Home

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରି କୋର୍ଟଙ୍କ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ନୟାଗଡ଼ ରଥ ଉପରେ…

ଇସ୍ରୋରେ ଚହଳ! ୧୦୦ ବୈଜ୍ଞାନିକଙ୍କ ଇସ୍ତଫା, ଚାକିରି ଛାଡ଼ିବା ନିୟମ ବଦଳାଇଲେ ସରକାର

ନୂଆଦିଲ୍ଲୀ,୧୬।୭: ଇସ୍ରୋର ୧୦୦ ବୈଜ୍ଞାନିକ ଇସ୍ତଫା ଦେବା ପରେ ଆକ୍ସନ ମୋଡକୁ ଆସିଛନ୍ତି ଭାରତ ସରକାର । ଇସ୍ତଫା ଏବଂ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROର ଗ୍ରୁପ-A ବୈଜ୍ଞାନିକ ଏବଂ ବୈଷୟିକ କର୍ମଚାରୀଙ୍କଠାରୁ ସ୍ୱେଚ୍ଛାକୃତ…

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମପି ମାଲବିକା ଦେଓଙ୍କ କର କମଲେ ଗୁରୁବାର ଉଦଘାଟିତ ହୋଇ ଯାଇଛି।…

ସତରେ କ’ଣ ସାପ ଶତ୍ରୁଙ୍କଠାରୁ ପ୍ରତିଶୋଧ ନେଇଥାଏ? ସତକଥା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାପ ବିଶ୍ୱର ସବୁଠାରୁ ବିଷାକ୍ତ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ। ସାପକୁ ଦେଖିବା ମାତ୍ରେ ଯେ କେହି ଭୟରେ ଥରି ଉଠେ। ସାରା ବିଶ୍ୱରେ ତିନି ହଜାରରୁ ଅଧିକ ପ୍ରଜାତିର ସାପ ଅଛନ୍ତି, ଯେଉଁଥିରୁ କିଛି ଅତ୍ୟନ୍ତ ବିଷାକ୍ତ। ଏକ ରିପୋର୍ଟ ଅନୁଯାୟୀ,…

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ ମଲ୍ଲିକ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କହିରଖୁଛୁ କି, କୋଏଲ ମଲ୍ଲିକ ଏପ୍ରିଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ ହୋଇଯାଇଛି। ଏହି ଯାତ୍ରାରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ରଥରେ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ ତାଙ୍କ ପିଲାକୁ ସ୍କୁଲ କାର୍ଯ୍ୟକଳାପର ଅଂଶ ଭାବରେ ‘କଲମା’ ଏବଂ ‘ସୁରା ଫାତିହା’…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର ଖାତମ ଅଲ-ଆନବିୟା କେନ୍ଦ୍ରୀୟ ମୁଖ୍ୟାଳୟର ଜଣେ ମୁଖପାତ୍ର ସ୍ପଷ୍ଟ ଭାବରେ କହିଛନ୍ତି, ହର୍ମୁଜ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ୩୬ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା ଯୋଗୁ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚିଛି। ଘରର ଛାତ ଓ କାନ୍ଥରେ ବଡ଼…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା ପାର୍ ହେଉଥିବା ବେଳେ କାର ଓ ଟ୍ରକ ଧକ୍କାରେ ଉଭୟଙ୍କ ମୃତ୍ୟୁ ହୋଇଛି…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ ଭର୍ତ୍ତି ଗାଡ଼ି ବ୍ୟବହାର କରି ଆତ୍ମଘାତୀ ଆକ୍ରମଣ କରିଥିଲେ । ବିସ୍ଫୋରଣ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?