Home

ମୁନାଓ୍ବର ଫାରୁକିଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା

ମୁମ୍ବାଇ: ରିଏଲିଟି ଶୋ ‘ବିଗବସ୍‌-୧୭’ର ବିଜେତା ମୁନାଓ୍ବର ଫାରୁକି ଦ୍ୱିତୀୟ ଥର ପାଇଁ ବିବାହ କରିଥିବା ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୧୦ରୁ ୧୨ ଦିନ ତଳେ ଏହି ଷ୍ଟାଣ୍ଡଅପ୍‌ ହାସ୍ୟ ଅଭିନେତା, ମେକ୍‌ଅପ୍‌ ଆର୍ଟିଷ୍ଟ ମେହଜ୍‌ବୀନ କୋଟଓ୍ବାଲାଙ୍କ…

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିଠାରେ, ଅପରାହ୍ନ ୨ଟା ୨୫ରେ କୋରେଇ…

ବ୍ରିଟେନ୍‌ରେ ବିଶ୍ବର ସବୁଠାରୁ ଛୋଟ ଜେଲ

ଲଣ୍ଡନ: ଯେତେବେଳେ ବିଭିନ୍ନ ଜେଲ ବିଷୟରେ ଆଲୋଚନା ହୁଏ ସେତେବେଳେ ଦିଲ୍ଲୀର ତିହାର ଜେଲ ଏବଂ ପୁଣେର ୟେରୱାଡ଼ା ଜେଲ କଥା ମନକୁ ଆସିଥାଏ। ଭାରତର ଏହି ୨ଟି ଜେଲରେ ସର୍ବାଧିକ ସଂଖ୍ୟାରେ କଏଦୀ ରହୁଛନ୍ତି। ତିହାର ଜେଲରେ ୧୪ ହଜାରରୁ…

ପୋର୍ଶ ଦୁର୍ଘଟଣା : ନାବାଳକଙ୍କ ରକ୍ତ ନମୁନା ଅଦଳବଦଳ କରି ୨ ଡାକ୍ତର ଗିରଫ

ପୁଣେ, ୨୮।୫: ପୁଣେ ପୋର୍ଶ କାର ଦୁର୍ଘଟଣା ମାମଲାର ନୂଆ ମୋଡ଼ ସାମ୍‌ନାକୁ ଆସିଛି। ଅଭିଯୁକ୍ତ ନାବାଳକଙ୍କୁ ପୁଣେର ସାସୁନ ସରକାରୀ ହସ୍ପିଟାଲକୁ ମେଡିକାଲ ଚେକ୍‌ଅପ୍‌ ପାଇଁ ନିଆଯାଇଥିବାବେଳେ ସେଠାରେ ତାଙ୍କର ରକ୍ତ ନମୁନାକୁ ଅନ୍ୟ ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନା…

୪ ସୁଦ୍ଧା ରତ୍ନଭଣ୍ଡାର ଚାବି ହାଇକୋର୍ଟଙ୍କୁ ହସ୍ତାନ୍ତର କର

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୨୮ା୫(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ମିଳୁନାହିଁ। ତଦନ୍ତ ରିପୋର୍ଟ ଚାପିଦିଆଯାଇଛି। ମୋର ସନ୍ଦେହ ହେଉଛି ଯେ, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ହିଁ ଲୁଚାଇ ରଖିଛନ୍ତି। ଆସନ୍ତା ୪ ତାରିଖରେ ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବ।…

ତେଲଙ୍ଗାନାରେ ବାତ୍ୟା ପ୍ରଭାବ: ବର୍ଷା ବିତ୍ପାତରେ ୧୩ ମୃତ

ହାଇଦ୍ରାବାଦ,୨୮ା୫: ବଙ୍ଗୋପସାଗରରେ ବାତ୍ୟା ରେମାଲ ଅତିକ୍ରମ କଲାବେଳେ ଏହାର ପ୍ରଭାବରେ ରବିବାର ତେଲଙ୍ଗାନାରେ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ୧୩ ଜଣଙ୍କ ମୃତ୍ୟୁ ଘଟିଛି। ବାତ୍ୟା ପ୍ରଭାବ ତେଲଙ୍ଗାନାବାସୀଙ୍କୁ ବିପଦରେ…

ରେମାଲ ତାଣ୍ଡବ: ଚାଲିଗଲା ୧୦ ଜୀବନ

ଢାକା/କୋଲକାତା,୨୮ା୫:ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ରେମାଲ ରବିବାର ରାତିରେ ସ୍ଥଳଭାଗ ଛୁଇଁବା ପରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ତାଣ୍ଡବ ରଚିଛି। ବାତ୍ୟାରେ କାନ୍ଥ ଓ ଗଛଡାଳ ପଡ଼ି ପଶ୍ଚିମବଙ୍ଗରେ ୨ ଜଣ ଏବଂ ବାଂଲାଦେଶରେ ୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବ୍ୟାପକ କ୍ଷୟକ୍ଷତି…

