ନାବାଳକଙ୍କୁ ଛୁରାମାଡ କଲା ନାବାଳକ
ଖଲ୍ଲିକୋଟ,୩୦।୧(ପ୍ରଶାନ୍ତ କୁମାର ମିଶ୍ର) ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ କୈରାଶି ଗ୍ରାମର ସାଗର ବନ୍ଧ ମାଛ ମାର୍କେଟ ନିକଟରେ ଜଣେ ନାବାଳକଙ୍କୁୁ ଛୁରୀରେ ଆକ୍ରମଣ ହୋଇଛିl ଏଥିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ମୃତ ନାବାଳକଙ୍କ…
ଅସମ୍ଭବ ! ଗୋଟିଏ ଦିନରେ ୬ ନାବାଳିକାଙ୍କୁ ଅଭିଯୁକ୍ତ କରି ପାରିବେନି ବଳାତ୍କାର: ହାଇକୋର୍ଟଙ୍କ ରାୟ…
କୋଚି,୩୦।୧ : ୬ ଜଣ ନାବାଳିକା ଛାତ୍ରୀଙ୍କୁ ଯୌନ ଶୋଷଣ କରିଥିବା ଅଭିଯୋଗର ବିଚାର କରି କୋଝିକୋଡେର ଜଣେ ଶିକ୍ଷକଙ୍କୁ କେରଳ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ଶିକ୍ଷକଙ୍କୁ ଜାମିନ ପ୍ରଦାନ କରୁଥିବାବେଳେ କୋର୍ଟ କହିଛନ୍ତି ଗୋଟିଏ ଦିନରେ ୬…
Shoaib Malik Video: କେବଳ ୫ ନୁହନ୍ତି ୫୦୦ ଝିଅ ଅଛନ୍ତି…ସାନିଆଙ୍କଠାରୁ ଅଲଗା ହେବା ପରେ ଶୋଏବଙ୍କ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୩୦।୧: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ନିଜ ବୋଲିଂ ନଚେତ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ କିନ୍ତୁ ପରିସ୍ଥିତି ବଦଳିଛି। କ୍ରିକେଟ ନୁହେଁ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ସେ ଖବର ଶିରୋନାମାରେ ଅଛନ୍ତି। ନିକଟରେ ସେ ସାନିଆ ମିର୍ଜାଙ୍କୁ…
ଛତିଶଗଡରେ ମାଓବାଦୀଙ୍କ ବଡ ଆକ୍ରମଣ: ୩ ଯବାନ ଶହୀଦ, ୧୪ ଆହତ
ମାଲକାନଗିରି,୩୦।୧: ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। ଛତିଶଗଡର ବିଜାପୁର-ସୁକମା ସୀମାରେ ମାଓଙ୍କ ଆକ୍ରମଣରେ ୩ ଯବାନ ଶହୀଦ ହୋଇଛନ୍ତି। ଏହି ଆକ୍ରମଣରେ ୧୪ ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡା ଓ ଅଲୀଗୁଡା ନିକଟରେ ମାଓଙ୍କର ଉପସ୍ଥିତି ନେଇ…
Mayank Agarwal Admitted ICU: କ୍ରିକେଟର ମୟଙ୍କ ଅଗ୍ରଓ୍ବାଲ ଆଇସିୟୁରେ ଭର୍ତ୍ତି, ପିଇବା ପାଣିରେ ବିଷାକ୍ତ ପଦାର୍ଥ ଥିବା ଆଶଙ୍କା…
ଅଗରତାଲା,୩୦।୧ : ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କ ହଠାତ ଅସୁସ୍ଥତା ସମ୍ପର୍କରେ ମଙ୍ଗଳବାର ସୂଚନା ସାମ୍ନାକୁ ଆସିଛି। ସେ ତ୍ରିପୁରାର ରାଜଧାନୀ ଅଗରତାଲାଠାରୁ ସୁରଟ ଅଭିମୁଖେ ଯାତ୍ରା କରୁଥିଲେ। ଏହି ସମୟରେ ହଠାତ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ତାଙ୍କୁ…
ଦୁର୍ଘଟଣା ପରେ ଲାଗିଥିଲା ଯେମିତି ମୋର ଶେଷ ସମୟ ଆସିଯାଇଛି: ପନ୍ତ
ନୂଆଦିଲ୍ଲୀ,୩୦।୧: ଟିମ୍ ଇଣ୍ଡିଆର ଉଇକେଟକିପର୍ ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ଡିସେମ୍ବର ୨୦୨୨ରେ ଭୟଙ୍କର କାର୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହାର ଭିଡିଓ ଓ ଫଟୋ ଭାଇରାଲ ହେବା ପରେ ପ୍ରଶଂସକମାନେ ଚିନ୍ତିତ ହୋଇପଡ଼ିଥିଲେ। ଏବେ ଦିନ ବିତିବା ସାଙ୍ଗକୁ ପନ୍ତ ସୁସ୍ଥ…
