Home

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ୫୫.୦୭ ସେକେଣ୍ଡ ଟାଇମିଂରେ ଫିନିଶ ଲାଇନ…

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା ୧୧ମିନିଟ ୪୩ ସେକେଣ୍ଡ ଟାଇମିଂରେ ରେସ୍‌ ଶେଷ କରିଥିଲେ। ଏଥିସହିତ ସେ ଓଭରଅଲ୍‌ ଜେନେରାଲ…

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ। ଏହା ସହ ପାରାଲିମ୍ପିକ୍ସ ଟିକେଟ ବିକ୍ରିକୁ ବୃଦ୍ଧି କରିବା ପାଇଁ ଏକ ଭିଡିଓ କ୍ୟାମ୍ପେନ୍‌…

ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ ଭୋଟ ଗ୍ରହଣର ୬ ଦିନ ପୂର୍ବରୁ ବିଜେଡି କର୍ମୀମାନେ ମୋ ପୁଅକୁ ହାଣି ହତ୍ୟା…

୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍‌ ଓ୍ବେଭ୍‌କୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୨…

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା ସହ ଏହାକୁ ପ୍ରତ୍ୟାହାର କରିନେବା ପାଇଁ ଆବେଦନକାରୀଙ୍କୁ ଅନୁମତି ପ୍ରଦାନ କରିଥିଲେ। ଆବେଦନକାରୀ ଆଇନଜୀବୀ…

ଜଣେ ଏମ୍‌ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରେ ରୋଡ୍‌…

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ପାରାମାଉଣ୍ଟ ‘ଏ’ ଦଳ। ସୋମବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦଳ ୨୨୬ରନରେ ସିଏପି ଟିମ୍‌କୁ…

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ୱର, ୨୧ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି…

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ରାଜ୍ୟଗୁଡ଼ିକର କ୍ରିକେଟ ପ୍ରତିଭାଙ୍କୁ ଆଗକୁ ବଢ଼ାଇବା ପାଇଁ ବିସିସିଆଇ ଏଭଳି ନିଷ୍ପତ୍ତି ନେଇଛି। ଶିଲଂ,…

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଏନେଇ ଏକ ପ୍ରେସ୍‌ ବିଜ୍ଞପ୍ତିରେ ବିସ୍ତୃତ ସୂଚନା ଦେଇଛି। ଚଳିତ…

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏପରିକି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ତା’ର ସିଇଓ ଜନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?