ୟାମିଙ୍କ ଇଚ୍ଛା
ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି। ରଣବୀର ସିଂ, ଅକ୍ଷୟ ଖାନ୍ନା, ସଞ୍ଜୟ ଦତ୍ତ, ଅର୍ଜୁନ ରାମପାଲ ଏବଂ ସାରା ଅଲି…
ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…
ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ ଅଧିକାର କରି ଗୌରବ ଆଣିଛନ୍ତି। ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି…
ଡାଲୋଲ ସବୁଠୁ ଗରମ ସ୍ଥାନ
ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି। କିନ୍ତୁ ପୃଥିବୀର ସବୁଠାରୁ ଗରମ ସ୍ଥାନ ହେଉଛି ଇଥିଓପିଆରେ ଥିବା ଏକ ଦୂରବର୍ତ୍ତୀ ଅଞ୍ଚଳ…
ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅବଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବାଂଲାଦେଶର ପ୍ରଥମ…
ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ
ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ । ପ୍ରେମିକା ଅଭିଭାଙ୍କ ସହ ରେହାନଙ୍କ ନିର୍ବନ୍ଧ ନିଶ୍ଚିତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ, ଉଭୟଙ୍କ…
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ହଠାତ ଅରିଜିତ ସିଂ ଗଡ଼ମଧୁପୁର ରାଜବାଟିରେ ପହଞ୍ଚିଥିଲେ। ସେଠାରେ ଗଡ଼ମଧୁପୁର ରାଣୀ…
PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି। ତେବେ ଆୟଠାରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗରେ ଚଢାଉ ହୋଇଥିବା ଜଣାପଡିଛି। ସେ…
ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…
ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫ ସମୟରେ, ଏକ ଦ୍ରୁତଗାମୀ ବସ୍ ନିୟନ୍ତ୍ରଣ ହରାଇ ଭାଣ୍ଡୁପ୍ ପଶ୍ଚିମ ରେଳ ଷ୍ଟେସନ ନିକଟରେ…
IPL 2026 ପୂର୍ବରୁ CSKକୁ ବଡ଼ ଝଟକା!
ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର ଆରାମଦାୟକ ବିଜୟ ହାସଲ କରିଥିଲା। ପୁଡୁଚେରୀ ଅଧିନାୟକ ଅମନ ଖାନ ଏହି ମ୍ୟାଚରେ ଏକ…
୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ ହୋଇଯାଇଛନ୍ତି। ୧୩ ଦିନ ବିତିଯାଇଥିଲେ ମଧ୍ୟ ଯୁବକଙ୍କ ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନାହିଁ। ଯୁବକ…
ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ
ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତାଙ୍କୁ ପୂର୍ବତନ କ୍ରିକେଟର ଭିଭିଏସ…
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ ହେଉଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ନାହିଁ। ନିଜେ ଗୋପାଳନ କରିବା ସହ ଅନ୍ୟର ଗାଈ…
Archives


