ମୋରମ,ମାଟି ଚାଲାଣକାରୀ ସକ୍ରିୟ
ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ ଚାଲାଣ କରୁଛନ୍ତି। ଏନେଇ ପ୍ରଶାସନ ଚୁପ୍ ବସିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।…
କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା
ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା…
ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର
ପୁରୀ,୧୦ା୫(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରତ୍ନଭଣ୍ଡାରରେ ଥିବା ରତ୍ନଗୁଡ଼ିକ କିଭଳି…
ରୁବେଲା ଆତଙ୍କ: ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୦।୫ (ବନ୍ଦନା ସେଠୀ): ଓଡ଼ିଶାର ୨ ଶିଶୁ ରୁବେଲା ଭାଇରସ୍ରେ ଆକ୍ରାନ୍ତ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏପରିସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଏହାକୁ ନେଇ ସତର୍କ କରିଛି। ବିଶେଷକରି ଗର୍ଭବତୀମାନେ ଅଧିକ ସତର୍କ ରହିବାକୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…
ବକୁଳରେ ଉନ୍ମୋଚନ ହେବ ନନ୍ଦିନୀଙ୍କ ଜୀବନୀ
ଭୁବନେଶ୍ୱର,୧୦ା୫(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍ ଲେଡି ଅଫ୍ ଓଡ଼ିଶା’ ମେ’ ୧୧ ତାରିଖରେ ସତ୍ୟନଗରସ୍ଥିତ ବକୁଳ ଲାଇବ୍ରେରିରେ ଉନ୍ମୋଚନ ହେବ। ବିଶିଷ୍ଟ…
୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋରଦାର
ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର କରିଛନ୍ତି। ଭୁବନେଶ୍ୱର ଲୋକ ସଭା ଏବଂ ୭ଟି ବିଧାନସଭା ଆସନରେ ତ୍ରିମୁଖୀ ଲଢ଼େଇ ହେବା…
ବିମାନରେ ସିଗାରେଟ୍ ଟାଣି ଗିରଫ
ଓମାନର ମସ୍କଟରୁ ମୁମ୍ବାଇ ଯାତ୍ରା କରୁଥିବା ଏକ ଭିସ୍ତାରା ବିମାନର ଓ୍ବାଶ୍ରୁମରେ ସିଗାରେଟ ଟାଣୁଥିବାରୁ ତାମିଲନାଡ଼ୁ କନ୍ୟାକୁମାରୀର ବାଳକୃଷ୍ଣ ରାଜାୟନ (୫୧)ଙ୍କୁ ଗିରଫ କରାଯାଇଛି। ପାଇଲଟ ସ୍ମୋକ୍ ଡିଟେକ୍ଟରରେ ଏହା ଜାଣିପାରି ସାଥୀ କ୍ରିଉ ସଦସ୍ୟଙ୍କୁ ସତର୍କ କରାଇଥିଲେ। ପରେ କ୍ରିଉ…
ସଲମାନଙ୍କ ନାୟିକା ସାଜିବେ ରଶ୍ମିକା
ମୁମ୍ବାଇ: ନିକଟରେ ‘ଆନିମଲ’ ଫିଲ୍ମରେ ନିଜ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ରଶ୍ମିକା ମନ୍ଦାନା ‘ସିକନ୍ଦର’ ଫିଲ୍ମରେ ବଲିଉଡ୍ ସୁପରଷ୍ଟାର ସଲ୍ମାନ ଖାନ୍ଙ୍କ ବିପକ୍ଷରେ ନଜର ଆସିବେ। ଆସନ୍ତା ବର୍ଷ ଇଦ୍ ଉପଲକ୍ଷେ ରିଲିଜ୍ ହେବାକୁ ଥିବା ଏହି ଚଳଚ୍ଚିତ୍ରରେ ପ୍ରଥମ…
ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…
ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା ହେବା ପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏନେଇ ଏକ ଭିଡିଓ ଭାଇରାଲ…
ଚାଷଜମିରେ ପହଞ୍ଚୁନି ପାଣି, ଚାଷୀ ନିରାଶ
ନିରାକାରପୁର,୧୦ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଚାଷ ଓ ଚାଷୀଙ୍କ ଉନ୍ନତ୍ତି ସରକାର ବିଭନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ତଳସ୍ତରରେ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଦେଇ ଯାଇଥିବା…
ନଡ଼ିଆ ଗଛରେ ଅଜଣା ରୋଗ
କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): ଅର୍ଥକରୀ ଫସଲ ନଡ଼ିଆ ଗଛରେ ଅଜଣା ରୋଗ ଲାଗି ରହିଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଶେଷକରି ଚିଲିକା ଉପକୂଳ ଦୋଛିଆଁ , ଅଡାଲ, ବଡାଲ, ଗୋପୀନାଥପୁର, କାଦୁଆ, ଗଡିଶାଗୋଦା, ଯାମଳଗୋଦା, ଅଳିବାଡ଼, ଖଣ୍ଡହତା, ସାହୁପଡ଼ା, ଗଡ଼ଖାରଦ,…
ଟ୍ରକ୍ରୁ ପୁଳାପୁଳା ଟଙ୍କା ଜବତ
ହାଇଦ୍ରାବାଦ, ୧୦।୫: ଆନ୍ଧ୍ରପ୍ରଦେଶର ଏନ୍ଟିଆର ଜିଲାର ଏକ ଚେକ୍ପୋଷ୍ଟରେ ଗୁରୁବାର ଗୋଟିଏ ଟ୍ରକରୁ ନଗଦ ୮ କୋଟି ଟଙ୍କା ଜବତ କରାଯାଇଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ ଅଟକ ରଖିଛି। ଗୁରୁବାର ସକାଳୁ ଏକ ପାଇପ୍ ବୋଝେଇ ଟ୍ରକ୍ ଯାଉଥିବାବେଳେ…

