Home

ଚଳନ୍ତା ବିମାନରେ ମାରପିଟ

ସାନ୍‌ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍‌ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ ହୋଇଥିବାରୁ ଏହି ସବୁ ଭିଡିଓ ଅଳ୍ପ କିଛି ସମୟ ମଧ୍ୟରେ ଇଣ୍ଟରନେଟରେ ଭାଇରାଲ…

ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ ଧନ୍ୟବାଦ ଜଣାଇବା ସହ ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ପାଇଁ ଜନସାଧାରଣଙ୍କ ସମର୍ଥନ ଲୋଡ଼ିଛନ୍ତି।…

କାନାଡ଼ାରେ ଗୁପ୍ତଚର ବୃତ୍ତିରେ ସାମିଲ ଥିଲା ଭାରତ

ଅଟାଓ୍ବା, ୧୧।୫: ଭାରତ କାନାଡ଼ାର ବିଭିନ୍ନ ଗୁପ୍ତଚର କାର୍ଯ୍ୟକଳାପରେ ସାମିଲ ଥିବା ନେଇ କାନାଡ଼ାର ଗୋଇନ୍ଦା ଏଜେନ୍ସି ‘କାନାଡ଼ିଆନ ସୁରକ୍ଷା ଗୁପ୍ତଚର ସେବା(ସିଏସ୍‌ଆଇଏସ୍‌)’ ଦାବି କରିଛି। ଏନେଇ ସିଏସ୍‌ଆଇଏସ୍‌ ପକ୍ଷରୁ ଏକ ସାର୍ବଜନୀନ ରିପୋର୍ଟ ପ୍ରକାଶ କରାଯାଇଛି। ଏହି ରିପୋର୍ଟରେ ଭାରତ…

ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍‌ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଉ। ଏଥିପାଇଁ ଇସିଆଇଙ୍କୁ ନିର୍ଦ୍ଦେଶ…

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସକାଳ…

ଓଡ଼ିଶାରେ ଆସିବ ଟର୍ନିଂ ପଏଣ୍ଟ: ମୋଦି

ଓଡ଼ିଶାରେ ଓଡ଼ିଆ ଅସ୍ମିତା ପ୍ରତି ବିପଦ ଦେଖାଦେଇଛି। ଏଠାରେ ରାଜା ମହାରାଜା ବେଳର ସ୍ଥିତି ବଳବତ୍ତର ରହିଛି। ତେଣୁ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଚଳିତ ନିର୍ବାଚନରେ ଓଡ଼ିଶାରେ ଟର୍ନିଂ ପଏଣ୍ଟ ଆସିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ରୋଡ୍‌…

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଗୁଜରାଟ ଲାଗି ଗୁରୁତ୍ୱ ବହନ କରୁଥିଲା। କାରଣ ଏହି ବିଜୟ ଯୋଗୁ ଦଳ…

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ…

ଏପରି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୋଇଯାଏ ପୁରୁଷ ଜୀବନ; ଜାଣନ୍ତୁ କାହାକୁ କହିଛନ୍ତି ଚାଣକ୍ୟ…

ବିବାହକୁ ସମସ୍ତଙ୍କର ଭିନ୍ନ ଚିନ୍ତାଧାରା ଥାଏ। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଲୋଡିଥାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ ଯେକୌଣସି ପୁରୁଷର ଜୀବନ ଧନ୍ୟ…

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ ଆଉ ୫ଦିନ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ଏନ୍‌ଟିଏ ପକ୍ଷରୁ ସୂଚନା…

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଗତ…

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?