ମାଟ୍ରିକ ପରୀକ୍ଷାରେ କମ୍‌ ନମ୍ବର ରହିବାରୁ ଛାତ୍ରଙ୍କ ଆତ୍ମହତ୍ୟା

କାଳିଆପାଣି,୨୮ା୫(ଅସିତ୍‌ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ଜଣେ ଛାତ୍ର ମାଟ୍ରିକ ପରୀକ୍ଷାରେ କମ୍‌ ନମ୍ବର ରଖିଥିବାରୁ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁକିନ୍ଦା ଜଗନ୍ନାଥ ନୋଡାଲ ହାଇସ୍କୁଲର ଛାତ୍ର ପ୍ରଜ୍ଞା କୁମାର ପଣ୍ଡା। ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ।…

ଜମ୍ମୁ-କଶ୍ମୀରରେ ୩୫ ବର୍ଷରେ ସର୍ବାଧିକ ମତଦାନ

ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ ଜମ୍ମୁ-କଶ୍ମୀରରେ ୩୫ ବର୍ଷ ମଧ୍ୟରେ ସର୍ବାଧିକ ମତଦାନ ହୋଇଛି। ୨୦୧୯ ତୁଳନାରେ ଏଥର ଅଧିକ ୩୦ ପ୍ରତିଶତ ଭୋଟ ଦେଇଥିବା ଜଣାପଡ଼ିଛି। ପୂର୍ବ ନିର୍ବାଚନ ତୁଳନାରେ ଏଥର ପ୍ରାର୍ଥୀଙ୍କ ସଂଖ୍ୟା ୨୫ ପ୍ରତିଶତ ବଢ଼ିଛି। ଅଧିକ…

ଭୂସ୍ଖଳନରେ ୨,୦୦୦ ଲୋକ ପୋତିହୋଇଛନ୍ତି: ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲା ପପୁଆ ନ୍ୟୁଗିନି

ମେଲ୍‌ବର୍ନ,୨୮ା୫: ପପୁଆ ନୂ୍ୟଗିନିରେ ଗତ ଶୁକ୍ରବାର ଘଟିଥିବା ଭୂସ୍ଖଳନରେ ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ମାଟିତଳେ ପୋତିହୋଇପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା ଭୂସ୍ଖଳନଜନିତ ମୃତ୍ୟୁସଂଖ୍ୟା ୬୭୦ ଦର୍ଶାଯାଇଥିବାବେଳେ ପ୍ରକୃତ ମୃତ୍ୟୁ ଏହାର ୩ ଗୁଣ ହେବ ବୋଲି ପପୁଆ ନ୍ୟୁଗିନି ସରକାର ଜାତିସଂଘକୁ ଜଣାଇବା…

୧୦୩ ବିଧାୟକଙ୍କ ସମ୍ପତ୍ତି ୫ ବର୍ଷରେ ୭୩% ବଢ଼ିଛି

ଭୁବନେଶ୍ୱର,୨୮ା୫(ଅନିଲ ଦାସ):୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଦଳର ୧୦୩ ଜଣ ବିଧାୟକ ପୁଣି ନିର୍ବାଚନ ଲଢ଼ୁଛନ୍ତି। ସେମାନଙ୍କର ହାରାହାରି ସମ୍ପତ୍ତି ପରିମାଣ ୫ ବର୍ଷରେ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଅର୍ଥାତ୍‌ ସମ୍ପତ୍ତି ୭୩% ବୃଦ୍ଧି ପାଇଛି। ଏଥିରୁ ବିଜେଡିରୁ ୭୪ଜଣ…

ଆଜିଠୁ ଭୁବନେଶ୍ୱର-କୁଆଲାଲମ୍ପୁର ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୫(ଅସମାପିକା ସାହୁ):ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ସିଧାସଳଖ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏୟାର ଏସିଆ ଏହି ବିମାନସେବା ପ୍ରଦାନ କରିବ। ବିମାନଟି କୁଆଲାଲମ୍ପୁରରୁ ରାତି ୧୦ଟା ୧୦ରୁ ବାହାରି ଭୁବନେଶ୍ୱରରେ ରାତି ୧୧ଟା ୨୦ରେ ପହଞ୍ଚତ୍ବ। ସେହିପରି ଭୁବନେଶ୍ୱରରୁ ବିମାନ ପୁଣି ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?