Home

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି ଅଡୁଆରେ ପଡିଛି। ତେବେ ଶୁକ୍ରବାର ସକାଳେ ଏସମ୍ପର୍କିତ ଭିଡିଓ ସୋସିଆଲ ମିଡିଆ ଏକ୍ସ’ ରେ…

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ ପ୍ରାର୍ଥୀ…

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ କମ ପ୍ରତିକ୍ରିୟା ଦିଅନ୍ତି ଓ ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ଏହି ପ୍ରଶ୍ନର ଜବାବ…

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି ଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ କର୍ମୀ ଏବଂ ସମର୍ଥକଙ୍କ…

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ ଠିକାଦାରଙ୍କୁ ଆକ୍ରମଣ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବ୍ୟବସାୟିକ ମତଭେଦକୁ ନେଇ ଏପରି…

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି। ଏହାକୁ ନେଇ ଲଗାତାର ଭାବେ ନୂଆ ନୂଆ ଖୁଲାସା ହେଉଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ…

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ) ଆଗୁଆ ରହିଛନ୍ତି ା ସୁନ୍ଦର ସୁନ୍ଦର ଆଲବମ ଗୀତର ତାଳେ ତାଳେ ସହ ବିଜେଡି…

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଏବଂ ଅନୁଶାସନ ଭଙ୍ଗ ଅଭିଯୋଗରେ ଦଳ ପକ୍ଷରୁ ଏଭଳି…

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ ଗାଁକୁ ଯାଇ ଭତ୍ତା ଟଙ୍କା ବଣ୍ଟନ କରୁଥିବା ବାହାନା କରି ଭୋଟ ପାଇଁ ଟଙ୍କା…

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ତାଙ୍କ ଦଳକୁ ରାଉଜ ଆଭେନ୍ୟୁ କୋର୍ଟରେ ଦାଖଲ…

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ ଏକ ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ତେବେ ରାଜନେତା ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?