ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ
ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଅଧିନାୟକତ୍ୱ ସମ୍ବନ୍ଧୀୟ ରେକର୍ଡ କ୍ଷେତ୍ରରେ ରୋହିତ ଶର୍ମା, ଏମ.ଏସ. ଧୋନି ଏବଂ…
IT ରେଡ୍କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…
ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ ତାଙ୍କ ଶ୍ୱଶୁର ବାଶୁ ଭଗନାନୀଙ୍କ ସହ ଜଡ଼ିତ ୧୨ଟି ସ୍ଥାନରେ ଆୟକର ବିଭାଗ…
ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…
ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି ଯାଇଛନ୍ତି ଏବଂ ଖୁବ ଶୀଘ୍ର ସ୍ମୃତି ମନ୍ଧାନା ନୂତନ ଅଧିନାୟକ ଭାବେ ନିଯୁକ୍ତ…
ବସ୍କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….
ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଏକ ହାଇୱା ଚଢ଼ିଯିବାରୁ ୩ ଜଣ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ…
ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…
ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରାଯାଇଛି । IPL ୨୦୨୭ରେ…
ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର
ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ ଜାତକଙ୍କ ଜୀବନରେ ବଡ଼ ପ୍ରଭାବ ପକାଇପାରେ ବୋଲି ଜ୍ୟୋତିଷବିତ୍ମାନେ ମତ ଦିଅନ୍ତି। ଜ୍ୟୋତିଷ…
ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…
ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଲେ? ଗୁଆହାଟୀରେ ବିସିସିଆଇ (BCCI) ସମ୍ପାଦକ ଦେବଜିତ ସାଇକିଆ ଏବଂ…
ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….
ନୂଆଦିଲ୍ଲୀ,୬।୧୦: ବଲିଉଡ୍ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ ସେ ପୂର୍ବରୁ ନିଜ ମତ ରଖିଛନ୍ତି। ଏବେ ‘ବାତେଁ ଦିଲ୍ ସେ ୱିଦ୍…
ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍
ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ ୩୯ ବର୍ଷୀୟ ମେସିଙ୍କୁ ଆର୍ଜେଣ୍ଟିନାର ସବୁଠୁ ସଫଳ ଫୁଟବଲର ବିବେଚନା କରାଯାଏ। କାରଣ…
ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ
ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛନ୍ତି। ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଏହି ସମୀକ୍ଷା ବୈଠକ…
CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ
ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳର ନେତାମାନେ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରା କରୁଛନ୍ତି।…
ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା
ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ ଚଳିତ ବର୍ଷର ସର୍ବପିତୃ ଅମାବାସ୍ୟା ବିଶେଷ ହେବାକୁ ଯାଉଛି। ଜ୍ୟୋତିଷବିତ୍ଙ୍କ ମତ ଅନୁସାରେ,…

