Home

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ ଜନ୍ଧ୍ରାମୁଣ୍ଡା ଗାଁରେ ଦେଖିବାକୁ ମିଳିଛି। ମୃତକ ହେଲେ ଡୋଲାମଣି ମାଝି(୨୭)। ସୂଚନା ଅନୁଯାୟୀ,…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଏଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସେହିପରି…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ ୭.୬ କିମି ଯାଏ ବ୍ୟାପିଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ ପ୍ରତିବାଦକାରୀମାନେ ପାକିସ୍ତାନ ବିରୁଦ୍ଧରେ ଆନ୍ଦୋଳନ ଆରମ୍ଭ କରିଛନ୍ତି, ଅନ୍ୟପଟେ, ବଲୁଚିସ୍ତାନ ନିଜକୁ ଏକ…

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ ଦେଇ ନ ଥାନ୍ତି। ହେଲେ ବେଳେବେଳେ ପିଲାମାନଙ୍କ କାର୍ଯ୍ୟକଳାପ ଏଭଳି ନିଷ୍ଠୁର ହୋଇଥାଏ,…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି l ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସହରର…

କଙ୍ଗୋ ଜଙ୍ଗଲରୁ ମିଳିଲା ନୂଆ ପ୍ରଜାତିର ମାଙ୍କଡ଼, କମଳା ରଙ୍ଗର ଓଠ ସାଙ୍ଗକୁ…

କିନ୍‌ସାସା/ଫ୍ଲୋରିଡା, ୧୭ା୭: ଡେମୋକ୍ରାଟିକ ରିପବ୍ଲିକ ଅଫ୍‌ କଙ୍ଗୋ (ଡି.ଆର୍‌. କଙ୍ଗୋ)ର ଦୁର୍ଗମ ଜଙ୍ଗଲରେ ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରଜାତିର ମାଙ୍କଡ଼ ଖୋଜିପାଇଛନ୍ତି। କଳା ରଙ୍ଗର ଚମକଦାର ଲୋମ, କଳା ମୁହଁ ଏବଂ ଗୋଲାପୀ-କମଳା ମିଶ୍ରିତ ଆକର୍ଷଣୀୟ ଓଠ ଥିବା ଏହି ସ୍ବତନ୍ତ୍ର…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ସେବାୟତ, ଶ୍ରଦ୍ଧାଳୁ ଏବଂ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ…

ଟ୍ରମ୍ପଙ୍କ ବଡ଼ ଅଭିଯୋଗ, ୨୨ କୋଟି ଆମେରିକୀୟ ଭୋଟରଙ୍କ ଡାଟା ଚୋରି କରିଛି ଚାଇନା

ଓ୍ବାଶିଂଟନ,୧୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ନିର୍ବାଚନ ତଥ୍ୟ ସହିତ ଚାଇନା ଅଦଳବଦଳ କରୁଥିବା ଅଭିଯୋଗ କରିଛନ୍ତି। ୨୫ମିନିଟର ଏକ ଭାଷଣରେ ସେ କହିଛନ୍ତି ଯେ, ସେ ସିଷ୍ଟମ ମଧ୍ୟରେ ଚମକପ୍ରଦ ଦୁର୍ବଳତା ସମ୍ପର୍କରେ ସୂଚନା ସାର୍ବଜନୀନ କରୁଛି ।…

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ ରାଘବଦାସ ମଠ ପକ୍ଷରୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଟାହିଆ ପ୍ରଦାନ କରାଯାଇଥାଏ। ଗୁରୁବାର…

ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରା ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?