ଭାରତ ଇରାନ ମଧ୍ୟରେ ଚାବାହାର ଚୁକ୍ତିକୁ ନେଇ ରାଗିଲା ଆମେରିକା, ଦେଲା ଏମିତି ଧମକ
ଓ୍ବାଶିଂଟନ,୧୪।୫: ଇରାନର ଚାବାହାର ବନ୍ଦର ଚଳାଇବା ପାଇଁ ଭାରତ ୧୦ବର୍ଷର ଚୁକ୍ତିନାମା ସ୍ବାକ୍ଷର କରିବା ପରେ ଆମେରିକା ରାଗି ଯାଇଛି। ଆମେରିକା କହିଛି ଯେ ଇରାନ ସହ ବାଣିଜ୍ୟ ଚୁକ୍ତି କରିବାକୁ ଯାଉଥିବା ଦେଶ ଉପରେ କଟକଣା ଲାଗୁ କରାଯାଇପାରିବ। ଆମେରିକାର…
ପରୀକ୍ଷାଗାରରେ ଯାଞ୍ଚ ପାଇଁ ଅନାଗ୍ରହ
ଯାଜପୁର,୧୪ା୫(ହର୍ଷବର୍ଦ୍ଧନ ବେହେରା):ରାସ୍ତା ଓ ଗୃହ (ଆର୍ ଏଣ୍ଡ ବି) ନିର୍ମାଣ ବା ପୂର୍ତ୍ତ ବିଭାଗ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ମାନ ଯାଞ୍ଚ ପାଇଁ ସେଣ୍ଟ୍ରାଲ ଓ ଜୋନାଲ ଲାବରେଟୋରି (ପରୀକ୍ଷାଗାର) ରହିଛି। ସେଥିରୁ ପାଣିକୋଇଲି ଏବଂ ଚାରବାଟିଆ ଡିଭିଜନ…
ପ୍ରଦୀପ ପାଣିଗ୍ରାହୀ ଏମ୍ସ ସ୍ଥାନାନ୍ତର: ପଞ୍ଜରା ହାଡ-ଫୁସ୍ଫୁସ୍ରେ ଲାଗିଛି ଆଘାତ
ଭୁବନେଶ୍ୱର,୧୪।୫: ବ୍ରହ୍ମପୁର ସହରରେ ସୋମବାର ମତଦାନ ଶେଷ ହେବା ବେଳକୁ ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହେବାରୁ ଚିକିତ୍ସା ପାଇଁ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପଞ୍ଜରା ହାଡ ଏବଂ ଫୁସ୍ଫୁସ୍ରେ…
ଆଇପିଏଲ୍ ମଝିରେ ଆର୍ସିବି ଛାଡି ଇଂଲଣ୍ଡ ଫେରିଲେ ୨ ଖେଳାଳି
ନୂଆଦିଲ୍ଲୀ,୧୪।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ପୂର୍ବରୁ ଇଂଲଣ୍ଡର ଅନ୍ୟ ୨ ଖେଳାଳି ଆଇପିଏଲ ୨୦୨୪କୁ ବିଦାୟ ଦେଇଛନ୍ତି। ରାଜସ୍ଥାନ ରୟାଲ୍ସର ଓପନିଂ ବ୍ୟାଟ୍ସମ୍ୟାନ ଜୋସ ବଟଲର ଆରଆର କ୍ୟାମ୍ପକୁ ବିଦାୟ ଦେଇଛନ୍ତି। ବର୍ତ୍ତମାନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)…
ଶିକ୍ଷା ନାହିଁ ଇସ୍ତାହାରରେ
ଆର୍ଥିକ, ସାମାଜିକ, ବୌଦ୍ଧିକ ତଥା ବିଜ୍ଞାନ ଆଧାରିତ ଏକ ସଶକ୍ତ ସମାଜ ଗଠନରେ ଶିକ୍ଷାର ଭୂମିକା ମହତ୍ତ୍ୱପୂର୍ଣ୍ଣ। ଏହାକୁ ଲକ୍ଷ୍ୟକରି ଛାତ୍ରୀଛାତ୍ରମାନଙ୍କ ଶିକ୍ଷାର ମୂଳଦୁଆ ସ୍କୁଲରୁ ପକାଯାଏ। ପରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରୁ ବିଭିନ୍ନ ବିଷୟରେ ସେମାନେ ସ୍ନାତକ ତଥା ସ୍ନାତକୋତ୍ତର…
ମାଳଦ୍ୱୀପ ପ୍ରତି ବଡ଼ ହୃଦୟ ଦେଖାଇଲା ଭାରତ
ମାଲେ/ନୂଆଦିଲ୍ଲୀ,୧୪।୫: ମାଳଦ୍ୱୀପ ସହିତ ସମ୍ପର୍କ ଖରାପ ମଧ୍ୟରେ ଭାରତ ପୁଣି ଏକ ବଡ଼ ହୃଦୟ ଦେଖାଇଛି। ପର୍ଯ୍ୟଟନ କ୍ଷେତ୍ରରେ ଏକ ଝଟ୍କାର ସମ୍ମୁଖୀନ ହୋଇଥିବା ମାଳଦ୍ୱୀପ ସହାୟତା ପାଇଁ ଗୁହାରି କରିବା ମାତ୍ରେ ବଡ଼ ହୃଦୟ ଦେଖାଇଛି ଭାରତ। ସହଯୋଗର ବାର୍ତ୍ତା…
ସୁନା ସଂରକ୍ଷଣରେ ବୃଦ୍ଧି
ଭୁବନେଶ୍ୱର,୧୪।୫ (ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ସଂରକ୍ଷଣ ବୃଦ୍ଧି ପାଉଛି। ୨୦୧୯ ମାର୍ଚ୍ଚରୁ ୨୦୨୪ ମାର୍ଚ୍ଚ ମଧ୍ୟରେ ଘରୋଇ ଭାବେ ରଖାଯାଇଥିବା ଭାରତର ସୁନା ସଂରକ୍ଷଣ ୪୦% ବୃଦ୍ଧି ପାଇଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)…
ଜିଓର ନୂତନ ଓଟିଟି ଷ୍ଟ୍ରିମିଂ ପ୍ଲାନ୍
ଭୁବନେଶ୍ୱର,୧୪।୫: ରିଲାଏନ୍ସ ଜିଓର ନୂତନ ଓଟିଟି ଷ୍ଟ୍ରିମିଂ ପ୍ଲାନ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମାସିକ ୮୮୮ଟଙ୍କା ମୂଲ୍ୟର ଏହି ସୁଲଭ ପ୍ଲାନ୍ ଉଭୟ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିଛି। ରିଲାଏନ୍ସ ଜିଓ…
ଏସ୍ବିଆଇ ଜେନେରାଲରେ ଯୋଗଦେଲେ ଜୟା
ଭୁବନେଶ୍ୱର,୧୪।୫: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏସ୍ବିଆଇ ଜେନେରାଲ ଇନ୍ସ୍ୟୁରାନ୍ସ ପକ୍ଷରୁ ଜୟା ତ୍ରିପାଠୀଙ୍କୁ କମ୍ପାନୀର ହେଡ୍ କି ରିଲେଶନ୍ସ ଗ୍ରୁପ୍ ଭାବେ ନିଯୁକ୍ତି ଦିଆଯାଇଛି। ଏପରିକି ତ୍ରିପାଠୀ କମ୍ପାନୀର ନୂତନ ବ୍ୟବସାୟ ସୁଯୋଗ ଏବଂ ସହଭାଗିତା, ଡ୍ରାଇଭ ବିସ୍ତାରର…
ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୩%
ଭୁବନେଶ୍ୱର,୧୪।୫ (ଅନୁରାଧା ମହାରଣା): କ୍ରମାଗତ ଭାବେ ଘରୋଇ ବଜାରରେ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଉଛି। ଏପରିକି ୨୦୨୪ ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତି ହାର ୪.୮୩%ରେ ରହିଛି। ସେହିଭଳି ୨୦୨୪ ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୪.୮୫% ରହିଥିବାବେଳେ ଏପ୍ରିଲରେ ଏହା…
ଟିମ୍ ଇଣ୍ଡିଆର ନୂଆ କୋଚ ପାଇଁ ଆବେଦନ ଆରମ୍ଭ, ଏମିତି ସର୍ତ୍ତ ରଖିଲା ବିସିସିଆଇ
ନୂଆଦିଲ୍ଲୀ,୧୪।୫: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ମୁଖ୍ୟ କୋଚ ପଦ ପାଇଁ ଆବେଦନ ଆରମ୍ଭ କରିଛି। ଭାରତୀୟ ପୁରୁଷ ସିନିୟର ଦଳର ବର୍ତ୍ତମାନର ମୁଖ୍ୟ ହେଉଛନ୍ତି ରାହୁଲ ଦ୍ରାବିଡ। ତାଙ୍କ କାର୍ଯ୍ୟକାଳ ଜୁନ ମାସରେ ଆମେରିକା…
ଡାକ୍ତର ହେବାକୁ ଚାହୁଁଥିଲେ ଜ୍ୟୋତିକା
ଭୁବନେଶ୍ୱର,୧୪ା୫: ଭାରତରେ ପାଠ ପଢ଼ିବା ପାଇଁ ସାଧାରଣତଃ ସମସ୍ତ ମାତା ପିତା ନିଜ ପିଲାଙ୍କୁ ପରାମର୍ଶ ଦେଇଥାନ୍ତି। ତେବେ ଅଲିମ୍ପିକ୍ ଯୋଗ୍ୟତା ଅର୍ଜନ କରିଥିବା ଆଥ୍ଲେଟ ଜ୍ୟୋତିକା ଶ୍ରୀ ଦାଣ୍ଡିଙ୍କ କାହାଣୀ କିନ୍ତୁ ସମ୍ପୂର୍ଣ୍ଣ ଓଲଟା। ପାଠପଢ଼ାରେ ବେଶ୍ ଆଗୁଆ ରହିଥିଲେ…

