ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା
ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍ ବିଳମ୍ବରେ ହୋଇଥିଲା।…
ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି,…
ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି
ଜଗତ୍ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ ସମସ୍ୟା ଥିଲା ତାହା ଦୂରହେବା ତ ଦୂରର କଥା ବରଂ ଦିନକୁ ଦିନ ନୂଆ…
ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ
ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ ପାଲଟିଛି। ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପରେ ବ୍ୟାପକ…
୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା
ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି ରାସ୍ତା ଦେଇ ଏକ ଚିପ୍ସ ବୋଝେଇ ହାଇଓ୍ବା ଅତିକ୍ରମ କରୁଥିବାବେଳେ କଲଭର୍ଟଟି ଭାଙ୍ଗି…
ଇଭିଏମ୍ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଇଭିଏମ୍ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ଭୋଟ୍୍ଦାନ କେନ୍ଦ୍ରରେ ଥିବା…
କେସିଙ୍ଗାରେ ଚାଲିଛି ମତଦାନ
କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…
ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି
ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି,…
ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ
ନୂଆଦିଲ୍ଲୀ,୧୩ା୫: ସୋମବାର ସକାଳୁ ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଆଜି ମତଦାନ ଆରମ୍ଭ ହୋଇଛି। ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ଚାଲିଛି। ଆନ୍ଧ୍ର ଓ ତେଲଙ୍ଗାନାର ସମସ୍ତ…
ନିର୍ବାଚନ ପାଇଁ ୧୭ ହଜାର ପୋଲିସ
ଭୁବନେଶ୍ୱର,୧୩।୫(ସତ୍ୟଜିତ୍ ରାଉତ): ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ୯ ଜିଲାରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ କରିବାକୁ ବିଭିନ୍ନ ର଼୍ୟାଙ୍କର ୧୭ ହଜାର ପୋଲିସ ନିୟୋଜିତ ହୋଇଛନ୍ତି। ବିଶେଷକରି ମାଓବାଦୀ ଅଧ୍ୟୁଷିତ…
ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଜାଣନ୍ତୁ କେଉଁଠି ମତଦାନ…
ଭୁବନେଶ୍ୱର,୧୩।୫(ଅସମାପିକା ସାହୁ): ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ।…
ବିହାରରେ ଏଥର ଗୋଟିଏ ବି ଆସନ ହାରିବୁ ନାହିଁ, ଚତୁର୍ଥ ପର୍ଯ୍ୟାୟ ଭୋଟ ପୂର୍ବରୁ କାହିଁକି ଏମିତି କହିଲେ ମୋଦି
ପାଟନା,୧୨।୫: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ପୁଣି ଥରେ କଂଗ୍ରେସ ଏବଂ I.N.D.I.A ସହଯୋଗୀ ଦଳକୁ ଟାର୍ଗେଟ କରିଛନ୍ତି। ସେ ୪୦୦ ପାର୍ ଏବଂ ବିହାରରେ ବିଜୟ ବିଷୟରେ ମଧ୍ୟ କହିଥିଲେ।…

