ: ମୋଦି
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ସାକ୍ଷାତକାର ଦେଇଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବିରୋଧୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି। ଜୁନ ୪ରେ…
ମୋଦିଙ୍କ ମୌସୁରୁ ଗସ୍ତରେ ଖର୍ଚ୍ଚ ୮୦ ଲକ୍ଷ ଟଙ୍କା ଭରଣା କରିବେ କର୍ନାଟକ ସରକାର
ବେଙ୍ଗାଲୁରୁ,୨୮।୫: କର୍ନାଟକ ବନ ବିଭାଗ ମନ୍ତ୍ରୀ ଈଶ୍ୱର ଖଣ୍ଡ୍ରେ ସୋମବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିଥିବା ୮୦ ଲକ୍ଷ ଟଙ୍କା ଫେରସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦି ଗତ ବର୍ଷ ଏପ୍ରିଲରେ…
ଭାରତୀୟ ଟିମ୍ର କୋଚ ପାଇଁ ଆବେଦନ ସମୟ ସୀମା ଶେଷ
ନୂଆଦିଲ୍ଲୀ,୨୮।୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁୟର୍କରେ ଅଛନ୍ତି। ବର୍ତ୍ତମାନର ଦଳର ମୁଖ୍ୟ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପରେ ଶେଷ ହେଉଛି ଏବଂ ବୋର୍ଡ…
ମୋତେ ମୃତ୍ୟୁର ସୌଦାଗର, ମଇଳା ଡ୍ରେନର ପୋକ କୁହାଯାଉଛି…କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବଚନରେ ଶେଷ ପର୍ଯ୍ୟାୟ ଭୋଟ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସାକ୍ଷାତକାର ଦେଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନିର୍ବାଚନ ପ୍ରଚାର ସମୟରେ ବ୍ୟକ୍ତିଗତ ଆକ୍ରମଣ ସହ ଜଡିତ ପ୍ରଶ୍ନ ଉପରେ କହିଛନ୍ତି, କେହି ମୋତେ…
ଏହି ରାଜ୍ୟରେ ସବୁଠୁ ଅଧିକ ଆସନ ହରାଇବ ଭାଜପା
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନ ପାଇଁ ୬ଟି ପର୍ଯ୍ୟାୟ ଭୋଟ ଦିଆଯାଇଛି। ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଜୁନ ୧ରେ ହେବ। ଫଳାଫଳ ଜୁନ ୪ରେ ଆସିବ। ଫଳାଫଳ ପୂର୍ବରୁ ରାଜନୈତିକ ବିଶ୍ଳେଷକ ଯୋଗେନ୍ଦ୍ର ଯାଦବ ଏକ ବଡ଼ ଦାବି କରିଛନ୍ତି।…
ଡ୍ରାଇଭିଂବେଳେ ଫୋନ୍ ବ୍ୟବହାର, ଯାଇଛି ୧୬୩ ଜୀବନ
ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି ଚାଳନାବେଳେ ମୋବାଇଲ ବ୍ୟବହାର ଯୋଗୁ ୨୦୨୩ରେ ରାଜ୍ୟରେ ୪୩୩ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ…
ଖୁସି ଖବର: ଇନଫୋସିସରେ ହେବ ନାହିଁ ଛଟେଇ
ନୂଆଦିଲ୍ଲୀ,୨୮।୫: ସମ୍ପ୍ରତି ସମଗ୍ର ବିଶ୍ୱରେ ଛଟେଇ ଚାଲିଛି। ଏହାର ବ୍ୟାପକ ପ୍ରଭାବ ଭାରତରେ ମଧ୍ୟ ଦୃଶ୍ୟମାନ ହୋଇଛି। ଛଟେଇ ଦ୍ୱାରା ଆଇଟି କ୍ଷେତ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ଚାକିରି ଉପରେ ନକାରାତ୍ମକ ପ୍ରଭାବ ପକାଉଛି। ସନ୍ଦେହର…

