Home

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ ଚମତ୍କାର ଇନିଂସ ଖେଳି ୪୩ ବଲରେ ୮୮ ରନ କରିଥିଲେ। ଏଥିରେ ୫ ଚୌକା…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ ପ୍ରଧାନମନ୍ତ୍ରୀ ମୋଦି ସମ୍ପତ୍ତି ବଣ୍ଟନ ସମ୍ପର୍କରେ ରାଜସ୍ଥାନର ବାନସ୍ବରାଠାରେ କଂଗ୍ରେସ ମନିଫେଷ୍ଟୋ ବିଷୟରେ ଉଲ୍ଲେଖ…

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର ବ୍ୟକ୍ତିଗତ ଜୀବନକୁ ଲାଇମ୍‌ଲାଇଟ୍‌ରୁ ଦୂରେଇ ରଖୁଥିବାରୁ କିଏ ସେହି ଯୁବକ ତାହା ସ୍ପଷ୍ଟ…

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ନୀତି ଆଦର୍ଶକୁ ବିଚାର କରି ତଥା…

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ ପ୍ରଥମେ ଏକ ଖବରଦାତା ସମ୍ମିଳନୀ କରି ସାଧାରଣ ଲୋକଙ୍କ ନିକଟକୁ ତାଙ୍କ ସ୍ବାମୀଙ୍କ ବାର୍ତ୍ତା…

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ ଜୀବନ ବଞ୍ଚାଇ ଦେଇଛି। ହ୍ବିଟଲଙ୍କ ସ୍ତ୍ରୀ ସ୍ବାମୀଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ସେ ପାକିସ୍ତାନ ପାଇଁ ଦିନିକିଆ ଏବଂ ଟି-୨୦ କ୍ରିକେଟ ଖେଳୁଥିଲେ। କିଛି…

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ ଧରିଛନ୍ତି। ମନୀଷ କଶ୍ୟପ କହିଛନ୍ତି,ମୋର ଆଦର୍ଶ ଭାଜପାର ମେଳ ଖାଉଛି। ସେଥିପାଇଁ ମୁଁ ଭାଜପାରେ…

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ପାଟନା ସିଟି ଏସ୍‌ପି ଚନ୍ଦ୍ର ପ୍ରକାଶ ୬ ଜଣଙ୍କ ମୃତ୍ୟୁକୁ ନିଶ୍ଚିତ…

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ…

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏପ୍ରିଲ ୨୬ ଅର୍ଥାତ୍‌ ଶୁକ୍ରବାର ହେବାକୁ ଯାଉଥିବା…

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର ଜଙ୍ଗଲରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri