Home

କାହା ନାଁ ନ ନେଇ ଜୋର୍‌ଦାର ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାରରେ ନିରନ୍ତର ରହିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ମହାରାଷ୍ଟ୍ରର ନନ୍ଦୁରବରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି। ସେ କର୍ନାଟକରେ ଶାସନ କରୁଥିବା କଂଗ୍ରେସରେ ଧର୍ମ…

ଜମୁଛି ପ୍ରଚାର: ଏମ୍‌ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍‌ଭିକ୍ଷା

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରକାଶ ଯେ, ଏମ୍‌ପି ପ୍ରାର୍ଥୀ ଅମିରଚାନ୍ଦ ନାୟକ ଏବଂ ବିଧାୟକ ପ୍ରାର୍ଥୀ ପ୍ରଫୁଲ ପ୍ରଧାନ…

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି । ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି ଅନୁକୂଳ…

୧୧ ବର୍ଷ ପରେ ରାୟ: ନରେନ୍ଦ୍ର ଡୋଭାଲକର ହତ୍ୟାକାଣ୍ଡରେ ୨ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ, ୩ ଖଲାସ

ପୁଣେ,୧୦।୫: ନରେନ୍ଦ୍ର ଢୋଭାଲକର ହତ୍ୟା ମାମଲାରେ କୋର୍ଟଙ୍କ ରାୟ ୧୧ ବର୍ଷ ପରେ ଆସିଛି। ମହାରାଷ୍ଟ୍ର ପୁଣେର ସ୍ବତନ୍ତ୍ର କୋର୍ଟ ଶୁକ୍ରବାର ଅନ୍ଧବିଶ୍ୱାସ ବିରୋଧରେ ଲଢୁଥିବା କାର୍ମୀ ଡ. ନରେନ୍ଦ୍ର ଡୋଭାଲକରଙ୍କ ହତ୍ୟା ମାମଲାରେ ଏହାର ରାୟ ଦେଇଛନ୍ତି। ଅଦାଲତ ଦୁଇଜଣ…

ବହିଷ୍କାର ହେଲେ ଦୁଇ ମନ୍ତ୍ରୀ

କିଭ୍‌,୧୦ା୫: ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍‌ଜାଣ୍ଡାର କୁବ୍ରାକୋଭ୍‌ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍‌ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ ଉପ…

ମଣି ଶଙ୍କରଙ୍କ ବିବାଦୀୟ ବୟାନ, କହିଲେ ପାକିସ୍ତାନ ପାଖରେ ରହିଛି ପରମାଣୁ ବୋମା ତାକୁ ଭାରତ ସମ୍ମାନ ଦେଉ

ନୂଆଦିଲ୍ଲୀ,୧୦।୫: ସାମ ପିଟ୍ରୋଡାଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ସାକ୍ଷାତକାର ସାମ୍ନାକୁ ଆସିଛି। ଏକ ୟୁଟ୍ୟୁବ ଚ୍ୟାନେଲକୁ ଏକ ସାକ୍ଷାତକାର ଦେବାବେଳେ ଆୟର୍‌ ପୁନର୍ବାର ପାକିସ୍ତାନ ସହ ଆଲୋଚନାକୁ ସମର୍ଥନ କରିଥିଲେ। ସାମ ପିଟ୍ରୋଡାଙ୍କ ବିବୃତ୍ତି ପରେ,…

ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ…

ଆଇପିଏଲ୍‌ରୁ ବିଦା ହେଲେ ଏହି ୨ ଦଳ: ପ୍ଲେ ଅଫ୍‌ ଆଶା ଜୀବନ୍ତ ରଖିଛି ଆରସିବି

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୪ର ୫୮ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୬୦ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ପଞ୍ଜାବ ଦଳ ଆଇପିଏଲ ୨୦୨୪ରୁ ବିଦା ହୋଇଛି। ୧୨ଟି ମ୍ୟାଚ ପରେ ସେମାନଙ୍କର ଆଠ ପଏଣ୍ଟ ଅଛି…

ଆଖି ପିଛୁଳାକେ ଏମିତି କାମ କରିଦେଲେ କୋହଲି: ଭାଇରାଲ ହେଉଛି ଭିଡିଓ

ଧର୍ମଶାଳା,୧୦।୫: ଧର୍ମଶାଳାରେ ଖେଳାଯାଇଥିବା ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୬୦ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଆରସିବି ୨୪୧ ରନ ସ୍କୋର କରିଥିଲା। ଏହାର ଜବାବରେ ପଞ୍ଜାବ ଦଳ ୧୮୧ ରନ ସ୍କୋର କରିବା ପରେ…

ହେଲିକପ୍ଟର ଭିତରେ ଅନନ୍ୟ ହୋଟେଲ: ଏଥିରେ ଯାହା ସବୁ ରହିଛି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଆପଣ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳେ ସ୍ଥାନ କିମ୍ବା ହୋଟେଲରେ ରହିବାକୁ ଚାହାନ୍ତି। ଯାହାର ଆଖପାଖ ପରିବେଶ ଆରାମଦାୟକ ହୋଇଥିବା ଦରକାର। ମାତ୍ର ସବୁବେଳେ ଏମିତି ମିଳେ ନାହିଁ। ଯଦି ଆପଣ ସର୍ବୋତ୍ତମ ହୋଟେଲକୁ ଉପଭୋଗ କରିବାକୁ ଚାହାନ୍ତି, କିମ୍ବା…

ଯେସାକୁ ତେସା କରିଦେଖାଇଲେ କୋହଲି

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୪ର ୫୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲ। ବେଙ୍ଗାଲୁରୁ ପଞ୍ଜାବ ବିପକ୍ଷରେ ଅତି ସହଜରେ ଏବଂ ବିପୁଳ ବ୍ୟବଧାନରେ ଜିତିଥିଲା। ଏଥିରେ ବିରାଟ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ପାଇଁ ଚମତ୍କାର ବ୍ୟାଟିଂ…

୬ ଦିନ ଝଡ଼ବର୍ଷା; ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦।୫(ଅନୁରାଧା ମହାରଣା)- ରାଜ୍ୟର ଅଧାରୁ ଅଧିକ ଜିଲାରେ କାଳ ବୈଶାଖୀ ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିଛି। ୩ଟି ସହରକୁ ବାଦଦେଲେ ସମଗ୍ର ଓଡ଼ିଶାରେ ତାପମାତ୍ରା ଗୁରୁବାର ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ରହିଥିଲା। ଏହାସହ କୋରାପୁଟରେ ୨୬.୨ ମିମି ବର୍ଷା ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?