ଅଖିଳେଶଙ୍କୁ ମିଳିଲା ରାଜା ଭୈୟାଙ୍କ ସହଯୋଗ
ଲକ୍ଷ୍ନୌ,୨୩।୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟରେ। ଅନ୍ୟପକ୍ଷରେ ଉତ୍ତରପ୍ରଦେଶର ରାଜନୀତି ଅଧିକ ରୋମାଞ୍ଚକର ହେବାରେ ଲାଗିଛି। ଉତ୍ତର ପ୍ରଦେଶ ରାଜନୀତିରେ ପ୍ରବଳ ପ୍ରଭାବ ପକାଇଥିବା ପ୍ରତାପଗଡ ଜିଲାର କୁଣ୍ଡାର ବିଧାୟକ ତଥା ଜନସତା ଦଳ (ଗଣତାନ୍ତ୍ରିକ) ରଘୁରାଜ…
ଏହି ୫ କାରଣରୁ ଏଲିମିନେଟର୍ ମ୍ୟାଚ୍ ହାରିଗଲା ଆରସିବି
ଅହମ୍ମଦାବାଦ,୨୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚ ହାରିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୪ଟି ଉଇକେଟ ଜିତିଥିଲା। ଏହି ପରାଜୟ ପରେ ବେଙ୍ଗାଲୁରୁ ଟୁର୍ନାମେଣ୍ଟରୁ ବାଦ ପଡିଥିବାବେଳେ…
‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’
ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ…
ହେଲିକପ୍ଟରରେ ତେଜସ୍ବୀଙ୍କ କେକ ପାର୍ଟି
ପାଟନା,୨୩।୫: ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଏବଂ ବିକାଶଶୀଳ ଇନସାନ ପାର୍ଟି ମୁଖ୍ୟ ମୁକେଶ ସାହନିଙ୍କ ହେଲିକପ୍ଟରରେ ଭିଡିଓ ପରେ କେକେ ପାର୍ଟିର ଭିଡିଓ ସାମ୍ନାକୁ ଆସିଛି। ଭିଡିଓ ଆରମ୍ଭରେ ମୁକେଶ ସାହନି ତେଜସ୍ବୀ ଯାଦବଙ୍କୁ କହିଛନ୍ତି ଯେ ଆଜି…
ଭାରତର କୋଚ୍ ହେବାକୁ ସଫାସଫା ମନା କରିଦେଲେ ରିକି ପଣ୍ଟିଂ: ଜାଣନ୍ତୁ ଏହା ପଛରେ କାରଣ
ନୂଆଦିଲ୍ଲୀ,୨୩।୫: ଟି-୨୦ ବିଶ୍ୱକପ ୨୦୨୪ରେ ରାହୁଲ ଦ୍ରାବିଡ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ପଦରୁ ଇସ୍ତଫା ଦେବେ। ବିସିସିଆଇ ଜଣେ ନୂତନ ମୁଖ୍ୟ କୋଚ ଖୋଜିବାରେ ବ୍ୟସ୍ତ ଅଛି। ମୁଖ୍ୟ କୋଚଙ୍କ ରେସ୍ରେ ଥିବା ରିକି ପଣ୍ଟିଂ ପଛକୁ ହଟିଯାଇଛନ୍ତି।…
ଭାଜପାର ନୋଟିସ୍କୁ ନେଇ ଜୟନ୍ତ ସିହ୍ନାଙ୍କ ବଡ଼ ବୟାନ; ମତଦାନ, ଦଳୀୟ ପ୍ରଚାରଠାରୁ ଦୂରରେ ରହିବାକୁ ନେଇ କହିଲେ…
ନ୍ନୂଆଦିଲ୍ଲୀ,୨୩।୫: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପାର ଭେଟେରାନ ନେତା ଜୟନ୍ତ ସିହ୍ନା ଦଳର କାରଣ ଦର୍ଶାଅ ନୋଟିସ୍କୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଏହି ନୋଟିସ୍ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିବା କହିଛନ୍ତି। ତେବେ ତାଙ୍କୁ ଚଳିତ ଲୋକ ସଭା ନିର୍ବାଚନରେ…
ମିଛ ହେଲା ଆପଣଙ୍କ ଭବିଷ୍ୟବାଣୀ, ପ୍ରଶ୍ନ ଶୁଣି ରାଗିଗଲେ ପ୍ରଶାନ୍ତ କିଶୋର!
ନୂଆଦିଲ୍ଲୀ,୨୩।୫: ନିକଟରେ ଏକ ସାକ୍ଷାତକାରରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ଜଣେ ସାମ୍ବାଦିକଙ୍କ ଉପରେ କ୍ରୋଧିତ ହୋଇଥିଲେ। ଯେତେବେଳେ ପୁରୁଣା ନିର୍ବାଚନ ପୂର୍ବାନୁମାନରେ ବାଧା ସୃଷ୍ଟି ହେଲା, ପି.କେ କ୍ରୋଧିତ ହୋଇ କହିଥିଲେ ଯେ ଭିଡିଓ (ଉକ୍ତ ଭବିଷ୍ୟବାଣୀ ସହିତ…
କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା
ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଗଣେଶ୍ୱରପୁର ଗ୍ରାମର ନାରାୟଣ ସାହୁଙ୍କ ଘର ବାଡ଼ିରେ ଥିବା କୂଅ ସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ…
ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ
ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ ଯୋଗ…
କେଜରିଓ୍ବାଲଙ୍କ ସ୍ତ୍ରୀଙ୍କ ସମେତ ମାତାପିତାଙ୍କୁ ହେବ ପଚରାଉଚରା
ନୂଆଦିଲ୍ଲୀ,୨୩।୫: ଦିଲ୍ଲୀ ପୋଲିସ ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସ୍ବାତି ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆକ୍ରମଣ ଓ ନିର୍ଯ୍ୟାତନା ମାମଲାର ତଦନ୍ତରେ ବ୍ୟସ୍ତ ଅଛି। ସଦ୍ୟତମ ମାମଲାରେ ଦିଲ୍ଲୀ ପୋଲିସ ଟିମ ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା…
ଲୁହ ଛଳଛଳ ଆଖିରେ ଆଇପିଏଲ୍ରୁ ବିଦାୟ ନେଲେ ଏହି ଖେଳାଳି!
ଅହମ୍ମଦାବାଦ୍,୨୩।୫: ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚ ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ସହିତ ଆଇପିଏଲ ୨୦୨୪ରେ ବେଙ୍ଗାଲୁରୁର ଯାତ୍ରା ସମାପ୍ତ ହୋଇଛି। ଆରସିବି ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ…
ପଶ୍ଚିମବଙ୍ଗରେ ପୁଣି ହିଂସା: ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତ୍ୟୁ
କୋଲକାତା,୨୩ା୫: ମେ’ ୨୫ରେ ଷଷ୍ଠ ପର୍ଯ୍ୟାୟ ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଘଟିଛି। ରାଜ୍ୟର ନନ୍ଦିଗ୍ରାମରେ ଭାଜପା-ଟିଏମ୍ସି କର୍ମୀଙ୍କ ମଧ୍ୟରେ ହିଂସା ଘଟିଥିବା ଖବର ଆସିଛି। ବୁଧବାର (୨୨ ମେ’) ରାତିରେ ନନ୍ଦିଗ୍ରାମରେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀମାନେ…

