Home

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ଇଂଲଣ୍ଡକୁ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ କିମ୍ବା ସନ୍ତାନ କେହି ନଥିବାରୁ ଏକାକୀ ଜୀବନ ବିତାଉଛନ୍ତି। ଭାଗ୍ୟକୁ ଆଦରି ଏକ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି। ବରିଷ୍ଠ କଂଗ୍ରେସ ନେତା ରବି ମଙ୍ଗରାଜଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ନୂତନ ଟ୍ରାନ୍ସଫର୍ମର…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ ଫ୍ରାନ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷରେ ଫ୍ରାନ୍ସ ତୃତୀୟ ଥର ସେମିଫାଇନାଲରୁ ବିଦାୟ ନେଇଛି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି ସେନେଇ କେହି ଠିକ୍‌ ସୂଚନା ଦେଇପାରିନାହାନ୍ତି। ନବୀନ ନୂଆଦିଲ୍ଲୀ ଗସ୍ତ କରିବା ପୂର୍ବରୁ…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ ନିଜର ବାର୍ତ୍ତାରେ ମହାପ୍ରଭୁଙ୍କ ଭଉଣୀଙ୍କୁ ‘ଶ୍ରୀମତୀ ସୁଭଦ୍ରା ଦେବୀ’ ବୋଲି ଉଲ୍ଲେଖ କରିଥିବା…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସନ୍ତାକାଲି (ବୁଧବାର) ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଭକ୍ତ ଓ ଭଗବାନଙ୍କ…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି। ଗ୍ରାମବାସୀଙ୍କ ସାହସିକତା ଯୋଗୁ ୫ ଜଣ ଦୁର୍ବୃତ୍ତ କାବୁ ହୋଇଥିବା ବେଳେ ପୋଲିସ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି ଆରମ୍ଭ ହୋଇଛି ଏବଂ ଏହା ଆପଣଙ୍କ ATM ଉପରେ କିପରି ପ୍ରଭାବ ପକାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?