Home

Oscar award 2024: କିଲିଆନ ମର୍ଫି ଶ୍ରେଷ୍ଠ ଅଭିନେତା, ଏମା ଷ୍ଟୋନ୍‌ ଶ୍ରେଷ୍ଠ ଅଭିନେତ୍ରୀ

ଓ୍ବାଶିଂଟନ,୧୧ା୩: ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ୧୧ରେ ଓଟିଟି ପ୍ଲାଟଫର୍ମ ଡିଜ୍‌ନି ପ୍ଲସ ହଟ୍‌ଷ୍ଟାରରେ ଭାରତରେ ସିଧା ପ୍ରସାରଣ କରାଯାଇଛି। ତେବେ…

୨୦୨୪ ଓସ୍କାର ପୁରସ୍କାର ଘୋଷଣା: କ୍ରିଷ୍ଟୋଫର ଶ୍ରେଷ୍ଠ ନିର୍ଦ୍ଦେଶକ

ଓ୍ବାଶିଂଟନ,୧୧ା୩: ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ଏକାଡେମୀ ପୁରସ୍କାର ଦୁନିଆର ସବୁଠାରୁ ଲୋକପ୍ରିୟ ପୁରସ୍କାର ସମାରୋହ ମଧ୍ୟରୁ ଅନ୍ୟତମ।  ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ମାର୍ଚ୍ଚ ୧୧…

ମେଣ୍ଟ: ଦ୍ୱନ୍ଦ୍ୱରେ ଭୋଟର

ଭୁବନେଶ୍ୱର,୧୧ା୩(ଜିତେନ୍ଦ୍ର କୁମାର ନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସ୍ବଳ୍ପ ସମୟର ଭିଡିଓ ଯେଉଁଭଳି ଭାବେ ହୋଇଥିଲା, ତାହା ରାଜ୍ୟର ରାଜନୈତିକ ଉଷ୍ମତା ସମ୍ପର୍କରେ ଅନେକ ସୂଚନା ଦେଉଛି। ଭିଡିଓରେ ଯେପରି ଭାବେ ପାଣ୍ଡିଆନ ପ୍ରଶ୍ନ…

ଫୁଲପୁର ଆସନରୁ ଲୋକ ସଭା ନିର୍ବାଚନ ଲଢି ପାରନ୍ତି ପଲ୍ଲବୀ ପଟେଲ!

ନୂଆଦିଲ୍ଲୀ,୧୦।୩: ପ୍ରୟାଗରାଜରେ ଆୟୋଜିତ କର୍ମୀ ସମ୍ମିଳନୀରେ ଏକ ବିରାଟ ଜନସମାଗମ କରି ଶକ୍ତି ପ୍ରଦର୍ଶନ କରି ଅପନା ଦଲ କମେରାୱାଡି ନେତା ତଥା ସମାଜବାଦୀ ପାର୍ଟିର ବିଧାୟକ ପଲ୍ଲବୀ ପଟେଲ ଫୁଲପୁର ଲୋକ ସଭା ଆସନରେ ନିଜର ଦାବି ରଖିଛନ୍ତି। ଆଶା…

ଦେଶର ବାଣିଜ୍ୟ ବୁଝାମଣାରେ ଏକ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୩:ଭାରତ ଏବଂ ଇଏଫ୍‌ଟିଏ(ୟୁରୋପିଆନ୍‌ ଫ୍ରି ଟ୍ରେଡ୍‌ ଆସୋସିଏଶନ) ମଧ୍ୟରେ ରବିବାର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଦେଶର ବାଣିଜ୍ୟ ବୁଝାମଣାରେ ଏହା ଏକ ବଡ଼ ସଫଳତା। ୪ ୟୁରୋପୀୟ ରାଷ୍ଟ୍ର ଗୋଷ୍ଠୀ ଇଏଫ୍‌ଟିଏ ସହ ଭାରତର ମୁକ୍ତ ବାଣିଜ୍ୟ ଚୁକ୍ତି…

ଟ୍ରକ ଧକ୍କାରେ ଚାଲିଗଲା ବାଇକ ଚାଳକଙ୍କ ଜୀବନ: ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୦/୦୩(ନବୀନ ରାଜ ଆଚାରୀ):୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ କନିଷି ଗ୍ରାମ ଛକଠାରେ ଏକ ଟ୍ରକ ଯୁବକଙ୍କୁ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଯୁବକ ଜଣକ ହେଲେ ଦୁମୀଦୁମୀ ଗ୍ରାମ ଚିଣ୍ଟୁ ବାବୁ ବୋଲି ସୂଚନା ମିଳିଛି…

