Home

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୫୦ରୁ ଅଧିକ ଲୋକ ଫସି…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ ଧରି ଜେଲରେ ଥିବା ୬୨ ବର୍ଷୀୟ ଦାରାଙ୍କୁ ମୁକ୍ତ କରିବା ପାଇଁ ପ୍ରକ୍ରିୟା…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି ହୋଇଯାଏ। ବର୍ତ୍ତମାନ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ଇଣ୍ଟରନେଟ୍‌ରେ ହଲଚଲ…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ ଇଣ୍ଡଷ୍ଟ୍ରୀରେ ଜୋରଦାର ଚର୍ଚ୍ଚା ହେଉଛି। ନିକଟରେ ରାଘବଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି ଘଟଣାରେ ପୋଲିସ ଭବାନୀପାଟଣା ଅଞ୍ଚଳର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ ଘରୋଇ ହସ୍ପିଟାଲରେ ଷ୍ଟାଫ ନର୍ସ ଭାବେ କାମ କରୁଥିଲେ। ସେ ଏକା ସାଙ୍ଗରେ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ ୯ଟି ଶ୍ରେଣୀକୁ ୧୩୩ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଏହି ସ୍କୁଲରେ ମାତ୍ର…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ ତଳେ ମ୍ୟାଚ ଜିତିବା ଜଣେ ଅଧିନାୟକ ଭାବରେ ତାଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରେ।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ କରି ସେଭଳି ନିଶାଦ୍ରବ୍ୟ ଜବତ କରୁଛି। ଅଭିଯୁକ୍ତମାନେ ମଧ୍ୟ ଗିରଫ ହେଉଛନ୍ତି। ମାତ୍ର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ ପିଟି ହୋଇଥିଲା। ବାଇକରେ ଥିବା ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଧାର୍ଯ୍ୟ କରିଥିବା ୪ ପ୍ରତିଶତଠାରୁ ଏହା ଅଧିକ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?