Home

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଭାରପ୍ରାପ୍ତ…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଥିବାବେଳେ ୫୦.୬୦ କୋଟି ଟଙ୍କାର ଋଣ ବଣ୍ଟନ କରାଯାଇଛି। ଏହି…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ ଜରୁରୀ ମନେ କରାଯାଏ। କିନ୍ତୁ ଆଜିକାଲି ଆମେ ବ୍ୟବହାର କରୁଥିବା କ୍ଷୀର ପ୍ରକୃତରେ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ ଧମାଲ ମଚାଇଛି ଏବଂ ଶ୍ରଦ୍ଧାଙ୍କ ଦମଦାର ଅଭିନୟକୁ ଦର୍ଶକ ଖୁବ ପ୍ରଶଂସା ମଧ୍ୟ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରାପ୍ତ ଖବରରୁ ଜଣାପଡ଼ିଛି ଗତ ସୋମବାର ଦିନ ଝରିଗାଁ ବ୍ଲକ…

କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ ମୃତ୍ୟୁ ଘଟିଛି। ଖବରପାଇ ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି…

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ ଅପରାହ୍ନରେ ସେ ଉକ୍ତ ବ୍ଲକର ଦୁର୍ଗମ ତିଲୋରୀ ପଞ୍ଚାୟତର ମୁଗୁପାଙ୍ଗା ଗ୍ରାମରେ ପହଞ୍ଚିଥିଲେ।…

ଜଙ୍ଗଲ ଉପରେ ଚାଲିଲା ବୁଲ୍‌ଡୋଜର, ସାମ୍ନାରେ ପାଚେରୀ ଭଳି ଠିଆ ହେଲା ଗଜରାଜ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଦୁନିଆରେ ପ୍ରତିଦିନ ଏମିତି କିଛି ଭିଡିଓ ସାମ୍ନାକୁ ଆସେ, ଯାହା ମଣିଷକୁ ଚିନ୍ତା କରିବାକୁ ବାଧ୍ୟ କରିଦିଏ। କିଛି ଭିଡିଓ ଆଶ୍ଚର୍ଯ୍ୟଜନକ ହୋଇଥିବା ବେଳେ କିଛି ଦୃଶ୍ୟ ହୃଦୟକୁ ଛୁଇଁଯାଏ। ଏବେ ଜଙ୍ଗଲରୁ ଏଭଳି ଏକ ଚମକାଇ ଦେବା…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍ 2028 ପୂର୍ବ ଅପେକ୍ଷା ଅଧିକ ଚ୍ୟାଲେଞ୍ଜିଂ ଏବଂ ରୋମାଞ୍ଚକର ହେବାକୁ ଯାଉଛି। ଆନ୍ତର୍ଜାତୀୟ…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ କୁମାର ପୂର୍ତ୍ତି (୩୧)। କେନ୍ଦୁଝରର ଜଣେ ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ୍‌…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ ପରମ୍ପରା ଆରମ୍ଭ ହେଉଛି। ଏହି କ୍ରମରେ ବାଂଲାଦେଶର ସୁପ୍ରସିଦ୍ଧ ତଥା ବିବାଦୀୟ ଲେଖିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?