୪୦ ଫୁଟ ଗଭୀର ବୋରଓ୍ବେଲ୍‌ରେ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

ନୂଆଦିଲ୍ଲୀ, ୧୦।୩: ଦିଲ୍ଲୀର କେଶୋପୁର ମଣ୍ଡି ନିକଟରେ ଥିବା ସ୍ଥାନୀୟ ଜଳବୋର୍ଡର ଏକ ୪୦ ଫୁଟ ଗଭୀର ବୋରଓ୍ବେଲରେ ପଡ଼ିି ରବିବାର ଜଣେ ଯୁବକ(୩୦)ଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ(ଏନ୍‌ଡିଆର୍‌ଏଫ୍‌) ଦ୍ୱାରା ଉକ୍ତ ଯୁବକଙ୍କ ମୃତଦେହକୁ ଜବତ…

ଇଣ୍ଡୋନେସିଆରେ ପ୍ରଳୟଙ୍କରୀ ବନ୍ୟା: ୧୯ ମୃତ

ଜାକର୍ତ୍ତା, ୧୦।୩: ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶର ପେସିସିର ସେଲାତନ୍‌ ରେଜେନ୍ସିଠାରେ ଗତ କିଛି ଦିନ ଧରି ଲଗାତର ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟ ଘଟି ରବିବାର ସୁଦ୍ଧା ୧୯ ଜଣବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏବେ…

ପ୍ୟାରିସ ଅଲିମ୍ପିକ ରେସ୍‌ରୁ ବାଦ୍‌ ପଡିଲେ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ,୧୦।୩: ପ୍ୟାରିସ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟରୁ ଭାରତୀୟ ରେସଲର ବଜରଙ୍ଗ ପୁନିଆ ଏବଂ ରବି ଦାହିଆ ବାଦ୍‌ ପଡିଛନ୍ତି। ଉଭୟ ଜାତୀୟ ଦଳ ଚୟନ କୁସ୍ତି ଟ୍ରାଏଲ୍ସରେ ହାରିଯାଇଛନ୍ତି। ପୂର୍ବତନ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ର ସଭାପତି ବ୍ରିଜ…

ଗୋଟିଏ ରାତିରେ ୫୭ ଚାରିଚାକିଆ ,୭ ଦୁଇ ଚକିଆ ଯାନ ଜବତ

ଭୁବନେଶ୍ୱର,୧୦।୩ (ସୂର୍ଯ୍ୟକାନ୍ତ ବେହେରା) : ସେଫ ସିଟି ଡ୍ରାଇଭ ଅଭିଯାନ କ୍ରମରେ ଭୁବନେଶର ସହରାଞ୍ଚଳ ପୋଲିସ ଜିଲା ତରଫରୁ ବିଭିନ୍ନ ଥାନା ଅଞ୍ଚଳରେ ମଦ୍ୟପାନ କରି ଗାଡି ଚାଳନା ବିରୋଧରେ ଧରପଗଡ ଅଭିଯାନ କଡାକଡି କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।…

ଡିଏମକେକୁ ନୂଆ ନାମ ଦେଲା ଭାଜପା

ନୂଆଦିଲ୍ଲୀ,୧୦।୩: ୨୦୦୦କୋଟି ଟଙ୍କା ମୂଲ୍ୟର ଆନ୍ତର୍ଜାତୀୟ ଡ୍ରଗ୍ସ ରାକେଟ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏବଂ ଦିଲ୍ଲୀ ପୋଲିସ ପୂର୍ବତନ ଦ୍ରାବିଡା ମୁନ୍ନେତ୍ରା କଷଗାମ (ଡିଏମକେ) ର ପୂର୍ବତନ ଅଧିକାରୀ ଜାଫର ସାଦିକଙ୍କୁ ଗିରଫ କରିଛି। ଜାଫର ଜଣେ ତାମିଲ…

ବିଶାଖାପାଟଣା-ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ

ରାୟଗଡ଼ା,୧୦।୩ (ଆଶିଷ ରଞ୍ଜନ ପଣ୍ଡା)- ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେଶନ ନିକଟରେ ରବିବାର ସା ପ୍ରାୟ ୭ଟାରେ ଏକ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିଶାଖାପାଟଣା- ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ର ଇଞ୍ଜିନ ସହିତ ୨ଟି ବଗି ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣାରେ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri