Home

ପୁଣି ହୃଦୟ ଜିତିଲେ ଧୋନି, ସିକ୍ୟୁରିଟିଙ୍କୁ ଚକମା ଦେଇ ପଡିଆ ଭିତରକୁ ପଶି ଧୋନିଙ୍କ ପାଦ ଛୁଇଁଲେ ପ୍ରଶଂସକ, ମନ କିଣୁଛି ଭିଡିଓ

ନୂଆଦିଲ୍ଲୀ,୧୧।୫: କୁଲ କ୍ୟାପଟେନ ମହେନ୍ଦ୍ର ସିଂ ଧୋନିଙ୍କ ଫ୍ୟାନ ଫଲୋଇଂ କାହାକୁ ଅଛପା ନାହିଁ। ଯଦି ଏମଏସ ଧୋନି ଭାରତର ଯେକୌଣସି କୋଣରେ ପହଞ୍ଚନ୍ତି, ତେବେ ତାଙ୍କର କ୍ରେଜ ସ୍ପଷ୍ଟ ବାରି ହୋଇପଡେ। ପୁଣିଥରେ ଏମଏସ ଧୋନିଙ୍କ ପ୍ରଶଂସକଙ୍କୁ ଶୁକ୍ରବାର ଅହମ୍ମଦାବାଦର…

ରତ୍ନଭଣ୍ଡାରକୁ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ବିଜେଡି…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା…

ରାଜନୀତିରୁ ଦୂରେଇ ରହିବେ ଟ୍ରମ୍ଫଙ୍କ ସାନ ପୁଅ

ଓ୍ବାଶିଂଟନ,୧୧।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନପୁଅ ବାରୁନ ବର୍ତ୍ତମାନ ରାଜନୀତିରୁ ଦୂରେଇ ରହିବେ। ନିକଟରେ ଖବର ଆସିଥିଲା ଯେ ସେ ଟ୍ରମ୍ପ ପରିବାରର ନୂତନ ସଦସ୍ୟ ହୋଇପାରନ୍ତି, ଯିଏ ରାଜନୀତିରେ ପ୍ରବେଶ କରିବେ। ଜୁଲାଇରେ ଅନୁଷ୍ଠିତ ହେବାକୁ ଥିବା…

କେଜରିଓ୍ବାଲ, ସଞ୍ଜୟ ସିଂଙ୍କ ପାଇଁ ଦେବଦୂତ ସାଜିଲେ କଂଗ୍ରେସର ଏହି ନେତା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଛି। ସେହିଭଳି ସଞ୍ଜୟ ସିଂଙ୍କୁ ଦିଲ୍ଲୀ ଲିକର୍‌ ପଲିସି ମାମଲାରେ ମଧ୍ୟ ଜାମିନ ମିଳିଛି। ତେବେ ଏହି ଆମ ଆଦମୀ ପାର୍ଟି (ଏଏପି) ନେତାମାନଙ୍କୁ ଜେଲରୁ ବାହାରକୁ ଆଣିବାରେ ଜଣେ…

କନ୍ଧମାଳ ଗସ୍ତ ପୂର୍ବରୁ ପୁଣି ଟୁଇଟ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ ଏଥର ନିର୍ବାଚନରେ…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ଓଡ଼ିଶାର ୩ ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ କନ୍ଧମାଳ ଗସ୍ତ…

ହାତ ମିଳାଇବାକୁ ଅଫର ଦେଲେ ମୋଦି, ଜବାବରେ ଶରଦ ପାଓ୍ବାର କହିଲେ…

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏନସିପି (ଏସପି) ନେତା ଶରଦ ପାୱାର ଦେଇଥିବା ବୟାନକୁ ଟାର୍ଗେଟ କରି ତାଙ୍କୁ ଭାଜପା ସହ ହାତ ମିଳାଇବାକୁ ପ୍ରସ୍ତାବ ଦେଇଥିଲେ। ବର୍ତ୍ତମାନ ଶରଦ ପାୱାର ପ୍ରଧାନମନ୍ତ୍ରୀଙ୍କ ଏହି ଅପମାନର ଜବାବ ଦେଇ କହିଛନ୍ତି…

ଅବଦୁ ରୋଜିକଙ୍କର ହେଲା ଏନଗେଜମେଣ୍ଟ, ପ୍ରଶଂସକଙ୍କୁ ଦେଖାଇଲେ ଭାବି ସ୍ତ୍ରୀଙ୍କ ଫଟୋ

ଦଶାନବେ: ବିଗ ବସ ୧୬ର ଷ୍ଟାର ଅବଦୁ ରୋଜିକ ଏହି ଶୋ’କୁ ଆସିବା ପରେ ତାଙ୍କର ଲୋକପ୍ରିୟତା ବହୁତ ବୃଦ୍ଧି ପାଇଛି। ସେ ଏହି ଶୋ’କୁ ଆସି ପ୍ରାଧାନ୍ୟ ବିସ୍ତାର କରିଥିଲେ। ସମସ୍ତେ ତାଙ୍କ କ୍ୟୁଟନେସ ଓ ନିଷ୍ପାପ ମନକୁ ଦେଖି…

ଅକ୍ଷୟତୃତୀୟା କାରବାର ଉତ୍ସାହଜନକ

ଭୁବନେଶ୍ୱର,୧୧।୫ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ମଧ୍ୟ ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ସର୍ବଭାରତୀୟ ସ୍ତରରେ ସୁନା କାରବାର ୧୫ରୁ ୨୦% ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ପକ୍ଷରୁ…

ମାର୍ଚ୍ଚରେ ଖସିଲା ଆଇଆଇପି ଅଭିବୃଦ୍ଧି

ଭୁବନେଶ୍ୱର,୧୧।୫ (ଅନୁରାଧା ମହାରଣା): ଦେଶରେ ଶିଳ୍ପ ଉତ୍ପାଦନର ଗତି ମନ୍ଥର ହୋଇଯାଇଛି। ଇଣ୍ଡେକ୍ସ ଅଫ୍‌ ଇଣ୍ଡଷ୍ଟ୍ରିଆଲ ପ୍ରଡକ୍ସନ (ଆଇଆଇପି)ର ତଥ୍ୟ ଅନୁଯାୟୀ, ୨୦୨୪ ମାର୍ଚ୍ଚରେ ଶିଳ୍ପ ଉତ୍ପାଦନର ଅଭିବୃଦ୍ଧି ହାର ୪.୯ ପ୍ରତିଶତ ହୋଇଛି। ଫେବୃଆରୀରେ ଏହି ଅଭିବୃଦ୍ଧି ହାର ୫.୭…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୧୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ନୂତନ ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ଏପରିକି ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ଼ ଜିଲା ଅଧୀନ ଜାମକାନି, ଗିରିସମା, ମୁଣ୍ଡେରଖେଟ, ଝାରପଲମ…

ସମନ୍ବୟ-ସହଯୋଗିତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଆନୁଆଲ ବିଜନେସ୍‌ ଆସୋସିଏଟ୍‌ ମିଟ୍‌ ଭୁବନେଶ୍ୱରର ଏମ୍‌ଡିସି ବରମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର…

ପୱନଙ୍କୁ ଅଲ୍ଲୁ ଅର୍ଜୁନଙ୍କ ସମର୍ଥନ

ଅମରାବତୀ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଏବେ ନିଜ ଫିଲ୍ମ ‘ପୁଷ୍ପା ଦି ରୁଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ସେ ଏହି ହାଇ ବଜେଟ ଫିଲ୍ମକୁ ନେଇ କ୍ରମାଗତ ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି। ଆସନ୍ତା ୧୩ରେ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?