ବାକି ଟଙ୍କା ନ ଶୁଝି ଚା’ ସିଗାରେଟ କିଣୁଥିଲେ ଯୁବକ, ଦୋକାନୀ ବିରୋଧ କରିବାରୁ କରିଦେଲେ ହତ୍ୟା
ଅଗରତାଲା,୨୩।୫: ତ୍ରିପୁରାର ଅଗରତାଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଜଣେ ଚା ’ଦୋକାନୀଙ୍କୁ ଏକ ଇଟା ଦ୍ୱାରା ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ…
ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍ ସୁନା…
ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା ସଂରକ୍ଷିତ ହୋଇ ରହିଛି, ଯାହା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ନିୟନ୍ତ୍ରିତ।…
ଫର୍ମ ୧୭ କ’ଣ, ଯାହାର ଡାଟା ଅପ୍ଲୋଡ କରୁନାହାନ୍ତି ନିର୍ବାଚନ କମିଶନ? ଏବେ ପ୍ରଶ୍ନ ଉଠାଇଲେ ସିବ୍ବଲ
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ୫ ପର୍ଯ୍ୟାୟର ମତଦାନ ଶେଷ ହୋଇଛି। ସମସ୍ତ ଦଳ ବାକିଥିବା ୨ ପର୍ଯ୍ୟାୟ ମତଦାନ ଲାଗି ପ୍ରସ୍ତୁତି ଜୋରଦାର କରୁଛନ୍ତି। ଏସବୁ ମଧ୍ୟରେ ଲଗାତାର ଭାବେ ନିର୍ବାଚନ କମିଶନ ଅଭିଯୋଗ ଏବଂ ବିବାଦକୁ ଆସୁଥିବା ଦେଖାଯାଉଛି।…
ଭାରତ-ପାକିସ୍ତାନ ଟିକେଟ୍ ମୂଲ୍ୟ ଆକାଶଛୁଆଁ: ଦାମ୍ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନ୍ୟୁୟର୍କ,୨୩।୫: ଆଉ ମାତ୍ର କିଛି ଦିନ ପରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ସାରା ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଜୁନ ୯ରେ ନ୍ୟୁୟର୍କରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବହୁ ପ୍ରତୀକ୍ଷିତ ମ୍ୟାଚ୍କୁ ଅପେକ୍ଷା କରିଛନ୍ତି। ରାଜନୈତିକ ତିକ୍ତତା ହେତୁ…
ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…
ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଭେଟିବାକୁ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ କର୍ମଚାରୀମାନେ ମୋତେ…
ଖୋର୍ଦ୍ଧା ରାଜନୀତିରେ ରୋଚକ: ଭାଜପାରେ ସାମିଲ ହେଲେ ବିଧାୟକ ଜିତୁ ମିତ୍ର
ଭୁବନେଶ୍ୱର,୨୩।୫: ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଜିତୁ ଭାଜପାରେ ମିଶୁମିଶୁ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ରୋଡ ଶୋ’ରେ ସେ ସାମିଲ…
କେମିତି ଅଛନ୍ତି ଶାହରୁଖ ଖାନ୍:ଆସିଲା ଅପ୍ଡେଟ୍
ସୁପରଷ୍ଟାର ଶାହାରୁଖ ଖାନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ତାଙ୍କ ମ୍ୟାନେଜର ପୂଜା ଡଡ୍ଲାନି କହିଛନ୍ତି। ପୂଜା ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ସ୍ବାସ୍ଥ୍ୟ ବିଷୟରେ ସୂଚନା ଦେଇଛନ୍ତି। ନିଜ…
ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ଅଭିମନ୍ୟୁ
ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କଳିଙ୍ଗା ଏବଂ ପନ୍ଦାଡୋ ପଞ୍ଚାୟତରେ ଗୁରୁବାର ନିର୍ବାଚନୀ ପ୍ରଚାର ହୋଇଛି। ଯୁବ ନେତା ଅମରେନ୍ଦ୍ର ଧଳ ଏବଂ ଅନିଲ ବେହେରାଙ୍କ ନେତୃତ୍ୱରେ କର୍ମୀ ଏବଂ ସମର୍ଥକ ମାନେ…
ଖୁବ୍ଶୀଘ୍ର ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟ ହେବ ଭାରତ: ଜୟଶଙ୍କର ଦେଲେ ସଙ୍କେତ
ନୂଆଦିଲ୍ଲୀ,୨୩।୫: ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବାକୁ ଭାରତ ନିରନ୍ତର ଚେଷ୍ଟା କରୁଛି। ପ୍ରତ୍ୟେକଥର ଚାଇନା ଏଥିରେ ବାଧା ସୃଷ୍ଟି କରୁଛି। କିନ୍ତୁ ଏଥର ଭାରତ ସ୍ଥାୟୀ ସଦସ୍ୟ ହେବ ସମସ୍ତ ଚେଷ୍ଟା କରୁଛି। ଭାରତର ବୈଦେଶିକ ମନ୍ତ୍ରୀ…
ମେଡିକାଲ ଖର୍ଚ୍ଚ ଦେବାକୁ ଯାଉଥିବା ବେଳେ ଧରିଲା ଫ୍ଲାଇଂ ସ୍କ୍ୱାଡ
ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଫଳରେ ନିର୍ବାଚନୀ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନାନୁସାରେ, ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ…
ଗାଈ କ୍ଷୀର ଦେଇନାହିଁ, ଘିଅ ଖାଇବାକୁ ଲାଗିଛି ଝଗଡା: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୩।୫: ୨୦୨୪ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପ୍ରଚାର ପାଇଁ ହରିୟାଣାର ମହେନ୍ଦ୍ରଗଡରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଛନ୍ତି। ୭ଟି ଜନ୍ମରେ ମଧ୍ୟ ସେମାନଙ୍କ ସରକାର ଗଠନ ହେବ ନାହିଁ ବୋଲି ସେ…
ସମ୍ବିଧାନ ଦିଏ ନାହିଁ ଧର୍ମ ନାମରେ ସଂରକ୍ଷଣ, ମୁସଲମାନ ରିଜର୍ଭେଶନ ହେବ ଶେଷ: ଶାହା
ଲକ୍ଷ୍ନୌ,୨୩।୫: ଧର୍ମ ଆଧାରରେ ମୁସଲିମ ସଂରକ୍ଷଣକୁ ଭାଜପା ଶେଷ କରିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ଆମର ସମ୍ବିଧାନ ଧର୍ମ ଆଧାରରେ ସଂରକ୍ଷଣକୁ ସମର୍ଥନ କରେ ନାହିଁ। ସେ କଂଗ୍ରେସ ଏବଂ ସମାଜବାଦି ପାର୍ଟିକୁ କଡ଼ା ଟାର୍ଗେଟ…

