Home

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଗିରଫ ହୋଇଥିଲେ। ଗୁରୁବାର ଜଣେ ପ୍ଲଟ…

୨୬ ବର୍ଷ ତଳେ ଅପହୃତ, ପଡ଼ୋଶୀଙ୍କ ଘରୁ ଉଦ୍ଧାର

ଜେଲ୍‌ଫା, ୧୭।୫:୧୯୯୮ରେ ଆଲଜେରିଆର ଜେଲ୍‌ଫା ସହର ବାସିନ୍ଦା ଓମାର ବିନ୍‌ ଓମରାନଙ୍କୁ ୧୯ ବର୍ଷ ହୋଇଥିଲା। ସେତେବେଳେ ସେ ହଠାତ୍‌ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା ପାଇ ନ ଥିଲେ। ଦେଶରେ ଗୃହଯୁଦ୍ଧ ଚାଲିଥିବାରୁ…

୨ ପ୍ରାର୍ଥୀ କୋଟିପତି

ଭଦ୍ରକ,୧୭।୫(ସନାତନ ରାଉତ): ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ହୋଇଥିବା ୩ ପ୍ରମୁଖ ଦଳ ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଅସିତ୍‌ ପଟ୍ଟନାୟକ ସବୁଠୁ ଧନୀ। ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ତାଙ୍କର ପାଖାପାଖି ୧୨ କୋଟି ଟଙ୍କା ସମ୍ପତ୍ତି ଥିବା ଦର୍ଶାଇଛନ୍ତି।…

ଅତୀତକୁ ବଦଳାଇପାରିବି ନାହିଁ, ଭବିଷ୍ୟତ ତିଆରି କରିପାରିବି: ସଂତୃପ୍ତ

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଲୋକ ସଭା ସକାଶେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୪ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ହେଉଛନ୍ତି କଟକ ସଂସଦୀୟ ଆସନର ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର। ତାଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୪୮୨…

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ପ୍ରାଣୀଙ୍କୁ ନିର୍ଯାତନା ନେଇ ଷଡଙ୍ଗୀ ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ କରିଥିବା…

ପ୍ରୋତ୍ସାହନ ଅଭାବରୁ ସଙ୍କଟରେ କୌଳିକ ବୃତ୍ତି

ବାସୁଦେବପୁର,୧୭।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଏକ ଶିଳ୍ପବିହୀନ ଅଞ୍ଚଳ। ଏଠାକାର ଲୋକେ ମୁଖ୍ୟତଃ କୌଳିକ ବୃତ୍ତିକୁ ଆଧାର କରି ଜୀବନ ଜୀବିକା ନିର୍ବାହ କରିବା ସହ ଆର୍ଥିକ ଅଭିବୃଦ୍ଧି କରିଥାନ୍ତି। ମାତ୍ର ସରକାରୀ ପ୍ରୋତ୍ସାହନ ଅଭାବରୁ ଏଠାରେ…

ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ

ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍‌ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…

୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍‌ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍‌ରେ ଦୋଷୀଙ୍କୁ ଦଣ୍ଡିତ କରିବା ଓ ଆଦିବାସୀ ବିରୋଧୀ ମନୋଭାବକୁ ନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଅନୁଭବ…

ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍‌

ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି ଅବସ୍ଥାରେ ଜୀବିକା ମିଶନ ଅଧିକାରିଣୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଯିବାକୁ ଡରୁଛନ୍ତି। ଏଥିସହ ମହିଳା…

ଡିଜିଟାଲ କ୍ୟାମ୍ପେନିଂରେ ବଢୁଛି ଆରୋପ ପ୍ରତ୍ୟାରୋପ

ଭୁବନେଶ୍ୱର,୧୭।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜ୍ୟବ୍ୟାପୀ କଡ଼ା ଟକ୍କର ଦେଖିବାକୁ ମିଳୁଛି। କେବଳ ନିର୍ବାଚନମଣ୍ଡଳୀ ଭିତରେ କିମ୍ବା ପ୍ରଚାର ମଇଦାନରେ ଉଭୟ ଦଳଙ୍କ ମଧ୍ୟରେ ସମାଲୋଚନା, ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏହି ଲଢ଼େଇ ସୀମିତ ନାହିଁ।…

ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ

ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ କରିବା ସହ ବ୍ୟାୟାମ କରିଥାନ୍ତି। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏହି ଏକମାତ୍ର ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?