Home

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ…

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି। ଏକ ଟ୍ରକ ଧକ୍କାରେ ବାଇକରେ ଥିବା ଶଳା ଓ ଭିଣୋଇଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ ସେ କହିଛନ୍ତି ଯେ ଆଜି କଙ୍ଗନା ଯେଉଁ ମନ୍ଦିର ଯାଉଛନ୍ତି, ସେହି ମନ୍ଦିରଗୁଡ଼ିକୁ ସଫା…

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ…

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ ସେଠାକାର ସମ୍ବିଧାନ ଏହାକୁ ନେଇ ସନ୍ଦେହ ପୂର୍ଣ୍ଣ ରହିଛି। ରୁଷିଆର ରାଷ୍ଟ୍ରପତି ପୁଟିନ ଏହା…

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି। କେନ୍ଦୁ ପତ୍ର ତୋଳି ଆଦିବାସୀମାନେ ଫେରୁଥିଲେ। ପିକଅପ ଗାଡିଟି…

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ ଷ୍ଟେଟ…

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି। ଏହି ଜିଲାରେ ସୁନ୍ଦରଗଡ ଲୋକସଭା ଆସନ ସମେତ ୭ଟି ବିଧାନସଭା ଆସନ ପାଇଁ ଭୋଟ।ୟ…

ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ ଅନ୍ୟପଟେ ଉକ୍ତ ଗ୍ରାମରେ ଦିନ ଦ୍ବିପହରରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଗ୍ରାମର…

ମହାକାଶର ଆରମ୍ଭ

ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ କୃତ୍ରିମ ଉପଗ୍ରହ ଏବଂ ମହାକାଶ ଯାନ ଅନ୍ତରୀକ୍ଷକୁ ଯିବା ପରେ ମହାକାଶ ଯୁଗର ଆରମ୍ଭ ହେଲା। ବର୍ତ୍ତମାନ ଅନେକ ଦେଶ ମହାକାଶରେ କୃତ୍ରିମ ଉପଗ୍ରହ ଅବସ୍ଥାପିତ କରିଛନ୍ତି। ଭୂକକ୍ଷରେ ମହାକାଶ କେନ୍ଦ୍ର ସ୍ଥାପିତ ହୋଇ ସେଠାରେ ବୈଜ୍ଞାନିକମାନେ…

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…

ବିଶ୍ୱରେକର୍ଡ ସହ ସ୍ବର୍ଣ୍ଣ ଜିତିଲେ ଦୀପ୍ତି

ନୂଆଦିଲ୍ଲୀ,୨୦।୪: ଭାରତର ଦୀପ୍ତି ଜୀବାଞ୍ଜୀ ବିଶ୍ୱ ରେକର୍ଡ ସୃଷ୍ଟି କରି ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୪ ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦୀପ୍ତି ୪୦୦ ମିଟର ରେସ୍‌ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ୫୫.୦୭ ସେକେଣ୍ଡରେ ୪୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?