Home

ବିହାରରୁ ମୁହଁ ଫେରାଉଛନ୍ତି ଷ୍ଟାର ପ୍ରଚାରକ

ପାଟନା,୧୬ା୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନରେ ଦେଶରେ ସରକାର ଗଠନ କରିବାକୁ କଂଗ୍ରେସ ଦାବି କରୁଛି, କିନ୍ତୁ ଅନ୍ୟପକ୍ଷରେ କଂଗ୍ରେସର ଷ୍ଟାର ପ୍ରଚାରକମାନେ କେଉଁଆଡ଼େ ଅନ୍ତର୍ଦ୍ଧାନ ହୋଇଯାଇଛନ୍ତି। ବିହାରର ୪୦ଟି ଆସନରେ ଅନୁଷ୍ଠିତ ନିର୍ବାଚନରେ କଂଗ୍ରେସ ମିଳିତ ମେଣ୍ଟ ସହିତ…

ନିର୍ଦ୍ଧାରିତ ସମୟ ପୂର୍ବରୁ କେରଳରେ ମୌସୁମୀର ଏଣ୍ଟ୍ରି, IMD ଦେଲା ସୂଚନା

ନୂଆଦିଲ୍ଲୀ,୧୬।୫: ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟ ପୂର୍ବରୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ମେ ୩୧ ତାରିଖ ପାଖାପାଖି ମୌସୁମୀ କେରଳ ପହଞ୍ଚିଯିବ। ଯାହାକୁ ନେଇ ଅନ୍ୟ ରାଜ୍ୟମାନଙ୍କରେ ମୌସୁମୀ ଗତିବିଧିକୁ ନେଇ ସୂଚନା ଜାରି କରାଯାଇଛି।…

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍‌ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା ପୁସିଂ…

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ ସହ…

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ହୋଇ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିଲେ।…

ଏହିଦିନ ପ୍ରଧାନମନ୍ତ୍ରୀ ମୋଦି ନେବେ ଅବସର: କେଜ୍‌ରିଓ୍ବାଲ କଲେ ପୂର୍ବାନୁମାନ

ଲକ୍ଷ୍ନୌ,୧୬।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ନିର୍ବାଚନ ପ୍ରଚାର ପାଇଁ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପହଞ୍ଚିଛନ୍ତି। ଇଣ୍ଡି ମେଣ୍ଟ ସଦସ୍ୟ ଅଖିଳେଶ ଯାଦବଙ୍କ ସହ ଏକ ଖବରଦାତା ସମ୍ମିଳନୀରେ ସେ ଭାଜପା ଉପରେ ବର୍ଷିଛନ୍ତି। କେଜ୍‌ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସର…

ଅନୁଭବଙ୍କୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୬।୫: ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି । କେନ୍ଦ୍ରାପଡା ଏମପି ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି ମିଳିଛି । ଆଉ ଗିରଫ ହେବେନି ଅନୁଭବ । ଅନୁଭବଙ୍କ ଗିରଫଦାରୀ ଉପରେ ରୋକ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ ।…

ଅମିତ ଶାହା ହେବେ ପ୍ରଧାନମନ୍ତ୍ରୀ, ୨ ମାସ ଭିତରେ ହଟିବେ ଯୋଗୀ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। କେଜ୍‌ରିୱାଲ କହିଛନ୍ତି ଯେ, ଯଦି ଭାଜପା ନିର୍ବାଚନରେ…

ବିପକ୍ଷର କୌଣସି ନେତା ମୋଦିଙ୍କ ସମକକ୍ଷ ହୋଇପାରିବେ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ଆମେରିକୀୟ ବ୍ୟବସାୟୀ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ଏକମାତ୍ର ନେତା ଯିଏ ଭବିଷ୍ୟତ ବିଷୟରେ କହୁଛନ୍ତି। ବିରୋଧୀ ଦଳର କେହି ନାହାଁନ୍ତି ଯିଏ ମୋଦିଙ୍କ ଗତିଶୀଳତା ସହ ସମକକ୍ଷ ହୋଇପାରିବ। ଏକ ସାକ୍ଷାତକାରରେ ଭାରତ-ଆମେରିକୀୟ ବ୍ୟବସାୟୀ ସୁରେଶ ଭି ଶେନୋୟ ଏହା…

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ।…

ବେଆଇନ ମହୁଲ ବୋଝେଇ ପିକଅପ ଭ୍ୟାନ ଜବତ: ୪ ଗିରଫ

ଦେବଗଡ଼,୧୬।୫(ଶଶାଙ୍କ ଶେଖର ଝାଙ୍କର):ଚୋରା ଚାଲାଣ ବେଳେ ଅବକାରୀ ବିଭାଗ ଚଢଉ କରି ଏକ ମହୁଲ ବୋଝେଇ ପିକଅପ୍‌ ଭ୍ୟାନକୁ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅବକାରୀ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ, ଦେବଗଡ…

ରୋଡ ଶୋ’ବେଳେ ସାଂଘାତିକ କଥା କହିଦେଲେ ନଡ୍ଡା, ନବୀନବାବୁ…

ଭୁବନେଶ୍ୱର,୧୬।୫: ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କ ନଜରରେ ଓଡ଼ିଶା। ରାଜ୍ୟକୁ ଦଖଲ କରିବା ପାଇଁ ବାରବାର ଓଡିଶା ଗସ୍ତ କରୁଛନ୍ତି ଦଳର ଶୀର୍ଷ ନେତା। ବିଜେଡି ନେତାଙ୍କୁ ଘେରାବନ୍ଦୀ କରି ଜୋରଦାର ପ୍ରଚାରରେ ଲାଗିପଡିଛନ୍ତି ଭାଜପା ନେତା। ଏହି କ୍ରମରେ ବୁଧବାର ଗୃହମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?