ଯାଜପୁର ଏମ୍ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ଗ୍ରାମରେ ଏମପିଙ୍କ ବାସଭବନ ହୋଇଥିବା ବେଳେ କେହି ଦୃର୍ବୁତ୍ତ ତାଙ୍କ ଘର ଉପରକୁ ମଦ…
ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍
ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଜିତେନ୍ଦ୍ରଙ୍କ ୪ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ଭୁବନେଶ୍ବର…
ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…
ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ । ହେଲେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଣଭୋଜି କରି…
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ ଚୁଟି…
କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍ ଓ୍ବର୍ଥ
ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ ପ୍ରଶ୍ନ ନିରନ୍ତର ଆସୁଛି: ସେ କେତେ ସମ୍ପତ୍ତି ଛାଡି ଯାଇଥିଲେ? କ୍ଷମତାର ଶୀର୍ଷରେ ରହିବା…
Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ବ୍ୟାଙ୍କ ଛୁଟିର ଏକ ତାଲିକା ପ୍ରକାଶ କରିଛି। ଏହା ବ୍ୟାଙ୍କିଂ କ୍ଷେତ୍ର ଏବଂ ଏହାର…
ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ
ଭୁବନେଶ୍ବର,୩୦।୧୨: ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ କରିଛି କଷ୍ଟମ ବିଭାଗ। ତେବେ ଆଗକୁ ନୂଆବର୍ଷ ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି…
ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର
ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର ଆପ୍ଲିକେସନ(ଓରସାକ) ଦ୍ୱାରା କରାଯାଉଥିବା ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର। ଛତ୍ରପୁର ବ୍ଲକ ବଡମାଧପୁର ପଚାଂୟତ…
ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…
ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। BNPର ଦୀର୍ଘକାଳୀନ ନେତା ଭାବରେ,…
ବୈତରଣୀ ନଦୀ ପାର୍ ହୋଇଆସିଲା ହାତୀ: ଲୋକେ ଭୟଭୀତ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ ଜଙ୍ଗଲ ବିଭାଗର କର୍ମଚାରୀମାନେ ହାତୀର ଗତିବିଧିକୁ ନଜର ରଖିଛନ୍ତି। ଆନନ୍ଦପୁର ଡିଏଫ୍ଓ ପ୍ରଶାନ୍ତ ପଣ୍ଡାଙ୍କ…
ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା । ଦୁୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳ ଚିତ୍କାର ଏବଂ କାନ୍ଦବୋବାଳିରେ ଫାଟି ପଡିଥିଲା । ଖବର…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ
ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍ ଆକର୍ଷିତ କରୁଛି। ଶୀତଋତୁ ତଥା ନୂଆବର୍ଷ ଅବସରରେ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ…
Archives


