Home

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍‌ଏମ୍‌ଏସ୍‌ ଓ ଓ୍ବେବ୍‌ସାଇଟ୍‌ରୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାଫଳ ଜାଣୁଥିଲେ। ଏବେ ଆଉ ଏକ ନୂତନ…

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ଏକ ନିଆରା ଢଙ୍ଗରେ ପୁରୀ ଯାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସକାଳ…

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ। ହେଲେ ବହୁତ କମ୍‌ ବୋଲର ଅଛନ୍ତି ଯେଉଁମାନେ ଉଇକେଟ ନେଇ ବି ପ୍ରତିକ୍ରିୟାହୀନ ନଜର…

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଶାହା କହିଛନ୍ତି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ ବାହାରିଥିଲେ। ଏବେ ତାଙ୍କର ସାଥୀ ଖେଳାଳି ମହମ୍ମଦ ଶାମି ଘଟଣାକୁ ନେଇ ମୁହଁ ଖୋଲିଛନ୍ତି।…

କୋର୍ଟ ଆସିଲେନି ଅନୁଭବ

କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର କଟକ ଜେଏମ୍‌ଏଫ୍‌ସି ସ୍ବତନ୍ତ୍ର କୋର୍ଟରେ ଅନୁଭବ ଓ ତାଙ୍କ ଦୁଇ ସହଯୋଗୀ ହାଜର ହେବାକୁ…

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’। ଯାହା ବାଣୀବିହାର ପର୍ଯ୍ୟନ୍ତ ଚାଲିବ। ଏହି ରୋଡ ଶୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ଭାଜପାର…

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୧୦।୫: ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ବିମାନ ବନ୍ଦରରେ ପିଏମଙ୍କୁ ଓଡିଶା ଭାଜପାର ନେତା ଓ କର୍ମୀମାନେ ଜୋରଦାର ସ୍ବାଗତ କରିଛନ୍ତି। ଆଉ କିଛି…

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଜେଲରୁ ବାହାରିବା ପରେ କେଜରିଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ…

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ବିରୋଧରେ ଚାର୍ଜଫ୍ରେମ କରିଛନ୍ତି। ତାଙ୍କ ବିରୋଧରେ ୬ ଜଣ…

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ ନେଇ ଅଧିନାୟକ ଭାବେ ଲୋକେଶ ରାହୁଲଙ୍କ ଭବିଷ୍ୟତକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?