Home

ଦିଗବିଜୟ ପହଞ୍ଚିଲେ ସୁପ୍ରିମକୋର୍ଟ, କଂଗ୍ରେସ କହିଲା ପରିଣାମ ପୂର୍ବରୁ ଘାବରେଇଲାଣି ଭାଜପା

ନୂଆଦିଲ୍ଲୀ,୧୬।୫: ରାଜଭର ଷ୍ଟ୍ରଙ୍ଗରୁମରେ ସିମ୍ବଲ ଲୋଡିଂ ୟୁନିଟ (SLU) ନ ମିଳିବା ସମ୍ପର୍କରେ ଦିଗବିଜୟ ସିଂ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କଂଗ୍ରେସ କହିଛି ଯେ ଫଳାଫଳ ପୂର୍ବରୁ ଭାଜପା ନର୍ଭସ। ମଧ୍ୟପ୍ରଦେଶରେ ୨୦୨୪ ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ଭୋଟ…

ଭାଜପାର ଖେଳ ବିଗାଡିଦେଲେ ରାଜା ଭାୟା

ନୂଆଦିଲ୍ଳୀ,୧୬।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପୂର୍ବରୁ ଉତ୍ତରପ୍ରଦେଶରେ ରାଜନୈତିକ ହଲଚଲ ତୀବ୍ର ହୋଇଛି। ଏହର ସବୁଠାରୁ ବଡ କାରଣ ହେଉଛି ରାଜ ଭାୟା। ନିର୍ବାଚନ ପୂର୍ବରୁ ରାଜା ଭାୟା ଘୋଷଣା କରିଛନ୍ତି, ଏହି ଲୋକ ସଭା ନିର୍ବାଚନରେ ତାଙ୍କ…

ସମାଜବାଦୀ ପାର୍ଟିକୁ ବଡ ଝଟ୍‌କା

ମଉ,୧୬।୫: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ତଥା ଦଳର ଜାତୀୟ ସଚିବ ରାମହରି ଚୌହାନ ବୁଧବାର ପାର୍ଟିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଲୋକ ସଭା ନିର୍ବାଚନ ସମୟରେ ରାମହରିଙ୍କ ଇସ୍ତଫା ଏସପି ପାଇଁ ଏକ ବଡ ଝଟକା ବୋଲି କୁହାଯାଉଛି।…

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା…

ମୁମ୍ବାଇ ରାଲିରେ ସାମିଲ ହେବେ ନାହିଁ ମମତା, ଅଖିଳେଶ କି ଗାନ୍ଧୀ ପରିବାରର କୌଣସି ସଦସ୍ୟ

ନୂଆଦିଲ୍ଲୀ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ଶୋ ଏବଂ ରାଲି ପରେ ଏବେ ବିରୋଧୀ ଇଣ୍ଡିଆ ଆଲାଏନ୍ସ ମଧ୍ୟ ଦେଶର ଆର୍ଥିକ ରାଜଧାନୀରେ ଏକ ମେଗା ରାଲି କରିବାକୁ ଯାଉଛି। ଏହି ରାଲିରେ ବିରୋଧୀ ଦଳର ଅନେକ ଷ୍ଟାଲପ୍ରଚାରକ ଏକାଠି ହେବେ।…

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଓଡ଼ିଆ ଫିଲ୍ମ ଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ରୋଡ୍‌ ଶୋ’ କରି ନିର୍ବାଚନ ପ୍ରଚାର…

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଓହ୍ଲାଇଲେ ଯାତ୍ରୀ

ନୂଆଦିଲ୍ଲୀ,୧୬।୫: ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା ଏକ ଟିସୁ ପେପରକୁ ଦେଖିଲେ ଆତଙ୍କ ଖେଲିଥିବା ଜଣାପଡିଛି। ବୋମା ବିଷୟରେ ସୂଚନା ପାଇବା…

ପ୍ରସିଦ୍ଧ ନିର୍ମାତାଙ୍କ ଝିଅ ସହ କାମ କରିବେ ଅମୀରଙ୍କ ପୁଅ

ମୁମ୍ବାଇ: ‘ମହାରାଜ’ ଏବଂ ସାଇ ପଲ୍ଲବୀଙ୍କ ସହିତ ଅନ୍‌ଟାଇଟେଲ୍ଡ ଫିଲ୍ମ ସମେତ ତାଙ୍କର ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟ ସମାପ୍ତ କରିବା ପରେ ଅମୀର ଖାନଙ୍କ ପ୍ରତିଭାବାନ ପୁଅ ଜୁନୈଦ ଖାନ ଅନ୍ୟ ଏକ ଫିଲ୍ମ କରିବାକୁ ପ୍ରସ୍ତୁତ ଅଛନ୍ତି। ଜୁନୈଦ ତାଙ୍କର…

ଅମିତ ଶାହାଙ୍କ ଚେତାବନୀ, ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କର ଓଲଟା ଲଟକେଇ..

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବିହାରର ମଧୁବନୀରେ ଏକ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ, ଏହାପୂର୍ବରୁ ଏହି ଅଞ୍ଚଳରେ ବହୁ ସଂଖ୍ୟାରେ ଗୋହତ୍ୟା ମାମଲା ରୁଜୁ ହୋଇଥିଲା। ଆପଣ…

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ ଏକ ମଜାଦାର ପ୍ରତିଯୋଗିତା ଅଛି। ତେବେ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ୫ଟି ମ୍ୟାଚ ବାକି…

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା ବିଶିଷ୍ଟ ରହିବ। ଏହାପୂର୍ବରୁ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ଓ୍ବାଙ୍ଖଡେରେ ମୁମ୍ବାଇର…

‘ଇଣ୍ଡିଆ’ ମେଣ୍ଟ ସରକାର ଗଢିଲେ କିଏ ହେବେ ପ୍ରଧାନମନ୍ତ୍ରୀ? ମନର କଥା କହିଲେ ଦିଗବିଜୟ

ନୂଆଦିଲ୍ଲୀ,୧୬।୫: ଭୁପେଶ ବାଘେଲଙ୍କ ପରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ମଧ୍ୟ ରାହୁଲ ରାଗ ଛାଡିଛନ୍ତି। ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ଭାବେ ବାଛିବା ପାଇଁ ଦିଗବିଜୟ ସିଂ ଭୁପେଶ ବାଘେଲଙ୍କ ବିବୃତ୍ତିକୁ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?