Home

ଧୋନୀ ଚାହିଁଲେ ବି ହୋଇପାରିବେ ନାହିଁ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌, ଜାଣନ୍ତୁ କାରଣ?

ନୂଆଦିଲ୍ଲୀ,୧୨।୫: ଟିମ୍‌ ଇଣ୍ଡିଆର କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ୨୦୨୪ ଟି୨୦ ବିଶ୍ୱକପ୍‌ ପରେ ଶେଷ ହେବାକୁ ଯାଉଛି। ନିକଟରେ ବିସିସିଆଇ ସଚିବ ଜୟ ଶାହା ଏନେଇ ସୂଚନା ଦେଇ ଖୁବ୍‌ଶୀଘ୍ର ନୂଆ କୋଚ୍‌ ଲାଗି ଆବେଦନ ମଗାଯିବ ବୋଲି…

ଅବାଧ ନିର୍ବାଚନ ପାଇଁ ପ୍ରଶାସନର ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସାରା ରାଜ୍ୟରେ ପୋଲିସ ସକ୍ରିୟ ହୋଇ ଉଠିଥିବା ବେଳେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ଫ୍ଲାଗ୍‌ମାର୍ଚ୍ଚ ଆଦି କରି ଲୋକଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ କନ୍ଧମାଳ ପ୍ରଶାସନର ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି…

ପଶ୍ଚିମବଙ୍ଗରେ ମୋଦି ଦେଲେ ଏହି ୫ ଗ୍ୟାରେଣ୍ଟି…

କୋଲକାତା,୧୨ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପଶ୍ଚିମବଙ୍ଗର ବାରାକପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ୫ଟି ଗ୍ୟାରେଣ୍ଟି ଦେଇଛନ୍ତି। ସେ କହିଛନ୍ତି, ସେମାନେ ସିଏଏ ଆଇନକୁ ରଦ୍ଦ କରିବା କଥା କହୁଛନ୍ତି, କିନ୍ତୁ ଆଜି ମୁଁ…

ମୋତେ ଜୁନ୍‌ ୨ରେ ପୁଣି ଜେଲ୍‌ ଫେରିବାକୁ ପଡ଼ିବ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୨ା୫: ଏଏପିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ଦଳର ସମସ୍ତ ବରିଷ୍ଠ ନେତା ତଥା ବିଧାୟକଙ୍କୁ ଭେଟିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏଏପି ବିଧାୟକମାନଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି, କେବଳ ଆମ ଆଦ୍‌ମୀ ପାର୍ଟି ଦେଶର ଦାୟିତ୍ୱ…

ସୋମବାର ନିର୍ବାଚନ: ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଛତ୍ରପୁର,୧୨ା୫(ଦିଲ୍ଲୀପ ସାମଲ): ସାଧାରଣ ନିର୍ବାଚନ ମହାପର୍ବ ଲାଗି ବୁଥ୍‌ ମୁହାଁ ହୋଇଛନ୍ତି କର୍ମଚାରୀ। ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ମେ’ ୧୩ ତାରିଖ ସୋମବାର ନିର୍ବାଚନ ଲାଗି ମତଦାନ ଗ୍ରହଣ କରାଯିବ। ଏହି ପ୍ରରିପ୍ରେକ୍ଷୀରେ ଗଞ୍ଜାମ ଜିଲା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର…

ବୁଥ୍‌ ଅଭିମୁଖେ ପୋଲିଂ ପାର୍ଟିଂ

ଚିତ୍ରକୋଣ୍ଡା,୧୨ା୫(କ୍ଷୀରୋଦ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀମାନଙ୍କର ପ୍ରଚାର ଶେଷ ହୋଇଥିବା ବେଳେ ଆଜି ସକାଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୂରଦୂରାନ୍ତର ଅତି ଦୁର୍ଗମ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ବୁଥ୍‌…

ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…

ଭାଜପାର ପ୍ରଧାନମନ୍ତ୍ରୀ ଚେହେରା କିଏ? କେଜରିଓ୍ବାଲଙ୍କ ବୟାନକୁ ନେଇ ବୋବାଲ

ନୂଆଦିଲ୍ଲୀ,୧୨।୫: ତିହାର ଜେଲ୍‌ରୁ ଆସୁଆସୁ ନିର୍ବାଚନୀ ମଇଦାନକୁ ଲମ୍ଫ ମାରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଆଉ ପ୍ରଥମେ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ। ଉଠାଇଛନ୍ତି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଯାହାକୁ ନେଇ ଏବେ ଜାତୀୟ ରାଜନୀତି ସରଗରମ ହୋଇଛି। ତାଙ୍କର…

ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ…

କେନାଲ ହିଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ

ଦିଗପହଣ୍ଡି/ଚିକିଟି,୧୨ା୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମ ନିକଟ ରାସ୍ତା କଡ଼ କେନାଲ ହିଡ଼ରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ କେ.ନୂଆଗାଁ ଥାନା ପୋଲିସ ଜବତ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନାହିଁ।…

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର। ଶରୀରର…

କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…

ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ ପଡିଥାଏ। ଯେମିତିକି କେତେବେଳେ ଖାଇବେ, କେଉଁ ଦିଗକୁ ମୁହଁ କରି ଖାଇବେ ଏମିତି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?