Home

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା ପତ୍ରକୁ ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଛନ୍ତି। ଗତ ମାସ ରାଜୁ ଦାସ…

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ। ଅବସର ପୂର୍ବରୁ ବିରାଟ ନିଜ କ୍ୟାରିୟରରେ ସେହି ସବୁ ଜିନିଷ ହାସଲ କରିବାକୁ ଚାହାଁନ୍ତି…

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ସମୟ ମଧ୍ୟରେ ଅନ୍ୟ ଦୁଇ ଜଣ ମଧ୍ୟ…

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ସାରା ଦେଶରେ ବିଶାଳ ସମାବେଶ ଆୟୋଜନ କରୁଛି। ଏହି ସମୟରେ, ଏକ…

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି ନାଗରିକ ଭୋଟ ପ୍ରକ୍ରିୟା ଦ୍ୱାରା ପ୍ରଭାବିତ ନହେବାକୁ ଜଲା ନିର୍ବାଚନ ଅଧିକାରୀ ତଥା ଡିସି…

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍‌ ଫେରାଇ ନେଇଥିଲା। ଯାହା ପରେ ସେ ଅସନ୍ତୋଷ…

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ଗୁରୁବାର ତାଙ୍କ ଲିଖିତ ଅଭିଯୋଗ ଦେଇଛନ୍ତି। ମେ ୧୩ ରେ…

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା…

ଜବାବ ଦେଲେ ଯୋଗୀ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶ ସମେତ ସମଗ୍ର ଦେଶରେ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି ଏବଂ ତିନୋଟି ପର୍ଯ୍ୟାୟ ଭୋଟ ବାକି ଅଛ ଏହି ପରିପ୍ରେକ୍ଷୀରେ, ରାଜନୈତିକ ଦଳର ବରିଷ୍ଠ ନେତାମାନେ ନିରନ୍ତର ଜନସମ୍ପର୍କ ସ୍ଥାପନ କରୁଛନ୍ତି ଏବଂ ଏହି ଉପାୟରେ ସେମାନେ…

ଆଜି ନୁହେଁତ କାଲି ନିଶ୍ଚୟ ନେବି ପ୍ରତିଶୋଧ, କାହାଠାରୁ ପ୍ରତିଶୋଧ ନେବାକୁ କହୁଛନ୍ତି ମମତା?

କୋଲକାତା,୧୬।୫: ନିର୍ବାଚନ ପ୍ରଚାର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବ ମେଦିନୀପୁରର ତାମୁଲକ ଲୋକ ସଭା ନିର୍ବାଚନମଣ୍ଡଳୀରେ ପହଞ୍ଚିଥିଲେ। ଏହି ସମୟରେ, ସେ ୨୦୨୧ ର ନନ୍ଦିଗ୍ରାମ ବିଧାନସଭା ନିର୍ବାଚନର ଘଟଣାକୁ ଜନସାଧାରଣଙ୍କୁ ଉଲ୍ଲେଖ କରିଥିଲେ। ସେ କହିଛନ୍ତି ମୁଁ…

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା ହାସନ ଏମପି ପ୍ରଜ୍ୱଳ ରେଭାନ୍ନା ଯୌନ ଉତ୍ପୀଡ଼ନ ଅଭିଯୋଗରେ ତଦନ୍ତର ସମ୍ମୁଖୀନ ହେଉଛନ୍ତି, ଯେଉଁଥିପାଇଁ…

ବନ୍ୟା ପ୍ରଭାବିତ ଅଞ୍ଚଳରେ ବର୍ଷା ବନ୍ଦ କରିବାକୁ କରାଯାଉଛି କ୍ଲାଉଡ ସିଡିଂର ପ୍ରୟୋଗ

ଜାକର୍ତ୍ତା,୧୬।୫: ବର୍ଷା କରିବା ପାଇଁ ଆପଣ କ୍ଲାଉଡ ସିଡିଂ ବ୍ୟବହାର କରିବା ବିଷୟରେ ନିଶ୍ଚୟ ଶୁଣିଥିବେ । କିନ୍ତୁ ବନ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ବର୍ଷା ରୋକିବା ପାଇଁ ଇଣ୍ଡୋନେସିଆ କ୍ଲାଉଡ ସିଡିଂ ବ୍ୟବହାର କରୁଛି। ପ୍ରକୃତରେ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?