Home

ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ…

ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ, ୯ମ ଶ୍ରେଣୀରୁ ୩ ଭାଷା ନୀତି ପିଲାଙ୍କ ମାନସିକ ଚାପ ବଢ଼ାଇବ

ନୂଆଦିଲ୍ଲୀ,୧୭।୭ (ପି.ଟି.): ତାମିଲନାଡୁର ପ୍ରତି ଜିଲାରେ ‘ଜବାହର ନବୋଦୟ ବିଦ୍ୟାଳୟ’ (ଜେଏନ୍‌ଭି) ପ୍ରତିଷ୍ଠା କରିବା ପାଇଁ ମାଡ୍ରାସ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର କରିଥିବା ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ତାମିଲନାଡୁ ସରକାର…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ ୧୯ ତାରିଖରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆ ମ୍ୟାଚ୍ ତାଙ୍କ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍ ନାମଲେଖା ଏବଂ କାଉନସେଲିଂ ପ୍ରକ୍ରିୟା ଯେପରି ସଠିକ୍ ସମୟରେ ହୋଇପାରିବ, ସେଥିପାଇଁ ଏହି…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି ହୋଇଥିଲେ। ସେଠାରୁ ରଥଟଣା ଆରମ୍ଭ ହୋଇ ଗାନ୍ଧିଛକ ଅଭିମୁଖେ ଉଭୟ ରଥ ଆସିଥିଲା।…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି କରିବାର ଅଧିକାର ହରାଇବେ। ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଛତିଶଗଡ଼ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଦୈନନ୍ଦିନ ଦେବନୀତି ଅନୁଯାୟୀ ପ୍ରାତଃ ସମୟରେ ମଙ୍ଗଳ ଆଳତୀ, ଅବକାଶ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ କରେ, ତେବେ ଇରାନ ୟେମେନର ହୁଥି…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର ସନ୍ଧ୍ୟାରେ ଦିଗପହଣ୍ଡି ରାଜବାଟି ପରିସରରେ ପୂଜା ପାଉଥିବା ପ୍ରଭୁ ଶ୍ରୀ ବଳଦେବ, ଶ୍ରୀ…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ପରିବାର ସହ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ପୋଲିସକୁ ମିଳିଛି ଆଉ…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ 211 ରୋଗୀଙ୍କୁ ସ୍ଥାନାନ୍ତର କରିବାକୁ ପଡିଲା। ବୁଧବାର ବିଳମ୍ବିତ ରାତିରେ, ଖୁଜେସ୍ତାନ ପ୍ରଦେଶର…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର ଭାଗୀଦାରୀ ମାଧ୍ୟମରେ, ଏହି ଯୋଡ଼ି ବର୍ତ୍ତମାନ ଭାରତ ପାଇଁ ତିନୋଟି ଫର୍ମାଟରେ 8,000…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?