Home

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ଗଡ଼କରୀ କହିଛନ୍ତି,ଗାଁର କୃଷକ, ଶ୍ରମିକଙ୍କ ଉନ୍ନତି ପାଇଁ ନିରନ୍ତର ଉଦ୍ୟମ କରୁଛୁ ।…

‘ମୁଁ ତାଙ୍କ ପୁଅ ନୁହେଁ ସେଥିପାଇଁ ମୋତେ…’, ଶରଦ ପାଓ୍ବାରଙ୍କୁ ଭଗବାନ ବୋଲି କହିଲେ ଅଜିତ, ଖେଳିଲେ ଇମୋଶନାଲ କାର୍ଡ

ମୁମ୍ବାଇ,୯।୫: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଗୁରୁବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ସେ ଏନସିପି (ଏସପି) ମୁଖ୍ୟ ଶରଦ ପାୱାରଙ୍କ ପୁଅ ନୁହଁନ୍ତି ତେଣୁ ତାଙ୍କୁ ରାଜନୈତିକ ସୁଯୋଗ ମିଳିନଥିଲା। ମାମୁଁ ଶରଦ ପାୱାରଙ୍କ ବୟସ…

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ…

ରାହୁଲଙ୍କ ସହ ଝଗଡା କରିଥିବା ଲକ୍ଷ୍ନୌ ସୁପର ଜିଆଣ୍ଟସଙ୍କ ମାଲିକ କିଏ ଜାଣନ୍ତି: ତାଙ୍କ ମୋଟ ସମ୍ପତ୍ତି ହେଉଛି…

ହାଇଦ୍ରାବାଦ୍‌,୯।୫: ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ସନରାଇଜର୍ସ ହାଇଦ୍ରାବାଦ ଏକ ପରାଜୟ ଦେଇଥିଲା। ଏହି ପରାଜୟ ପରେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ ମାଲିକ ସଞ୍ଜୀବ ଗୋଏଙ୍କା ଏବଂ ଅଧିନାୟକ କେ.ଏଲ ରାହୁଲ…

ମୋଦିଙ୍କୁ ମହାରାଷ୍ଟ୍ର ମାଟିରେ କବର ଦେବାକୁ ଧମକ, ସଞ୍ଜୟ ରାଉତଙ୍କ ବିବାଦୀୟ ବୟାନ

ମୁମ୍ବାଇ,୯।୫: ନିଜ ବୟାନ ପାଇଁ ସର୍ବଦା ହେଡଲାଇନରେ ଥିବା ଶିବସେନା ୟୁବିଟି ନେତା ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ଅହମ୍ମଦନଗରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରୁଥିବାବେଳେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମହାରାଷ୍ଟ୍ରର…

ଲକ୍ଷ୍ନୌ ହାତ ଛାଡିଦେବେ କି ରାହୁଲ: ବଢୁଛି ଚର୍ଚ୍ଚା

ହାଇଦ୍ରାବାଦ୍‌,୯।୫:ଆଇପିଏଲ ୨୦୨୪ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଏକ ମ୍ୟାଚ ହୋଇଥିଲା। ଏହି ମ୍ୟାଚରେ ଲକ୍ଷ୍ନୌ୍‌କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ପ୍ରଥମେ ଖେଳି ଲକ୍ଷ୍ନୌ ମାତ୍ର ୧୬୫ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ହାଇଦ୍ରାବାଦ…

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି। ବିରୋଧୀ…

ଭାଜପାକୁ ଶକ୍ତ ଧକ୍କା

ଚଣ୍ଡିଗଡ଼,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ହରିୟାଣାରେ ଭାଜପା ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ହରିୟାଣା ଭାଜପାର ରାଜପୁତ ସମ୍ପ୍ରଦାୟର ବିଶିଷ୍ଟ ନେତା ସୁରଜ ପାଲ ଅମ୍ମୁ ଦଳରୁ ବିଦାୟ ନେଇଛନ୍ତି। ରାଜପୁତ ସମ୍ପ୍ରଦାୟକୁ ନେଇ ଭାଜପା ପ୍ରାର୍ଥୀ ପୁରୁଷୋତ୍ତମ…

ଆପଣ ରାହୁଲ ଗାନ୍ଧୀଙ୍କୁ ଜାଣନ୍ତି, ଜଣେ ମହିଳାଙ୍କୁ ଏମିତି ପ୍ରଶ୍ନ ପଚାରିଲେ ପ୍ରିୟଙ୍କା ଗାନ୍ଧୀ: ଜାଣନ୍ତୁ କ’ଣ ମିଳିଲା ଜବାବ

ନୂଆଦିଲ୍ଲୀ,୯।୫: ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ରାଏବରେଲିରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଏକ ସାଧାରଣ ସଭାରେ ଭାଷଣ ଦେଇଥିଲେ। ଏହି ସଭାରେ ପ୍ରିୟଙ୍କା ଗାନ୍ଧୀ ଜଣେ ମହିଳାଙ୍କୁ ପଚାରିଥିଲେ, ଆପଣ ରାହୁଲ…

ସଙ୍କଟରେ ହରିୟାଣା ସରକାର ଫ୍ଲୋର ଟେଷ୍ଟ ପାଇଁ ଦାବି କଲେ ଦୁଷ୍ୟନ୍ତ ଚୌଟାଲା, ମୁଖ୍ୟମନ୍ତ୍ରୀ କହିଲେ…

ଚଣ୍ଡିଗଡ଼,୯।୫: ହରିୟାଣାରେ ତିନିଜଣ ସ୍ବାଧୀନ ବିଧାୟକଙ୍କ ସମର୍ଥନ ପ୍ରତ୍ୟାହାର ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନିଙ୍କ ସରକାର ଅଡୁଆରେ ପଡ଼ିଛନ୍ତି। ଏହି ସମୟରେ ଭାଜପାର ସହଯୋଗୀ ଥିବା ଜନନାୟକ ଜନତା ପାର୍ଟି (ଜେଜେପି) ନେତା ଦୁଷ୍ୟନ୍ତ ଚୌଟାଲା ରାଜ୍ୟପାଳଙ୍କୁ ଏକ…

ଆପଣଙ୍କ ସାଥୀ କନ୍ୟା ରାଶିର କି? କିଭଳି ତାଙ୍କର ବ୍ୟକ୍ତିତ୍ୱ, ସ୍ବଭାବ; ଜାଣନ୍ତୁ …

ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା। ଏମାନେ ବହୁତ ପରିଶ୍ରମୀ। ସବୁ କାମକୁ ବେଶ ଭଲ ଭାବେ ପୂରଣ କରିବାର କ୍ଷମତା…

ଆପଣଙ୍କର ଅଛି କି ଏହି ୬ ଅଭ୍ୟାସ? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?