ଲୋକପ୍ରିୟ ‘ମୋନାଲିସା’ ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଦେଲେ ମହିଳା, ଆଉ ତା’ପରେ…
ପ୍ୟାରିସ,୩୦।୧: ଦୁନିଆର ସବୁଠାରୁ ଲୋକପ୍ରିୟ ପେଣ୍ଟିଂ ଲିଓନାର୍ଡ ଦା ଭିନସିଙ୍କ ମୋନାଲିସା ସବୁଠି ପରିଚିତ। ଏହି ପେଣ୍ଟିଂ ପ୍ୟାରିସର ମ୍ୟୁଜିୟମରେ କଡା ସୁରକ୍ଷା ବଳୟରେ ରହିଛି। କିନ୍ତୁ ନିକଟରେ କିଛି ମହିଳା ଏହି ପେଣ୍ଟିଂ ଉପରେ ସୁପ୍ ପକାଇ ଦେଇଥିଲେ। ଯାହାକୁ…
ସଡ଼କ ଦୁର୍ଘଟଣାରେ ପୂର୍ବତନ ମନ୍ତ୍ରୀ ଜଶଓ୍ବନ୍ତ ସିଂଙ୍କ ବୋହୂଙ୍କର ମୃତ୍ୟୁ…
ଜୟପୁର,୩୦।୧ : ରାଜସ୍ଥାନର ଅଲୱାରରୁ ବଡ ଖବର ଆସୁଛି। କୁହାଯାଉଛି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜଶୱନ୍ତ ସିଂଙ୍କ ବୋହୂଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ଗାଡି ଡିଭାଇଡରକୁ ଧକ୍କା ଦେବା ଦ୍ୱାରା ଏହି ଦୁର୍ଘଟଣା ଘଟିଛି। ପୂର୍ବତନ ଏମପି…
ବାଉଁଶ ବୁଦା ମୂଳରୁ ୫୦୦କିଲୋରୁ ଉର୍ଦ୍ଧ ଗଞ୍ଜେଇ ଜବତ,ଜଣେ ଗିରଫ
କୋରୁକୋଣ୍ଡା,୩୦।୧(ଅବିନାଶ ବେହେରା)ବାଉଁଶ ବୁଦା ମୂଳରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମାଲକାନଗିରି ଜିଲା କାଲିମେଳା ପୋଲିସ ସୋମବାର ବିଳମ୍ବିତ ରାତିରେ କାଲିମେଳା ଠାରୁ ପ୍ରାୟ ୪୦କିଲୋ ମିଟର ଦୂର ଆନ୍ଧ୍ର ଓଡିଶା ସୀମାନ୍ତ ବୁଲାଲୁର…
‘ଗୋଟିଏ ପୁଅ ଥିବା ବ୍ୟକ୍ତି ଦୁଇଗୋଟି ପୁଅ ଥିବା ବ୍ୟକ୍ତିଙ୍କ ଠୁ ଲୁଗା ନେଇ ପୂଜାକଲେ ହୁଏ ସନ୍ତାନଙ୍କମଙ୍ଗଳ’, ଗୁଜବକୁ ନେଇ ତାରାତାରିଣୀ ପିଠ ଲୋକାରଣ୍ୟ
ପୁରୁଷୋତ୍ତମପୁର,୩୧।୧(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠକୁ ନେଇ ବହୁ କିମ୍ବଦନ୍ତି ଓ ଲୋକକଥା ପୁରାଣରେ ବର୍ଣ୍ଣିତ ରହିଛି। ଦେଶରେ ଥିବା ଚାରିଗୋଟି ଆଦିଶକ୍ତିପୀଠ ମଧ୍ୟରୁ ଏହି ପୀଠ ଅନ୍ୟତମ ା ପ୍ରତିବର୍ଷ ଚୈତ୍ର ମାସରେ ମା’ଙ୍କ…
ପ୍ରେମିକାଙ୍କ ଉପରେ ଭରସା କରି ଫସିଲେ, ଯୁବକଙ୍କ ଗୋଡ଼ ଭାଙ୍ଗିଲା; ଭିଡିଓ ଦେଖିଲେ…
ପ୍ରେମିକାଙ୍କ ଉପରେ ବିଶ୍ୱାସ କରିବା ପଡ଼ିଲା ମହଙ୍ଗା। ଯୁବକଙ୍କ ଭାଙ୍ଗିଲା ଆଣ୍ଠୁ। କିଛି ଏଭଳି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ଅନେକେ ‘ବିଶ୍ୱାସ କରି ଭୁଲ୍ କରିଦେଲ’ ବୋଲି ପ୍ରତିକ୍ରିୟା ରଖୁଛନ୍ତି। ଭିଡିଓରେ ଦେଖିବେ, ଜଣେ…
Video: ଅଣନିଃଶ୍ୱାସୀ ଲାଗିଲା ବୋଲି ବସ୍ ଝରକାରୁ ବେକ କାଢ଼ିଥିଲେ ବ୍ୟକ୍ତି,ଫସିଗଲା ମୁଣ୍ଡ; ଆଉ ତା’ ପରେ…
ବସ୍ରେ ଯାତ୍ରା କରିବାକୁ ଅନେକେ ପସନ୍ଦ କରନ୍ତି। ହେଲେ ଯାତ୍ରା ସମୟରେ ଝରକା ପାଖ ସିଟ୍ ମିଳୁ ବୋଲି ଚାହିଁଥାନ୍ତି। କାରଣ ସେଠାରେ ବାହାରର ଦୃଶ୍ୟ ସାଙ୍ଗକୁ ଖୋଲା ପବନ ମୁହଁରେ ବାଜିବା ଅପୂର୍ବ ଆନନ୍ଦ ଦେଇଥାଏ। ହେଲେ ଏବେ ସୋସିଆଲ…
Archives


