Home

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ମନମୋହନ ସିଂଙ୍କ ଶିକ୍ଷାଗତ ଯୋଗ୍ୟତା: ଭାରତର…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଶସ୍ତା ହେଲା ୪୧ ଔଷଧର ଦାମ୍‌

ନୂଆଦିଲ୍ଲୀ,୧୭।୫:ମଧୁମେହ, ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ, ସଂକ୍ରମଣ ଏବଂ ଆଲର୍ଜି ପାଇଁ ଔଷଧ ଶସ୍ତା ହୋଇଛି। କେନ୍ଦ୍ର ସରକାର ଏହିସବୁ ଔଷଧ ଗୁଡିକର ନୂତନ ମୂଲ୍ୟ ସ୍ଥିର କରିଛନ୍ତି। ଜାତୀୟ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନ୍‌ପିପିଏ) ଏହାର ୧୨୩ତମ ବୈଠକରେ ୪୧ ଔଷଧ…

୩ ବର୍ଷର ଝିଅକୁ କାର୍‌ ଭିତରେ ଛାଡି ମା’ବାପା ଗଲେ ବିବାହ ଭୋଜି: ପରେ ଆସି ଦେଖିବାରୁ…

କୋଟା, ୧୭।୫:ରାଜସ୍ଥାନର କୋଟାରେ ଗୁରୁବାର ଏକ ବନ୍ଦ କାର୍‌ରେ ଜଣେ ୩ ବର୍ଷୀୟା ଝିଅର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ପ୍ରଦୀପ ନାଗର ୨ ଝିଅ ଓ ସ୍ତ୍ରୀଙ୍କ ସହ ଏକ ବିବାହ ଉତ୍ସବକୁ ଯାଇଥିଲେ। ସେଠାରେ ପହଞ୍ଚିବା…

ପୁଣି ଘୁଞ୍ଚିଲା ‘ଏମରଜେନ୍ସି’ର ରିଲିଜ୍‌ ଡେଟ୍‌

ମୁମ୍ବାଇ:ଚଳିତ ଲୋକ ସଭା ନିର୍ବାଚନରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଆସନ୍ତା ମାସ ୧ରେ ମଣ୍ଡି ଆସନରେ ମତଦାନ ହେବାକୁ ଥିବାବେଳେ ଏହାରି ମଧ୍ୟରେ କଙ୍ଗନାଙ୍କର…

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଏହି ପ୍ରସଙ୍ଗରେ ଏକ ନୂତନ…

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ ଲୋକମାନେ ବହୁତ ପସନ୍ଦ କରିଥିଲେ। ଏହି ଅଭିନେତ୍ରୀ ଆଜିକାଲି ମୁମ୍ବାଇରେ ଅଛନ୍ତି। ନିକଟରେ ତାଙ୍କର…

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଣ୍ଟାବାଞ୍ଜି, ପାଟଣାଗଡ ନିର୍ବାଚନମଣ୍ଡଳୀର ଗଙ୍ଗାସାଗର ଏବଂ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଗଇଁନ୍ତଲାଠାରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ମମତା ବାନାର୍ଜୀ

କୋଲକତା,୧୭।୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ୨୪ ଘଣ୍ଟା ମଧ୍ୟରେ ତାଙ୍କ ବିବୃତ୍ତିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ସେ କହିଥିଲେ ଯଦି ଇଣ୍ଡିଆ ମେଣ୍ଟ ସରକାର ଗଠନ ହୁଏ ତେବେ ସେ ଏହାକୁ ବାହାରୁ ସମର୍ଥନ…

ସହରରୁ ଉଜୁଡ଼ିଗଲା ସବୁଜିମା

ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ କଟିଲା। କିନ୍ତୁ ଗୋଟିଏ ଗଛ ଲାଗିଲା ନାହିଁ। ଏବେ ସହରବାସୀ ଖରା ଗରମରେ ସିଝୁଛନ୍ତି।…

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ ରହୁ ନ ଥିବାରୁ ଦଲାଲଙ୍କ ହାବୁଡ଼ରେ ପଡ଼ି ଉଚିତ ମୂଲ୍ୟ ପାଉନାହାନ୍ତି ଆଦିବାସୀ। ମହୁଲର…

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା ଗତଥରର ପ୍ରାର୍ଥୀଙ୍କୁ ରିପିଟ କରିଥିବା ବେଳେ କଂଗ୍ରେସ ନୂଆ ମୁହଁ ଉପରେ ଭରସା କରିଛି।…

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?