Home

ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର

ଭୁବନେଶ୍ୱର,୨୫।୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି ବୋଲି ଗୋଦ୍‌ରେଜ ୍‌ ଆପ୍ଲାଏନ୍‌ସେସ୍‌ର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ତଥା ବିଜ୍‌ନେସ୍‌ ହେଡ୍‌ କମଲ ନନ୍ଦୀ…

ଡିଆଇଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାବର ଇଣ୍ଡିଆ ଲିମିଟେଡ୍‌ (ଡିଆଇଏଲ୍‌)ର ନୂତନ ଉତ୍ପାଦ ‘ଡାବର ଗ୍ଲୁକୋପ୍ଲସ୍‌-ସି ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌’ର ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସବୁ ସମୟରେ ଏନର୍ଜି ସଲ୍ୟୁଶନ ପାଇଁ…

ବାଲୁକାକଳା ମାଧ୍ୟମରେ ଭୋଟର ସଚେତନତା

ଭୁବନେଶ୍ୱର,୨୫।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ନୂତନ ଅଭିଯାନ ‘ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତା’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇର ଭୁବନେଶ୍ୱର ପ୍ରଧାନ କାର୍ଯ୍ୟାଳୟ ସମ୍ମୁଖରେ ଏକ ଆକର୍ଷଣୀୟ ବାଲୁକା କଳାକୃତିର ନିର୍ମାଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏସ୍‌ବିଆଇ…

ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ

କଟକ,୨୫।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ କଟକ ଶୋ‘ରୁମ୍‌(ଷ୍ଟୋର) ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର କଟକ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ବାର୍ଷିକ ଉତ୍ସବ…

ବୈଦ୍ୟୁତିକ ସାମଗ୍ରୀର ଦର ବୃଦ୍ଧି ଆଶଙ୍କା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଲୋହିତ ସାଗର ସଙ୍କଟ ଯୋଗୁ ବର୍ତ୍ତମାନ ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଶିପିଂ କଣ୍ଟେନରର ଅଭାବ କାରଣରୁ ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ମାଲ ପରିବହନ ଶୁଳ୍କ ବୃଦ୍ଧି ହେତୁ ଆଇଟି ହାର୍ଡୱେର୍‌, ଟିଭି,…

ଜାହାଜର ୧୦ ଟଙ୍କିଆ ନୋଟ୍‌ ନିଲାମ ହେବ

ନୂଆଦିଲ୍ଲୀ: ୧୯୧୮ରେ ବ୍ରିଟିଶ୍‌-ଭାରତୀୟ ମୁଦ୍ରା, ଗୋଳାବାରୁଦ ଓ ଅନ୍ୟାନ୍ୟ ସାମଗ୍ରୀ ନେଇ ବମ୍ବେରୁ ଲଣ୍ଡନ ଯାଉଥିବା ଏସ୍‌ଏସ୍‌ ଶିରାଲା ନାମକ ଜାହାଜ ଜର୍ମାନ ୟୁ-ବୋଟ୍‌ରୁ ଛଡ଼ାଯାଇଥିବା ଟର୍ପେଡୋ ମାଡ଼ରେ ବୁଡ଼ିଯାଇଥିଲା। ଜାହାଜରେ ମଦ, ଜାମ୍‌ ଓ ଜେଲି ଆଦି ରହିଥିଲା। ଆୟର୍ଲାଣ୍ଡ…

ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

କାନ୍ସ,୨୫ା୫(ପି.ଟି.): ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍‌ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍‌ଫ୍ଲାଓ୍ବାର୍ସ ଓ୍ବେୟାର ଦି ଫାଷ୍ଟ ଓ୍ବାନ୍ସ ଟୁ ନୋ’ ଗୁରୁବାର ଲା ସିନେଫ ପ୍ରଥମ ପୁରସ୍କାର ପାଇଛି।…

ହନିଟ୍ରାପ୍‌ରେ ଫସିଥିଲେ ବାଂଲାଦେଶୀ ଏମ୍‌ପି

କୋଲକାତା,୨୫ା୫: ବାଂଲାଦେଶ ଏମ୍‌ପି ଅନଓ୍ବରୁଲ ଅଜିମ୍‌ ଅନଓ୍ବରଙ୍କୁ କୋଲକାତାରେ ହତ୍ୟା କରାଯିବା ପରେ ପ୍ରମାଣ ନଷ୍ଟ ପାଇଁ ହତ୍ୟାକାରୀ ତାଙ୍କ ମୃତଦେହରୁ ଚର୍ମ ଓ ମାଂସ ଉତ୍ତାରିବା ପରେ ହାଡ଼କୁ ଖଣ୍ଡ ଖଣ୍ଡ କରି ସହରର ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ। ପଶ୍ଚିମବଙ୍ଗ…

୧୧ କୋଟି ଭୋଟର ପ୍ରତିନିଧି ବାଛିବେ

ନୂଆଦିଲ୍ଲୀ,୨୫ା୫: ଅଷ୍ଟାଦଶ ଲୋକ ସଭାର ୫୪୩ ଆସନ ପାଇଁ ନିର୍ବାଚନ ସରିବାକୁ ବସିଲାଣି। ୨୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଅଧୀନ ୪୨୮ ଲୋକ ସଭା ଆସନରେ ପ୍ରଥମ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇସାରିଥିବାବେଳେ ଶନିବାର ଷଷ୍ଠ ପର୍ଯ୍ୟାୟରେ ୫୮…

ରାଫାହ ବର୍ବରରାଫାହ ବର୍ବରତା ବନ୍ଦ କର: ଆଇସିଜେତା ବନ୍ଦ କର: ଆଇସିଜେ

ହେଗ୍‌,୨୫ା୫: ଗାଜା ସିଟିର ରାଫାହରେ ବୋମା ବର୍ଷଣ ଓ ରକେଟ ମାଡ଼ ତୁରନ୍ତ ବନ୍ଦ କରିବା ପାଇଁ ନେଦରଲାଣ୍ଡ୍ସର ହେଗ୍‌ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ ଶୁକ୍ରବାର ଇସ୍ରାଏଲ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଦକ୍ଷିଣାଞ୍ଚଳ ବସତିରେ ଅସ୍ତ୍ରବିରତି ରୋକିବା ଉପରେ…

ଆଜି ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର, ୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମ ଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ା ଇରାନୀ ସକାଳ ୯ ଘଟିକାରେ ଦିଲ୍ଲୀରୁ ଆସି ଭୁବନେଶ୍ୱରଠାରେ…

ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ

ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?