Home

କଳାହାଣ୍ଡିରେ ଚାଲିଛି ଭୋଟ୍‌ ଗ୍ରହଣ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହାକୁ ନେଇ ନେତା ଓ ଜନତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।…

ଧାଡିରେ ଠିଆହୋଇ ମତଦାନ କଲେ ଜିଲାପାଳ: ଚାରିଆଡୁ ପ୍ରଶଂସା

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ କୁମୁଟିଗୁଡା ଭୋଟ କେନ୍ଦ୍ରରେ ମାଲକାନଗିରି ଜିଲାପାଳ ସଚିନ ପାୱାର ଆଜି ଦୀର୍ଘ ସମୟ ଧାଡିରେ ଠିଆହୋଇ ମତଦାନ କରିଥିବା ଦେଖିବାକୁ ମିଳିଛି। ଏହି ବୁଥରେ ସକାଳ ୭ଟାରେ ମତଦାନ ପାଇଁ ସମୟ ନିର୍ଘଣ୍ଟ କରାଯାଇଥିବାବେଳେ ଇଭିଏସ୍‌…

ଅସୁସ୍ଥ ବାପାଙ୍କୁ କୋଳରେ ଧରି ଭୋଟ କେନ୍ଦ୍ରକୁ ଆଣିଲେ ଝିଅ

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ ଅଞ୍ଚଳ ଜୟପୁରୀୟାଗୁଡା ଭୋଟ କେନ୍ଦ୍ରରେ ଜଣେ ଦିବ୍ୟାଙ୍ଗ ଅସୁସ୍ଥ ବୁଦ୍ଧଙ୍କୁ ତାଙ୍କ ଝିଅ କୋଳରେ ଧରି ଭୋଟ କେନ୍ଦ୍ରକୁ ପ୍ରବେଶ କରିଛନ୍ତି। ପ୍ରକାଶ ଥାଉକି, ମୁଖ୍ୟ ନିର୍ବାଚନ ଆୟୋଗ ଚଳିତ ନିର୍ବାଚନରେ କିପରି ସତ ପ୍ରତିଶତ…

ନିର୍ବାଚନ ମଧ୍ୟରେ ବଡ଼ ଘୋଷଣା କଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୩।୫: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଚାଲିଥିବା ଭୋଟ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ମହିଳାମାନଙ୍କ ପାଇଁ ବାର୍ତ୍ତା ଦେଇ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଏହି ସମୟ ମଧ୍ୟରେ ସେ ଏକ ବଡ ଘୋଷଣା କରିଛନ୍ତି।…

ଭୋଟ୍‌ ଦେଉଛି ଓଡ଼ିଶା: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୧୩ା୫: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ସମ୍ପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ୍‌…

ସ୍କୁଲ ଉଡାଇ ଦେବାକୁ ଆସିଲା ଧମକ: ପୋଲିସର ନିଦ ହଜିଲା

ନୂଆଦିଲ୍ଲୀ,୧୩।୫: ନୋଏଡା ପରେ ଏବେ ଜୟପୁର ଦୁର୍ବୃତ୍ତଙ୍କ ଟାର୍ଗେଟକୁ ଆସିଛିି। ଜୟପୁରର ଅନେକ ବଡ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏଥିମଧ୍ୟରେ ସ୍କୁଲଗୁଡ଼ିକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଏହି ଧମକପୂବର୍ଣ୍ଣ ମେଲ୍‌ ଆସିବା ପରେ ପୋଳିସର ନିଦ…

ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ

ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍‌ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%, ମୋହନା…

୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର

ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର ଛତ୍ରପୁର…

ଆରସିବି ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କ’ଣ ପ୍ଲେ ଅଫ୍‌ ସମୀକରଣ

ନୂଆଦିଲ୍ଲୀ,୧୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୭ ରନରେ ପରାସ୍ତ କରିଛି। ଏହିପରି ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ତେବେ ଏହି ବିଜୟ ପରେ ପ୍ଲେ ଅଫ ଖେଳିବାର…

ମତଦାନ ସାବ୍ୟସ୍ତ କଲେ ଏମ୍‌ପି ସପ୍ତଗିରି

ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ ହୋଇଯାଇଛି। ଜିଲାର ୭୧୩୧୫୩ ଭୋଟର୍‌ ମତଦାନ କରିବେ। ରାୟଗଡ଼ା ସହରସ୍ଥିତ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ…

ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ…

କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?