Home

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି। ଉଦ୍ୟୋଗୀ ଶଶିକାନ୍ତ ବାରିକ ଏବଂ ଶେଖ୍‌ ମୈରାଜୁଲ ହକ୍‌ଙ୍କ ଦ୍ୱାରା ପ୍ରତିଷ୍ଠିତ ଏହି…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ ହେଉଛନ୍ତି, ଏବଂ କଳା ବଜାରରେ ସିଲିଣ୍ଡରଗୁଡିକ ସେମାନଙ୍କର ମାନକ ମୂଲ୍ୟରୁ ତିନିରୁ ଚାରି…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ ଖୋଲା ରଖିବାକୁ ପଡିବ; ନଚେତ, ଆମେରିକୀୟ ସେନା ଏହାକୁ ନିୟନ୍ତ୍ରଣ କରିବ। ଏହି…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ ହଳଦିଆ ଲୌହ ମିଶ୍ରିତ ଲୁଣି ପାଣି ବାହାରୁଛି। ଏହାକୁ ଦୃଷ୍ଟିରେ ରଖି ଜଳକ୍ଳିଷ୍ଟ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ ହାଇଦ୍ରାବାଦ ମଧ୍ୟରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସର…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର ଉପରେ ପଡ଼ି କାରଟି ଚୁରମାର ହୋଇ ଭାଙ୍ଗିଯାଇଛି। ସୂଚନା ଯେ, ଶୁକ୍ରବାର ବିଳମ୍ବିତ…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ ପାଇଁ ବିଶେଷ ସୁବିଧା ନ ଥିବାରୁ ଯାତ୍ରୀମାନେ ବହୁତ ହଇରାଣ ହେଉଛନ୍ତି। ରେଳ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ ଗାଁର ତିରୋଲି ନାଗ (୫୨)। ଏହି…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା ମାତ୍ର ଅଧଘଣ୍ଟା ଧରି ଏଭଳି ବର୍ଷା ହୋଇଥିଲା। ତେବେ ଦାରିଙ୍ଗବାଡି ଅଞ୍ଚଳରେ କଳାବୈଶାଖୀ…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ ସ୍ଥାନରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକଦ୍ବୟ ହେଲେ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମରାମତି କାର୍ଯ୍ୟ ହୋଇପାରି ନାହିଁ। ଉକ୍ତ ରାସ୍ତା ଦେଇ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି। ଉଡ୍ସଙ୍କ କାର ଅନ୍ୟ ଏକ ଗାଡ଼ି ସହିତ ଧକ୍କା ଦେଇଥିଲା, ଯାହା ଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri